ତାତିରୁ ମିଳିଲା ଆଶ୍ବସ୍ତି, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୗେସୁମୀ ବର୍ଷା

The Sakala Picture
Published On

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ସମେତ କଟକ, ପୁରୀ, ଖୋର୍ଦ୍ଧାର ବିଭିନ୍ନ ସ୍ଥାନରେ ଆଜି ବର୍ଷା ହୋଇଛି । ପ୍ରବଳ ବର୍ଷାରେ ବେହାଲ ହୋଇଛି ରାଜଧାନୀ । ଦିନ ୨ଟା୩୦ ସୁଦ୍ଧା ଭୁବନେଶ୍ୱରରେ ୯୦.୪ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି । କିଛି ଘଣ୍ଟା ଧରି ବର୍ଷା ଲାଗି ରହିବା ଯୋଗୁ ଜନଜୀବନ ପ୍ରଭାବିତ ହୋଇଛି । ସେପଟେ ମୌସୁମୀ ଲାଗି ପାଗ ଅନୁକୂଳ ରହିଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ପ୍ରବଳ ଗରମ ଭିତରେ […]

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ସମେତ କଟକ, ପୁରୀ, ଖୋର୍ଦ୍ଧାର ବିଭିନ୍ନ ସ୍ଥାନରେ ଆଜି ବର୍ଷା ହୋଇଛି । ପ୍ରବଳ ବର୍ଷାରେ ବେହାଲ ହୋଇଛି ରାଜଧାନୀ । ଦିନ ୨ଟା୩୦ ସୁଦ୍ଧା ଭୁବନେଶ୍ୱରରେ ୯୦.୪ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି । କିଛି ଘଣ୍ଟା ଧରି ବର୍ଷା ଲାଗି ରହିବା ଯୋଗୁ ଜନଜୀବନ ପ୍ରଭାବିତ ହୋଇଛି । ସେପଟେ ମୌସୁମୀ ଲାଗି ପାଗ ଅନୁକୂଳ ରହିଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ପ୍ରବଳ ଗରମ ଭିତରେ ମୌସୁମୀର ଆଗମନ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ଆଣି ଦେଇଛି ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଏଣେ ଆସନ୍ତା ତିନି ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ପୁରୀ, ଖୋର୍ଦ୍ଧା (ଭୁବନେଶ୍ବର), ଜଗତସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ, ରାୟଗଡ଼ା, ଗଜପତି, ଗଂଜାମ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକରେ ବର୍ଷା, ବିଜୁଳି ଓ ଘଡ଼ଘଡ଼ି ଆଶଙ୍କା ଥିବାରୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ପୂର୍ବରୁ ପୂର୍ବାନୁମାନ କରାଯାଇଥିଲା ଆଜି ଓଡ଼ିଶା ଛୁଇଁବ ମୌସୁମୀ। ଏଥିପାଇଁ ପାଗ ଅନୁକୂଳ ରହିଛି ।

ଆହୁରି ପଢ଼ନ୍ତୁ: ମୋବାଇଲ୍ ନିଶା ନେଲା ଜୀବନ: ମା'ଙ୍କ ଗାଳି ପରେ ପୁଅର ଆତ୍ମହତ୍ୟା, ଦୁଃଖରେ ବିଷ ପିଇଲେ ମା'

22 Jun 2023 By The Sakala

ତାତିରୁ ମିଳିଲା ଆଶ୍ବସ୍ତି, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୗେସୁମୀ ବର୍ଷା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ସମେତ କଟକ, ପୁରୀ, ଖୋର୍ଦ୍ଧାର ବିଭିନ୍ନ ସ୍ଥାନରେ ଆଜି ବର୍ଷା ହୋଇଛି । ପ୍ରବଳ ବର୍ଷାରେ ବେହାଲ ହୋଇଛି ରାଜଧାନୀ । ଦିନ ୨ଟା୩୦ ସୁଦ୍ଧା ଭୁବନେଶ୍ୱରରେ ୯୦.୪ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି । କିଛି ଘଣ୍ଟା ଧରି ବର୍ଷା ଲାଗି ରହିବା ଯୋଗୁ ଜନଜୀବନ ପ୍ରଭାବିତ ହୋଇଛି । ସେପଟେ ମୌସୁମୀ ଲାଗି ପାଗ ଅନୁକୂଳ ରହିଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ପ୍ରବଳ ଗରମ ଭିତରେ ମୌସୁମୀର ଆଗମନ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ଆଣି ଦେଇଛି ।

ଏଣେ ଆସନ୍ତା ତିନି ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ପୁରୀ, ଖୋର୍ଦ୍ଧା (ଭୁବନେଶ୍ବର), ଜଗତସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ, ରାୟଗଡ଼ା, ଗଜପତି, ଗଂଜାମ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକରେ ବର୍ଷା, ବିଜୁଳି ଓ ଘଡ଼ଘଡ଼ି ଆଶଙ୍କା ଥିବାରୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ପୂର୍ବରୁ ପୂର୍ବାନୁମାନ କରାଯାଇଥିଲା ଆଜି ଓଡ଼ିଶା ଛୁଇଁବ ମୌସୁମୀ। ଏଥିପାଇଁ ପାଗ ଅନୁକୂଳ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର