ଶିକାରୀଙ୍କ ଗୁଳିରେ ପ୍ରାଣ ହରାଇଥିବା ଫରେଷ୍ଟର ମାଥିଙ୍କ ପରିବାରକୁ ଦିଆଯିବ ୨୫ଲକ୍ଷ ଟଙ୍କା ଅନୁକମ୍ପା ସହାୟତା

The Sakala Picture
Published On

ଶିମିଳିପାଳ: ଶିମିଳିପାଳରେ ଶିକାରୀଙ୍କ ଗୁଳିରେ ପ୍ରାଣ ହରାଇଥିବା ଫରେଷ୍ଟର ମାଥି ହାଁସଦାଙ୍କ ପରିବାରକୁ ୨୫ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ପ୍ରଦାନ କରାଯିବ । ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ ଏହି ସୂଚନା ଦେଇଛନ୍ତି । ଶିମିଳିପାଳର ସୁରକ୍ଷା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯିବ । ଶିକାରୀମାନଙ୍କୁ ଧରିବା ପାଇଁ ପୋଲିସ୍ ପ୍ରଶାସନ ତତ୍ପର ରହିଛି । ଆଗକୁ ତଦନ୍ତ ପରେ ସବୁ ସାମ୍ନାକୁ ଆସିବ ବୋଲି ମନ୍ତ୍ରୀ କହିଛନ୍ତି । ଜଙ୍ଗଲ ଓ […]

ଶିମିଳିପାଳ: ଶିମିଳିପାଳରେ ଶିକାରୀଙ୍କ ଗୁଳିରେ ପ୍ରାଣ ହରାଇଥିବା ଫରେଷ୍ଟର ମାଥି ହାଁସଦାଙ୍କ ପରିବାରକୁ ୨୫ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ପ୍ରଦାନ କରାଯିବ । ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ ଏହି ସୂଚନା ଦେଇଛନ୍ତି । ଶିମିଳିପାଳର ସୁରକ୍ଷା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯିବ । ଶିକାରୀମାନଙ୍କୁ ଧରିବା ପାଇଁ ପୋଲିସ୍ ପ୍ରଶାସନ ତତ୍ପର ରହିଛି । ଆଗକୁ ତଦନ୍ତ ପରେ ସବୁ ସାମ୍ନାକୁ ଆସିବ ବୋଲି ମନ୍ତ୍ରୀ କହିଛନ୍ତି । ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ ଆଜି ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ପରେ ଯଶୀପୁରସ୍ଥିତ ଖଇରୀ ନିବାସରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟର ଲିଷ୍ଟରୁ ୯.୮ ଲକ୍ଷ ଭୋଟର୍ ବାଦ୍ ପଡ଼ିବା ପ୍ରସଙ୍ଗ: ସିଇଓଙ୍କ ଅଫିସ ଆଗରେ ବିଜେଡିର ପ୍ରତିବାଦ

18 Jun 2023 By The Sakala

ଶିକାରୀଙ୍କ ଗୁଳିରେ ପ୍ରାଣ ହରାଇଥିବା ଫରେଷ୍ଟର ମାଥିଙ୍କ ପରିବାରକୁ ଦିଆଯିବ ୨୫ଲକ୍ଷ ଟଙ୍କା ଅନୁକମ୍ପା ସହାୟତା

ଶିମିଳିପାଳ: ଶିମିଳିପାଳରେ ଶିକାରୀଙ୍କ ଗୁଳିରେ ପ୍ରାଣ ହରାଇଥିବା ଫରେଷ୍ଟର ମାଥି ହାଁସଦାଙ୍କ ପରିବାରକୁ ୨୫ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ପ୍ରଦାନ କରାଯିବ । ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ ଏହି ସୂଚନା ଦେଇଛନ୍ତି । ଶିମିଳିପାଳର ସୁରକ୍ଷା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯିବ । ଶିକାରୀମାନଙ୍କୁ ଧରିବା ପାଇଁ ପୋଲିସ୍ ପ୍ରଶାସନ ତତ୍ପର ରହିଛି । ଆଗକୁ ତଦନ୍ତ ପରେ ସବୁ ସାମ୍ନାକୁ ଆସିବ ବୋଲି ମନ୍ତ୍ରୀ କହିଛନ୍ତି । ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ ଆଜି ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ପରେ ଯଶୀପୁରସ୍ଥିତ ଖଇରୀ ନିବାସରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର