୫ଟି ସଚିବଙ୍କ ଜଗତସିଂହପୁର ଗସ୍ତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଚାଲିଛି ସମୀକ୍ଷା

The Sakala Picture
Published On

ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲା ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ । ପ୍ରଥମ ଦିନର ଗସ୍ତରେ ସେ ପ୍ରଥମେ ବାଲିକୁଦା ବ୍ଲକ୍‌ ଶିଆଳିରେ ପହଞ୍ଚିଛନ୍ତି। ଶିଆଳି ବେଳାଭୂମି ସୁରକ୍ଷା ଅନୁଧ୍ୟାନ ପରେ ସଭାସ୍ଥଳକୁ ଯାଇଥିଲେ । ପାଞ୍ଚ ହଜାରରୁ ଅଧିକ ଲୋକ ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ ସ୍ୱାଗତ କରିଥିଲେ । ମିଶନ ଶକ୍ତି ମାଆ ଓ ସ୍ଥାନୀୟ ଲୋକ ଫୁଲ ଓ ହୁଳହୁଳି ପକାଇ ସ୍ବାଗତ କରିଥିଲେ । ୫ଟି ସଚିବ ସମସ୍ତଙ୍କ ପାଖକୁ […]

ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲା ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ । ପ୍ରଥମ ଦିନର ଗସ୍ତରେ ସେ ପ୍ରଥମେ ବାଲିକୁଦା ବ୍ଲକ୍‌ ଶିଆଳିରେ ପହଞ୍ଚିଛନ୍ତି। ଶିଆଳି ବେଳାଭୂମି ସୁରକ୍ଷା ଅନୁଧ୍ୟାନ ପରେ ସଭାସ୍ଥଳକୁ ଯାଇଥିଲେ । ପାଞ୍ଚ ହଜାରରୁ ଅଧିକ ଲୋକ ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ ସ୍ୱାଗତ କରିଥିଲେ । ମିଶନ ଶକ୍ତି ମାଆ ଓ ସ୍ଥାନୀୟ ଲୋକ ଫୁଲ ଓ ହୁଳହୁଳି ପକାଇ ସ୍ବାଗତ କରିଥିଲେ । ୫ଟି ସଚିବ ସମସ୍ତଙ୍କ ପାଖକୁ ଯାଇ ଅଭିବାଦନ ଗ୍ରହଣ କରିଥିଲେ । ଲୋକଙ୍କଠୁ ମିଳିଥିବା ଅଭିଯୋଗର ସମାଧାନ ନେଇ ପ୍ରତିଶ୍ରୁତି ଦେଇଥିଲେ ।

ଆହୁରି ପଢ଼ନ୍ତୁ: ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ: ଆଜି ହେବ ତିନି ରଥର ଦକ୍ଷିଣ ମୋଡ଼

ମନ୍ଦିର, ମସଜିଦ୍, ଚର୍ଚ୍ଚ ଓ କମ୍ୟୁନିଟି ସେଣ୍ଟର ଉନ୍ନତି ନେଇ ୭ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଭଲ ଖବର ଦେବେ ବୋଲି ୫ଟି ସଚିବ କହିଛନ୍ତି । ଚାଷୀ ଓ ଚାଷକୁ ସରକାର ଗୁରୁତ୍ବ ଦେଉଥିବାରୁ ସେ ସମସ୍ୟାର ସମାଧାନ ହେବ ବୋଲି ଭିକେ ପାଣ୍ଡିଆନ୍‌ କହିଛନ୍ତି । ବାଲିକୁଦା ଓ ଏରସମାର ଘରେଘରେ ସୁଦ୍ଧ ପିଇବା ପାଣି ପହଞ୍ଚିବା ପାଇଁ ୮୦୦ କୋଟି ଟଙ୍କା ବ୍ୟୟରେ ମେଗା ପାଇପ ଜଳ ପ୍ରକଳ୍ପ ହେଉଛି । ଯାହା ସେପ୍ଟେମ୍ବରରେ ସରିବ ବୋଲି କହିଛନ୍ତି ଭିକେ ପାଣ୍ଡିଆନ୍‌ ।

ଆହୁରି ପଢ଼ନ୍ତୁ: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ମହାପ୍ରଭୁଙ୍କ ଶେଷ ଆଡ଼ପ ଦର୍ଶନ, ସନ୍ଧ୍ୟା ୬ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

29 Jun 2023 By The Sakala

୫ଟି ସଚିବଙ୍କ ଜଗତସିଂହପୁର ଗସ୍ତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଚାଲିଛି ସମୀକ୍ଷା

ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲା ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ । ପ୍ରଥମ ଦିନର ଗସ୍ତରେ ସେ ପ୍ରଥମେ ବାଲିକୁଦା ବ୍ଲକ୍‌ ଶିଆଳିରେ ପହଞ୍ଚିଛନ୍ତି। ଶିଆଳି ବେଳାଭୂମି ସୁରକ୍ଷା ଅନୁଧ୍ୟାନ ପରେ ସଭାସ୍ଥଳକୁ ଯାଇଥିଲେ । ପାଞ୍ଚ ହଜାରରୁ ଅଧିକ ଲୋକ ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ ସ୍ୱାଗତ କରିଥିଲେ । ମିଶନ ଶକ୍ତି ମାଆ ଓ ସ୍ଥାନୀୟ ଲୋକ ଫୁଲ ଓ ହୁଳହୁଳି ପକାଇ ସ୍ବାଗତ କରିଥିଲେ । ୫ଟି ସଚିବ ସମସ୍ତଙ୍କ ପାଖକୁ ଯାଇ ଅଭିବାଦନ ଗ୍ରହଣ କରିଥିଲେ । ଲୋକଙ୍କଠୁ ମିଳିଥିବା ଅଭିଯୋଗର ସମାଧାନ ନେଇ ପ୍ରତିଶ୍ରୁତି ଦେଇଥିଲେ ।

ମନ୍ଦିର, ମସଜିଦ୍, ଚର୍ଚ୍ଚ ଓ କମ୍ୟୁନିଟି ସେଣ୍ଟର ଉନ୍ନତି ନେଇ ୭ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଭଲ ଖବର ଦେବେ ବୋଲି ୫ଟି ସଚିବ କହିଛନ୍ତି । ଚାଷୀ ଓ ଚାଷକୁ ସରକାର ଗୁରୁତ୍ବ ଦେଉଥିବାରୁ ସେ ସମସ୍ୟାର ସମାଧାନ ହେବ ବୋଲି ଭିକେ ପାଣ୍ଡିଆନ୍‌ କହିଛନ୍ତି । ବାଲିକୁଦା ଓ ଏରସମାର ଘରେଘରେ ସୁଦ୍ଧ ପିଇବା ପାଣି ପହଞ୍ଚିବା ପାଇଁ ୮୦୦ କୋଟି ଟଙ୍କା ବ୍ୟୟରେ ମେଗା ପାଇପ ଜଳ ପ୍ରକଳ୍ପ ହେଉଛି । ଯାହା ସେପ୍ଟେମ୍ବରରେ ସରିବ ବୋଲି କହିଛନ୍ତି ଭିକେ ପାଣ୍ଡିଆନ୍‌ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର