ସମୃଦ୍ଧ ଶିକ୍ଷାର ‘ଆଦର୍ଶ’ ଯୁଗ; ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଶିକ୍ଷା ଭିତ୍ତିଭୂମି ସୁଦୃଢ଼ କରୁଛି ଓଡ଼ିଶା ଆଦର୍ଶ ବିଦ୍ୟାଳୟ । ସାରା ଦେଶରେ ରୋଲ ମଡେଲ ସାଜିବ ଓଡ଼ିଶା ଆଦର୍ଶ ବିଦ୍ୟାଳୟ । ଗଢାହେବ ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କ ସୁନେଲି ଭବିଷ୍ୟତ । ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟନ କରିବା ଅବସରରେ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ୨୭୬ଟି ହଷ୍ଟେଲର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତ ନୂଆ ଛାତ୍ରଛାତ୍ରୀଙ୍କୁ […]

ଭୁବନେଶ୍ୱର: ରାଜ୍ୟରେ ଶିକ୍ଷା ଭିତ୍ତିଭୂମି ସୁଦୃଢ଼ କରୁଛି ଓଡ଼ିଶା ଆଦର୍ଶ ବିଦ୍ୟାଳୟ । ସାରା ଦେଶରେ ରୋଲ ମଡେଲ ସାଜିବ ଓଡ଼ିଶା ଆଦର୍ଶ ବିଦ୍ୟାଳୟ । ଗଢାହେବ ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କ ସୁନେଲି ଭବିଷ୍ୟତ । ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟନ କରିବା ଅବସରରେ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ୨୭୬ଟି ହଷ୍ଟେଲର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତ ନୂଆ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟରେ ଶିକ୍ଷା ଭିତ୍ତିଭୂମି ଦୃଢ଼ କରୁଛି ଓଏଭି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ଉତ୍ତମ ଶିକ୍ଷା ପ୍ରଦାନ ଲକ୍ଷ୍ୟରେ ଓଏଭି ସ୍ଥାପନ କରାଯାଇଥିଲା । ଯାହାକି ଆଜି ସାକାର ହୋଇଛି । ମେଧାବୀ ଛାତ୍ରଛାତ୍ରୀଙ୍କୁ ଏହା ମାଧ୍ୟମରେ ଉତ୍ତମ ଶିକ୍ଷା ପ୍ରଦାନ କରାଯାଉଛି । ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କୁ ଉତ୍ତମ ଶିକ୍ଷା ପ୍ରଦାନ କରୁଛି ଓଏଭି । ନିଟ୍, ଜି ଆଡଭାନ୍ସ ଓ ଜାତୀୟସ୍ତରୀୟ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ମେଧାବୀଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଛା ଜଣାଇଛନ୍ତି । ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି ରାଜ୍ୟରେ ୩୧୫ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ ହୋଇଛି । ଏଥିରେ ୩୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । ବଡ଼ ହେବା ପାଇଁ ଦୃଢ଼ ଇଚ୍ଛାଶକ୍ତି ଆବଶ୍ୟକ । ସମୟକୁ ବିନିଯୋଗ କରି କଠୋର ପରିଶ୍ରମ କରିବାକୁ ସେ ପିଲାମାନଙ୍କୁ ପରାମର୍ଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

24 Jun 2023 By The Sakala

ସମୃଦ୍ଧ ଶିକ୍ଷାର ‘ଆଦର୍ଶ’ ଯୁଗ; ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଶିକ୍ଷା ଭିତ୍ତିଭୂମି ସୁଦୃଢ଼ କରୁଛି ଓଡ଼ିଶା ଆଦର୍ଶ ବିଦ୍ୟାଳୟ । ସାରା ଦେଶରେ ରୋଲ ମଡେଲ ସାଜିବ ଓଡ଼ିଶା ଆଦର୍ଶ ବିଦ୍ୟାଳୟ । ଗଢାହେବ ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କ ସୁନେଲି ଭବିଷ୍ୟତ । ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟନ କରିବା ଅବସରରେ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ୨୭୬ଟି ହଷ୍ଟେଲର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତ ନୂଆ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟରେ ଶିକ୍ଷା ଭିତ୍ତିଭୂମି ଦୃଢ଼ କରୁଛି ଓଏଭି ।

ଉତ୍ତମ ଶିକ୍ଷା ପ୍ରଦାନ ଲକ୍ଷ୍ୟରେ ଓଏଭି ସ୍ଥାପନ କରାଯାଇଥିଲା । ଯାହାକି ଆଜି ସାକାର ହୋଇଛି । ମେଧାବୀ ଛାତ୍ରଛାତ୍ରୀଙ୍କୁ ଏହା ମାଧ୍ୟମରେ ଉତ୍ତମ ଶିକ୍ଷା ପ୍ରଦାନ କରାଯାଉଛି । ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କୁ ଉତ୍ତମ ଶିକ୍ଷା ପ୍ରଦାନ କରୁଛି ଓଏଭି । ନିଟ୍, ଜି ଆଡଭାନ୍ସ ଓ ଜାତୀୟସ୍ତରୀୟ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ମେଧାବୀଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଛା ଜଣାଇଛନ୍ତି । ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି ରାଜ୍ୟରେ ୩୧୫ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ ହୋଇଛି । ଏଥିରେ ୩୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । ବଡ଼ ହେବା ପାଇଁ ଦୃଢ଼ ଇଚ୍ଛାଶକ୍ତି ଆବଶ୍ୟକ । ସମୟକୁ ବିନିଯୋଗ କରି କଠୋର ପରିଶ୍ରମ କରିବାକୁ ସେ ପିଲାମାନଙ୍କୁ ପରାମର୍ଶ ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର