ଆଗପଛ ହୋଇ ଚାଲିଗଲେ ବାପା ଓ ଦୁଇ ପୁଅ: ପ୍ରଖ୍ୟାତ ଶିଳ୍ପୀ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ରଙ୍କର ମଧ୍ୟ ଦେହାନ୍ତ

The Sakala Picture
Published On

ଭୁବନେଶ୍ୱର: ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ପ୍ରଖ୍ୟାତ ଶିଳ୍ପୀ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ବଡ ପୁଅ ଯଶୋବନ୍ତ ମହାପାତ୍ରଙ୍କର ଗୁରୁବାର ବିୟୋଗ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ଯଶୋବନ୍ତ ଅତ୍ୟନ୍ତ ସଙ୍କଟାପନ୍ନ ଅବସ୍ଥାରେ ଗତକାଲି ସମ କୋଭିଡ ହସ୍ପିଟାଲରେ ଭର୍ତି ହୋଇଥିଲେ। ତେବେ ସମ କୋଭିଡର ଡାକ୍ତର ଓ ନର୍ସ ମାନଙ୍କର ସମସ୍ତ ପ୍ରଚେଷ୍ଟା ଓ ନିରବଛିନ୍ନ ଚିକିତ୍ସା ସତ୍ୱେ ତାଙ୍କର ଆଜି ଦିନ ୧ ଘଟିକାରେ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ବର୍ଷ […]

ଭୁବନେଶ୍ୱର: ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ପ୍ରଖ୍ୟାତ ଶିଳ୍ପୀ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ବଡ ପୁଅ ଯଶୋବନ୍ତ ମହାପାତ୍ରଙ୍କର ଗୁରୁବାର ବିୟୋଗ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ଯଶୋବନ୍ତ ଅତ୍ୟନ୍ତ ସଙ୍କଟାପନ୍ନ ଅବସ୍ଥାରେ ଗତକାଲି ସମ କୋଭିଡ ହସ୍ପିଟାଲରେ ଭର୍ତି ହୋଇଥିଲେ। ତେବେ ସମ କୋଭିଡର ଡାକ୍ତର ଓ ନର୍ସ ମାନଙ୍କର ସମସ୍ତ ପ୍ରଚେଷ୍ଟା ଓ ନିରବଛିନ୍ନ ଚିକିତ୍ସା ସତ୍ୱେ ତାଙ୍କର ଆଜି ଦିନ ୧ ଘଟିକାରେ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ବର୍ଷ ବୟସ ହୋଇଥିଲା।

ଆହୁରି ପଢ଼ନ୍ତୁ: ହୀରାକୁଦରେ ବଢୁଛି ଜଳସ୍ତର, ମୋଟ ୧୦ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ଗତକାଲି କୋଭିଡ ଆକ୍ରାନ୍ତ ଥିବା ତାଙ୍କ ସାନ ଭାଇ ତଥା କ୍ରିକେଟର ପ୍ରଶାନ୍ତ ମହାପାତ୍ରଙ୍କର ଏମ୍ସରେ ମୃତ୍ୟୁ ଘଟିଥିବା ବେଳେ ୧୨ ଦିନ ତଳେ ବାପା ରଘୁନାଥ ମହାପାତ୍ର ମଧ୍ୟ କରୋନା ସଂକ୍ରମଣ ଯୋଗୁଁ ମୃତ୍ୟୁ ବରଣ କରିଛନ୍ତି।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୧୬ରେ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ ଅବସର ଗ୍ରହଣକୁ ସରକାରଙ୍କ ଅନୁମତି, ଅଗଷ୍ଟ ୭ରେ ନୂଆ ଡିଜିପି ଚୟନ ପାଇଁ ବୈଠକ

ମେ ୯ ତାରିଖ ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରଲୋକ ଘଟିଥିଲା।

ଆହୁରି ପଢ଼ନ୍ତୁ: ସରକାରୀ ଅଫିସରଙ୍କୁ ତାଗିଦ୍‌: ରାଜ୍ୟ ବାହାରକୁ ଗସ୍ତ କରୁଥିବା ଅଧିକାରୀଙ୍କ ପାଇଁ ୨୧ ଦିନ ପୂର୍ବରୁ ନୋଟିସ୍ ବାଧ୍ୟତାମୂଳକ

20 May 2021 By The Sakala

ଆଗପଛ ହୋଇ ଚାଲିଗଲେ ବାପା ଓ ଦୁଇ ପୁଅ: ପ୍ରଖ୍ୟାତ ଶିଳ୍ପୀ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ରଙ୍କର ମଧ୍ୟ ଦେହାନ୍ତ

ଭୁବନେଶ୍ୱର: ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ପ୍ରଖ୍ୟାତ ଶିଳ୍ପୀ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ବଡ ପୁଅ ଯଶୋବନ୍ତ ମହାପାତ୍ରଙ୍କର ଗୁରୁବାର ବିୟୋଗ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ଯଶୋବନ୍ତ ଅତ୍ୟନ୍ତ ସଙ୍କଟାପନ୍ନ ଅବସ୍ଥାରେ ଗତକାଲି ସମ କୋଭିଡ ହସ୍ପିଟାଲରେ ଭର୍ତି ହୋଇଥିଲେ। ତେବେ ସମ କୋଭିଡର ଡାକ୍ତର ଓ ନର୍ସ ମାନଙ୍କର ସମସ୍ତ ପ୍ରଚେଷ୍ଟା ଓ ନିରବଛିନ୍ନ ଚିକିତ୍ସା ସତ୍ୱେ ତାଙ୍କର ଆଜି ଦିନ ୧ ଘଟିକାରେ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ବର୍ଷ ବୟସ ହୋଇଥିଲା।

ଗତକାଲି କୋଭିଡ ଆକ୍ରାନ୍ତ ଥିବା ତାଙ୍କ ସାନ ଭାଇ ତଥା କ୍ରିକେଟର ପ୍ରଶାନ୍ତ ମହାପାତ୍ରଙ୍କର ଏମ୍ସରେ ମୃତ୍ୟୁ ଘଟିଥିବା ବେଳେ ୧୨ ଦିନ ତଳେ ବାପା ରଘୁନାଥ ମହାପାତ୍ର ମଧ୍ୟ କରୋନା ସଂକ୍ରମଣ ଯୋଗୁଁ ମୃତ୍ୟୁ ବରଣ କରିଛନ୍ତି।

ମେ ୯ ତାରିଖ ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରଲୋକ ଘଟିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର