ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଅଗ୍ରାଧିକାର ଭିତ୍ତିରେ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ଦିଆଯିବ ଟିକା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଟିକାଦାନରେ ଦିଆଯାଉଛି ପ୍ରାଥମିକତା । ସେହି ଭିତ୍ତିରେ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ମିଳିବ ଟିକା । ଟିକାଦାନ ବ୍ୟବସ୍ଥା କରିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସିଏସ୍ ପ୍ରଦୀପ୍ତ କୁମାର ମହାପାତ୍ର । ମ୍ୟୁନିସିପାଲ କମିଶନର ଓ ସିଡିଏମଓମାନଙ୍କୁ ମଧ୍ୟ ଚିଠି ହୋଇଛି । ସୂଚନା ଅନୁଯାୟୀ, ଏଯାଏଁ ୯୫ପ୍ରତିଶତ ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ଟିକା ଦିଆସରିଲାଣି। ସେମାନଙ୍କ ପରିବାର ସଦସ୍ୟଙ୍କୁ ମଧ୍ୟ ଟିକା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ପୂର୍ବରୁ […]

ଭୁବନେଶ୍ୱର: ରାଜ୍ୟରେ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଟିକାଦାନରେ ଦିଆଯାଉଛି ପ୍ରାଥମିକତା । ସେହି ଭିତ୍ତିରେ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ମିଳିବ ଟିକା । ଟିକାଦାନ ବ୍ୟବସ୍ଥା କରିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସିଏସ୍ ପ୍ରଦୀପ୍ତ କୁମାର ମହାପାତ୍ର । ମ୍ୟୁନିସିପାଲ କମିଶନର ଓ ସିଡିଏମଓମାନଙ୍କୁ ମଧ୍ୟ ଚିଠି ହୋଇଛି ।

ଆହୁରି ପଢ଼ନ୍ତୁ: ଦିନ ୧୧ଟାରୁ ୩ଟା ଭିତରେ ହେବନି ଜନ ଗଣନା, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜସ୍ୱ ବିଭାଗର ନିଷ୍ପତ୍ତି

ସୂଚନା ଅନୁଯାୟୀ, ଏଯାଏଁ ୯୫ପ୍ରତିଶତ ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ଟିକା ଦିଆସରିଲାଣି। ସେମାନଙ୍କ ପରିବାର ସଦସ୍ୟଙ୍କୁ ମଧ୍ୟ ଟିକା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ପୂର୍ବରୁ ଅଗ୍ରାଧିକାର ଭିତ୍ତିରେ ସ୍ୱାସ୍ଥ୍ୟକର୍ମଚାରୀଙ୍କୁ ପ୍ରଥମେ କରୋନା ଟିକା ଦିଆଯାଇଥିଲା । ପରେ ୬୦ ବର୍ଷରୁ ଊର୍ଦ୍ଧ୍ୱ ଏବଂ ଏହା ପରେ ୪୫ ବର୍ଷରୁ ଊର୍ଦ୍ଧ୍ୱ ଏବଂ ବର୍ତ୍ତମାନ ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ କରୋନା ଟିକା ଦିଆଯାଉଛି । ଏଥିସହିତ ରାଜ୍ୟରେ ସାମ୍ୱାଦିକଙ୍କୁ କରୋନା ଯୋଦ୍ଧା ଭାବେ ଘୋଷଣା କରିବା ସହ ସେମାନଙ୍କୁ ମଧ୍ୟ ଅଗ୍ରାଧିକାର ଭିତ୍ତିରେ କରୋନା ଟିକା ଦିଆଯାଉଛି । ରାଜ୍ୟରେ ଟିକା ଅଭାବ ଦୂର କରିବା ନେଇ ରାଜ୍ୟ ସରକାର ଟିକା ନେଇ ଗ୍ଳୋବାଲ୍ ଟେଣ୍ଡର ମଧ୍ୟ ଆହ୍ୱାନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଭିସୁଟରେ ପୁଣି ରାଗିଂ ଅଭିଯୋଗ, ଅଭିଯୁକ୍ତ ୪ ସିନିଅର ଛାତ୍ରଙ୍କୁ ଅର୍ଥଦଣ୍ଡରେ ଦଣ୍ଡିତ କଲା କର୍ତ୍ତୃପକ୍ଷ

19 May 2021 By The Sakala

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଅଗ୍ରାଧିକାର ଭିତ୍ତିରେ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ଦିଆଯିବ ଟିକା

ଭୁବନେଶ୍ୱର: ରାଜ୍ୟରେ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଟିକାଦାନରେ ଦିଆଯାଉଛି ପ୍ରାଥମିକତା । ସେହି ଭିତ୍ତିରେ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ମିଳିବ ଟିକା । ଟିକାଦାନ ବ୍ୟବସ୍ଥା କରିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସିଏସ୍ ପ୍ରଦୀପ୍ତ କୁମାର ମହାପାତ୍ର । ମ୍ୟୁନିସିପାଲ କମିଶନର ଓ ସିଡିଏମଓମାନଙ୍କୁ ମଧ୍ୟ ଚିଠି ହୋଇଛି ।

ସୂଚନା ଅନୁଯାୟୀ, ଏଯାଏଁ ୯୫ପ୍ରତିଶତ ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ଟିକା ଦିଆସରିଲାଣି। ସେମାନଙ୍କ ପରିବାର ସଦସ୍ୟଙ୍କୁ ମଧ୍ୟ ଟିକା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ପୂର୍ବରୁ ଅଗ୍ରାଧିକାର ଭିତ୍ତିରେ ସ୍ୱାସ୍ଥ୍ୟକର୍ମଚାରୀଙ୍କୁ ପ୍ରଥମେ କରୋନା ଟିକା ଦିଆଯାଇଥିଲା । ପରେ ୬୦ ବର୍ଷରୁ ଊର୍ଦ୍ଧ୍ୱ ଏବଂ ଏହା ପରେ ୪୫ ବର୍ଷରୁ ଊର୍ଦ୍ଧ୍ୱ ଏବଂ ବର୍ତ୍ତମାନ ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ କରୋନା ଟିକା ଦିଆଯାଉଛି । ଏଥିସହିତ ରାଜ୍ୟରେ ସାମ୍ୱାଦିକଙ୍କୁ କରୋନା ଯୋଦ୍ଧା ଭାବେ ଘୋଷଣା କରିବା ସହ ସେମାନଙ୍କୁ ମଧ୍ୟ ଅଗ୍ରାଧିକାର ଭିତ୍ତିରେ କରୋନା ଟିକା ଦିଆଯାଉଛି । ରାଜ୍ୟରେ ଟିକା ଅଭାବ ଦୂର କରିବା ନେଇ ରାଜ୍ୟ ସରକାର ଟିକା ନେଇ ଗ୍ଳୋବାଲ୍ ଟେଣ୍ଡର ମଧ୍ୟ ଆହ୍ୱାନ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର