ତତଲା କଡେଇରେ ସିଝୁଛି ଓଡିଶା: ଦିନ ସାଢେ ୨ଟା ସୁଦ୍ଧା ୪୫ ଡିଗ୍ରୀ ସହ ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର

The Sakala Picture
Published On

ଭୁବନେଶ୍ୱର: ସାରା ଓଡ଼ିଶାରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ । ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଗତ କିଛି ଦିନଧରି ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ଆଜି ଦିନ ୨ଟା ୩୦ ମିନିଟ ସୁଦ୍ଧା ରେକର୍ଡ କରାଯାଇଥିବା ତାପମାତ୍ରା ଅନୁସାରେ ସମ୍ବଲପୁରର ତାପମାତ୍ରା ୪୫ ଡ଼ିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ଝାରସୁଗୁଡାର ତାପମାତ୍ରା ୪୪.୪ ଡ଼ିଗ୍ରୀ ରହିଛି। ଅନ୍ୟପଟେ […]

ଭୁବନେଶ୍ୱର: ସାରା ଓଡ଼ିଶାରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ । ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଗତ କିଛି ଦିନଧରି ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ଆଜି ଦିନ ୨ଟା ୩୦ ମିନିଟ ସୁଦ୍ଧା ରେକର୍ଡ କରାଯାଇଥିବା ତାପମାତ୍ରା ଅନୁସାରେ ସମ୍ବଲପୁରର ତାପମାତ୍ରା ୪୫ ଡ଼ିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ଝାରସୁଗୁଡାର ତାପମାତ୍ରା ୪୪.୪ ଡ଼ିଗ୍ରୀ ରହିଛି। ଅନ୍ୟପଟେ ଡହଡହ ଖରାରେ ସିଝିଲେ ରାଜଧାନୀବାସୀ। ଭୁବନେଶ୍ୱରର ତାପମାତ୍ରା ୪୪ ଡିଗ୍ରୀ ସେଲସିୟସ ଥିବାବେଳେ ହୀରାକୁଦରେ୪୪ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬.୨ ଡ଼ିଗ୍ରୀ, ଗୋପାଳପୁରରେ ୩୫ ଡ଼ିଗ୍ରୀ, ପାରାଦୀପରେ ୩୪.୨ ଡ଼ିଗ୍ରୀ,  ପୁରୀରେ ୩୪ ଡ଼ିଗ୍ରୀ , ବାଲେଶ୍ୱରରେ ୩୩.୪ ଡ଼ିଗ୍ରୀ ଓ କେନ୍ଦୁଝରରେ ୩୦.୪ ଡ଼ିଗ୍ରୀ ସେସସିୟସ ତାପମାତ୍ରା ରେକର୍ଡ ହୋଇଛି।

ଆହୁରି ପଢ଼ନ୍ତୁ: ଅଧାବାଟରେ ଆମ୍ବୁଲାନ୍ସରୁ ସରିଗଲା ପେଟ୍ରୋଲ, ଚାଲିଗଲା ରୋଗୀର ଜୀବନ !

17 Jun 2023 By The Sakala

ତତଲା କଡେଇରେ ସିଝୁଛି ଓଡିଶା: ଦିନ ସାଢେ ୨ଟା ସୁଦ୍ଧା ୪୫ ଡିଗ୍ରୀ ସହ ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର: ସାରା ଓଡ଼ିଶାରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ । ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଗତ କିଛି ଦିନଧରି ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ଆଜି ଦିନ ୨ଟା ୩୦ ମିନିଟ ସୁଦ୍ଧା ରେକର୍ଡ କରାଯାଇଥିବା ତାପମାତ୍ରା ଅନୁସାରେ ସମ୍ବଲପୁରର ତାପମାତ୍ରା ୪୫ ଡ଼ିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ଝାରସୁଗୁଡାର ତାପମାତ୍ରା ୪୪.୪ ଡ଼ିଗ୍ରୀ ରହିଛି। ଅନ୍ୟପଟେ ଡହଡହ ଖରାରେ ସିଝିଲେ ରାଜଧାନୀବାସୀ। ଭୁବନେଶ୍ୱରର ତାପମାତ୍ରା ୪୪ ଡିଗ୍ରୀ ସେଲସିୟସ ଥିବାବେଳେ ହୀରାକୁଦରେ୪୪ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬.୨ ଡ଼ିଗ୍ରୀ, ଗୋପାଳପୁରରେ ୩୫ ଡ଼ିଗ୍ରୀ, ପାରାଦୀପରେ ୩୪.୨ ଡ଼ିଗ୍ରୀ,  ପୁରୀରେ ୩୪ ଡ଼ିଗ୍ରୀ , ବାଲେଶ୍ୱରରେ ୩୩.୪ ଡ଼ିଗ୍ରୀ ଓ କେନ୍ଦୁଝରରେ ୩୦.୪ ଡ଼ିଗ୍ରୀ ସେସସିୟସ ତାପମାତ୍ରା ରେକର୍ଡ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର