ଯାଜପୁରରେ ସ୍ବତନ୍ତ୍ର କୋଭିଡ଼ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

The Sakala Picture
Published On

ଭୁବନେଶ୍ୱର: କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ଯାଜପୁରରେ ଘରୋଇ ସହାୟତାରେ ଏକ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଅନୁମତି ପ୍ରଦାନ କରିଛନ୍ତି । ଏହା ଫଳରେ ଯାଜପୁର ତଥା ଆଖ ପାଖ ଜିଲ୍ଲାର ଗୁରୁତର କୋଭିଡ୍ ରୋଗୀ ମାନଙ୍କୁ ଚିକିତ୍ସା ପାଇଁ ଆଉ କଟକ ଭୁବନେଶ୍ବର ଯିବାକୁ ପଡ଼ିବ ନାହିଁ । ଯାଜପୁରର ଭୂମିକା ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ସରକାରୀ କୋଭିଡ୍ ହସ୍ପିଟାଲ ଭାବରେ କାମ କରିବ । ରୋଗୀ […]

ଭୁବନେଶ୍ୱର: କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ଯାଜପୁରରେ ଘରୋଇ ସହାୟତାରେ ଏକ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଅନୁମତି ପ୍ରଦାନ କରିଛନ୍ତି । ଏହା ଫଳରେ ଯାଜପୁର ତଥା ଆଖ ପାଖ ଜିଲ୍ଲାର ଗୁରୁତର କୋଭିଡ୍ ରୋଗୀ ମାନଙ୍କୁ ଚିକିତ୍ସା ପାଇଁ ଆଉ କଟକ ଭୁବନେଶ୍ବର ଯିବାକୁ ପଡ଼ିବ ନାହିଁ ।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

ଯାଜପୁରର ଭୂମିକା ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ସରକାରୀ କୋଭିଡ୍ ହସ୍ପିଟାଲ ଭାବରେ କାମ କରିବ । ରୋଗୀ ମାନେ ସେଠାରେ ସମ୍ପୂର୍ଣ୍ଣ ମାଗଣାରେ କୋଭିଡ୍ ଚିକିତ୍ସା ସୁବିଧା ପାଇ ପାରିବେ । ଚିକିତ୍ସାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ଏହି ହସ୍ପିଟାଲରେ ୧୫୦ଟି ଅକ୍ସିଜେନ ବେଡ୍ ସହ ୫୦ଟି ICU ବେଡ୍ ରହିବ ।

ଆହୁରି ପଢ଼ନ୍ତୁ: ପୋଖରୀରେ ବୁଡ଼ିଯାଉଥିଲେ ୨ ଛୋଟ ଝିଅ, ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ ସସ୍ମିତା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର