ଜନ୍ମବେଦୀରେ ମହାପ୍ରଭୁ, ଆଜିଠୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି

The Sakala Picture
Published On

ପୁରୀ: ଜନ୍ମବେଦୀରେ ମହାପ୍ରଭୁ । ଆଡପ ବିଜେ ପରେ ଏବେ ଜନ୍ମବେଦୀରେ ପୂଜା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ବାହାରିବ ଆଡ଼ପ ଅବଢା । ଅନ୍ୟପଟେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗ ମଣ୍ଡପ ପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । କଳା, ଧଳା, ନାଲି, ହଳଦିଆ, ହରିତାଳ ପ୍ରିୟଙ୍ଗୁ, କସ୍ତୁରୀରେ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଆଡ଼ପ ମଣ୍ଡପରେ ଦର୍ଶନର ବିଶେଷ […]

ପୁରୀ: ଜନ୍ମବେଦୀରେ ମହାପ୍ରଭୁ । ଆଡପ ବିଜେ ପରେ ଏବେ ଜନ୍ମବେଦୀରେ ପୂଜା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ବାହାରିବ ଆଡ଼ପ ଅବଢା । ଅନ୍ୟପଟେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗ ମଣ୍ଡପ ପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । କଳା, ଧଳା, ନାଲି, ହଳଦିଆ, ହରିତାଳ ପ୍ରିୟଙ୍ଗୁ, କସ୍ତୁରୀରେ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଆଡ଼ପ ମଣ୍ଡପରେ ଦର୍ଶନର ବିଶେଷ ମହତ୍ତ୍ୱ ରହିଛି ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ଅଧିକ ଭକ୍ତଙ୍କ ସମାଗମ ହେବା ଆଶଙ୍କା ଥିବାରୁ ବ୍ୟାପକ ପ୍ରସ୍ତୁତି କରିଛି ପ୍ରଶାସନ । ଦର୍ଶନ ଓ ମହାପ୍ରସାଦ ପାଇବା ନେଇ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା । ଶୃଙ୍ଖଳିତ ରଥଯାତ୍ରା ପରେ ଗତକାଲି ଶ୍ରୀବିଗ୍ରହ ମାନଙ୍କ ଗୋଟି ପହଣ୍ଡିରେ ଆଡପ ମଣ୍ଡପ ବିଜେ ନୀତି ଅନୁଷ୍ଠିତ ହୋଇଯାଇଥିଲା । ରଥ ଉପରେ ଦୈନଦିନ ନୀତି ଶେଷ ପରେ ଚାରମାଳ ବନ୍ଧାଯାଇ ଦଇତାପତି ଓ ଅନ୍ୟ ସେବକଙ୍କ ଦ୍ବାରା ଜନ୍ମ ବେଦିକୁ ବିଜେ ନୀତି କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

23 Jun 2023 By The Sakala

ଜନ୍ମବେଦୀରେ ମହାପ୍ରଭୁ, ଆଜିଠୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଜନ୍ମବେଦୀରେ ମହାପ୍ରଭୁ । ଆଡପ ବିଜେ ପରେ ଏବେ ଜନ୍ମବେଦୀରେ ପୂଜା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ବାହାରିବ ଆଡ଼ପ ଅବଢା । ଅନ୍ୟପଟେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗ ମଣ୍ଡପ ପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । କଳା, ଧଳା, ନାଲି, ହଳଦିଆ, ହରିତାଳ ପ୍ରିୟଙ୍ଗୁ, କସ୍ତୁରୀରେ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଆଡ଼ପ ମଣ୍ଡପରେ ଦର୍ଶନର ବିଶେଷ ମହତ୍ତ୍ୱ ରହିଛି ।

ଅଧିକ ଭକ୍ତଙ୍କ ସମାଗମ ହେବା ଆଶଙ୍କା ଥିବାରୁ ବ୍ୟାପକ ପ୍ରସ୍ତୁତି କରିଛି ପ୍ରଶାସନ । ଦର୍ଶନ ଓ ମହାପ୍ରସାଦ ପାଇବା ନେଇ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା । ଶୃଙ୍ଖଳିତ ରଥଯାତ୍ରା ପରେ ଗତକାଲି ଶ୍ରୀବିଗ୍ରହ ମାନଙ୍କ ଗୋଟି ପହଣ୍ଡିରେ ଆଡପ ମଣ୍ଡପ ବିଜେ ନୀତି ଅନୁଷ୍ଠିତ ହୋଇଯାଇଥିଲା । ରଥ ଉପରେ ଦୈନଦିନ ନୀତି ଶେଷ ପରେ ଚାରମାଳ ବନ୍ଧାଯାଇ ଦଇତାପତି ଓ ଅନ୍ୟ ସେବକଙ୍କ ଦ୍ବାରା ଜନ୍ମ ବେଦିକୁ ବିଜେ ନୀତି କରାଯାଇଥିଲା ।

https://www.thesakala.in/latest-odisha-news/ratha-yatra-2023-adapa-mandap-darshan-from-today/article-22856
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର