ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଅନୁଗୁଳ, କଟକ, କେନ୍ଦୁଝର, ନୟାଗଡ଼ ଓ ଦେବଗଡ ଆଦି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବର୍ଷା ସମୟରେ ପବନ ବହିବାର ସମ୍ଭାବନା ରହିଛ। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଅନୁଗୁଳ, କଟକ, କେନ୍ଦୁଝର, ନୟାଗଡ଼ ଓ ଦେବଗଡ ଆଦି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବର୍ଷା ସମୟରେ ପବନ ବହିବାର ସମ୍ଭାବନା ରହିଛ। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

29 Jun 2023 By The Sakala

ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଅନୁଗୁଳ, କଟକ, କେନ୍ଦୁଝର, ନୟାଗଡ଼ ଓ ଦେବଗଡ ଆଦି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବର୍ଷା ସମୟରେ ପବନ ବହିବାର ସମ୍ଭାବନା ରହିଛ। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

https://www.thesakala.in/latest-odisha-news/yellow-warning-has-been-issued-in-5-districts-for-the-next-3-hours-due-to-rain-thunderstorm/article-23051
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର