ରାଜ୍ୟରେ ଡରାଇଲାଣି ଡେଙ୍ଗୁ: ବିଭିନ୍ନ ଜିଲ୍ଲାରୁ ଚିହ୍ନଟ ହେଲେଣି ୧୮୫ ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ବର: ଡରାଇଲାଣି ଡେଙ୍ଗୁ । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଚିହ୍ନଟ ହେଲେଣି ଡେଙ୍ଗୁ ରୋଗୀ । ଏବର୍ଷ ମଧ୍ୟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଜୁଲାଇରୁ ସେପ୍ଟେମ୍ବର ମାସରେ ଏହା ବଢିବାରେ ଆମେ ଜାଣିଛେ। କିନ୍ତୁ ପୂର୍ବ ବର୍ଷ ତୁଳନାରେ ଏ ବର୍ଷ ଟେଷ୍ଟିଙ୍ଗ ସଂଖ୍ୟା ଅଧିକ ରହିଥିବା ବେଳେ ପଜିଟିଭ ସଂଖ୍ୟା ବହୁତ କମ୍ ରହିଛି।  ମୋଟ୧୬ ଜିଲ୍ଲାରୁ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛି। ଖୋର୍ଦ୍ଧା ଜିଲ୍ଲାର ୯୬ ଜଣ ପଜିଟିଭ ଓ […]

ଭୁବନେଶ୍ବର: ଡରାଇଲାଣି ଡେଙ୍ଗୁ । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଚିହ୍ନଟ ହେଲେଣି ଡେଙ୍ଗୁ ରୋଗୀ । ଏବର୍ଷ ମଧ୍ୟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଜୁଲାଇରୁ ସେପ୍ଟେମ୍ବର ମାସରେ ଏହା ବଢିବାରେ ଆମେ ଜାଣିଛେ। କିନ୍ତୁ ପୂର୍ବ ବର୍ଷ ତୁଳନାରେ ଏ ବର୍ଷ ଟେଷ୍ଟିଙ୍ଗ ସଂଖ୍ୟା ଅଧିକ ରହିଥିବା ବେଳେ ପଜିଟିଭ ସଂଖ୍ୟା ବହୁତ କମ୍ ରହିଛି।  ମୋଟ୧୬ ଜିଲ୍ଲାରୁ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛି। ଖୋର୍ଦ୍ଧା ଜିଲ୍ଲାର ୯୬ ଜଣ ପଜିଟିଭ ଓ ଯାଜପୁରରେ ୧୨ ଜଣ, ବାଲେଶ୍ୱରରେ ୧୦ ଏବଂ ଅନ୍ୟାନ୍ୟ ଜିଲ୍ଲାରୁ ଜଣେ ଲେଖାଏଁ ମିଶାଇ ସମୁଦାୟ ୧୮୫ ଜଣ ପଜେଟିଭ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

ବର୍ତ୍ତମାନ ସୁଦ୍ଧା ୧୧,୪୬୪ ଜଣ ଟେଷ୍ଟ କରାଯାଇଛି ସେଥିରୁ୧୮୫ ଜଣ ପଜିଟିଭ ଅଛନ୍ତି। ଗତବର୍ଷ ଏହି ସମୟରେ ୫୯୮୧ ଜଣଙ୍କୁ ଟେଷ୍ଟ କରାଯାଇଥିଲା ସେଥିରୁ ୩୫୩ ଜଣ ପଜିଟିଭ ବାହାରିଥିଲେ।  ଯାହା ଏବର୍ଷ ତୁଳନାରେ ବହୁତ କମ ଅଛି । ଏଡିସ ମଶା ସାଧାରଣତଃ ସକାଳ ଓ ସନ୍ଧ୍ୟା ସମୟରେ କାମୁଡନ୍ତି । ଶୋଇବା ଅବସ୍ଥାରେ ନୁହେଁ। ଏଡିସ ମଶା ମାନେ ସ୍ୱଚ୍ଛ ନିର୍ମଳ ପାଣିରେ ବଂଶ ବିସ୍ତାର କରନ୍ତି। ଆମକୁ ସେସବୁ ସଫା କରିବାକୁ ହେବ ଯେଉଁଥିରେ ସେମାନେ ବଂଶ ବିସ୍ତାର କରନ୍ତି, କୁଲର ,ଟିଣ,କୁଡୁଆ ଆଦି ଜିନିଷରେ ପାଣି ଜମିବାକୁ ଦେବା ନାହିଁ। ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ, ଏମ୍ସ ହସ୍ପିଟାଲରେ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି।

ଆହୁରି ପଢ଼ନ୍ତୁ: ସରିଥିଲା ନିର୍ବନ୍ଧ, ବିବାହର କିଛି ଦିନ ପୂର୍ବରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା

03 Jul 2023 By The Sakala

ରାଜ୍ୟରେ ଡରାଇଲାଣି ଡେଙ୍ଗୁ: ବିଭିନ୍ନ ଜିଲ୍ଲାରୁ ଚିହ୍ନଟ ହେଲେଣି ୧୮୫ ଆକ୍ରାନ୍ତ

ଭୁବନେଶ୍ବର: ଡରାଇଲାଣି ଡେଙ୍ଗୁ । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଚିହ୍ନଟ ହେଲେଣି ଡେଙ୍ଗୁ ରୋଗୀ । ଏବର୍ଷ ମଧ୍ୟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଜୁଲାଇରୁ ସେପ୍ଟେମ୍ବର ମାସରେ ଏହା ବଢିବାରେ ଆମେ ଜାଣିଛେ। କିନ୍ତୁ ପୂର୍ବ ବର୍ଷ ତୁଳନାରେ ଏ ବର୍ଷ ଟେଷ୍ଟିଙ୍ଗ ସଂଖ୍ୟା ଅଧିକ ରହିଥିବା ବେଳେ ପଜିଟିଭ ସଂଖ୍ୟା ବହୁତ କମ୍ ରହିଛି।  ମୋଟ୧୬ ଜିଲ୍ଲାରୁ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛି। ଖୋର୍ଦ୍ଧା ଜିଲ୍ଲାର ୯୬ ଜଣ ପଜିଟିଭ ଓ ଯାଜପୁରରେ ୧୨ ଜଣ, ବାଲେଶ୍ୱରରେ ୧୦ ଏବଂ ଅନ୍ୟାନ୍ୟ ଜିଲ୍ଲାରୁ ଜଣେ ଲେଖାଏଁ ମିଶାଇ ସମୁଦାୟ ୧୮୫ ଜଣ ପଜେଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ୧୧,୪୬୪ ଜଣ ଟେଷ୍ଟ କରାଯାଇଛି ସେଥିରୁ୧୮୫ ଜଣ ପଜିଟିଭ ଅଛନ୍ତି। ଗତବର୍ଷ ଏହି ସମୟରେ ୫୯୮୧ ଜଣଙ୍କୁ ଟେଷ୍ଟ କରାଯାଇଥିଲା ସେଥିରୁ ୩୫୩ ଜଣ ପଜିଟିଭ ବାହାରିଥିଲେ।  ଯାହା ଏବର୍ଷ ତୁଳନାରେ ବହୁତ କମ ଅଛି । ଏଡିସ ମଶା ସାଧାରଣତଃ ସକାଳ ଓ ସନ୍ଧ୍ୟା ସମୟରେ କାମୁଡନ୍ତି । ଶୋଇବା ଅବସ୍ଥାରେ ନୁହେଁ। ଏଡିସ ମଶା ମାନେ ସ୍ୱଚ୍ଛ ନିର୍ମଳ ପାଣିରେ ବଂଶ ବିସ୍ତାର କରନ୍ତି। ଆମକୁ ସେସବୁ ସଫା କରିବାକୁ ହେବ ଯେଉଁଥିରେ ସେମାନେ ବଂଶ ବିସ୍ତାର କରନ୍ତି, କୁଲର ,ଟିଣ,କୁଡୁଆ ଆଦି ଜିନିଷରେ ପାଣି ଜମିବାକୁ ଦେବା ନାହିଁ। ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ, ଏମ୍ସ ହସ୍ପିଟାଲରେ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର