‘ଜେଜେଙ୍କ ଗପ ଗଣ୍ଠିଲି’ ପୁସ୍ତକ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ବାଲ ସାହିତ୍ୟ ପୁରସ୍କାର ପାଇବେ ଓଡିଆ ଲେଖକ ଯୁଗଳ କିଶୋର ଷଡଙ୍ଗୀ

The Sakala Picture
Published On

ନୂଆଦିଲ୍ଲୀ: ଓଡିଆ କ୍ଷୁଦ୍ର ଗଳ୍ପ ‘ଜେଜେଙ୍କ ଗପ ଗଣ୍ଠିଲି’ କୁ ମିଳିବ ବାଲ୍ ସାହିତ୍ୟ ପୁରସ୍କାର । ୨୦୨୩ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ବାଲ୍(ଶିଶୁ ) ସାହିତ୍ୟ ପୁରସ୍କାର ଘୋଷଣା କରାଯାଇଛି । ଓଡ଼ିଆ ଭାଷାରେ ପ୍ରକାଶିତ ଯୁଗଳ କିଶୋର ଷଡ଼ଙ୍ଗୀଙ୍କ ଲିଖିତ ‘ଜେଜେଙ୍କ ଗପ ଗଣ୍ଠିଲି'(କ୍ଷୁଦ୍ର ଗଳ୍ପ)କୁ ବାଲ୍ ସାହିତ୍ୟ ପୁରସ୍କାର ମିଳିବ ବୋଲି ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଛି | ଲେଖକ ଯୁଗଳ କିଶୋର ଷଡ଼ଙ୍ଗୀଙ୍କୁ ପୁରସ୍କାର ବାବଦକୁ ଏକ […]

ନୂଆଦିଲ୍ଲୀ: ଓଡିଆ କ୍ଷୁଦ୍ର ଗଳ୍ପ ‘ଜେଜେଙ୍କ ଗପ ଗଣ୍ଠିଲି’ କୁ ମିଳିବ ବାଲ୍ ସାହିତ୍ୟ ପୁରସ୍କାର । ୨୦୨୩ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ବାଲ୍(ଶିଶୁ ) ସାହିତ୍ୟ ପୁରସ୍କାର ଘୋଷଣା କରାଯାଇଛି । ଓଡ଼ିଆ ଭାଷାରେ ପ୍ରକାଶିତ ଯୁଗଳ କିଶୋର ଷଡ଼ଙ୍ଗୀଙ୍କ ଲିଖିତ ‘ଜେଜେଙ୍କ ଗପ ଗଣ୍ଠିଲି'(କ୍ଷୁଦ୍ର ଗଳ୍ପ)କୁ ବାଲ୍ ସାହିତ୍ୟ ପୁରସ୍କାର ମିଳିବ ବୋଲି ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଛି | ଲେଖକ ଯୁଗଳ କିଶୋର ଷଡ଼ଙ୍ଗୀଙ୍କୁ ପୁରସ୍କାର ବାବଦକୁ ଏକ ତାମ୍ରଫଳକ ସାଙ୍ଗକୁ ୫୦ ହଜାର ଟଙ୍କାର ଅର୍ଥରାଶି ଦିଆଯିବ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ଚଳିତ ବର୍ଷ ୨୨ଟି ଭାଷାରେ ପ୍ରକାଶିତ ଶିଶୁ ସାହିତ୍ୟ ସମ୍ବଳିତ ପୁସ୍ତକ ପାଇଁ ପୁରସ୍କାର ଘୋଷଣା କରାଯାଇଛି । ସୂଚନା ଅନୁସାରେ, ଚଳିତବର୍ଷ ଓଡ଼ିଆ ସମେତ ହିନ୍ଦୀ, ବଙ୍ଗଳା, ଅସମୀୟା, ଇଂରାଜୀ, ଗୁଜୁରାଟୀ, କନ୍ନଡ଼, କୋଙ୍କଣୀ, ମୈଥିଳି, ମାଲାୟାଲାମ, ମରାଠୀ, ନେପାଳୀ, ପଂଜାବୀ, ରାଜସ୍ଥାନୀ, ସଂସ୍କୃତ, ସାନ୍ତାଳୀ, ତାମିଲ, ତେଲୁଗୁ, ଉର୍ଦ୍ଦୁ, ବୋଡୋ, ଡୋଗ୍ରୀ ଭଳି ଭାଷାରେ ଲିଖିତ ପୁସ୍ତକ ପାଇଁ ପୁରସ୍କାର ଘୋଷଣା କରାଯାଇଛି

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର