ରାଜ୍ୟରେ ଥମୁନି କରୋନା ମୃତ୍ୟୁ, ଆଜି କରୋନା ନେଲା ଆଉ ୨୭ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୨୭ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କୋରାପୁଟ ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ଖୋର୍ଦ୍ଧା ଜିଲ୍ଲାର ୪ ମୃତକଙ୍କ ମଧ୍ୟରେ ଭୁବନେଶ୍ବରର ୩ଜଣ ରହିଛନ୍ତି। ସେହିପରି ନୂଆପଡ଼ା, ରୟଗଡ଼ା ଓ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୨୭ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କୋରାପୁଟ ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ଖୋର୍ଦ୍ଧା ଜିଲ୍ଲାର ୪ ମୃତକଙ୍କ ମଧ୍ୟରେ ଭୁବନେଶ୍ବରର ୩ଜଣ ରହିଛନ୍ତି। ସେହିପରି ନୂଆପଡ଼ା, ରୟଗଡ଼ା ଓ ସୁନ୍ଦରଗଡ ଜିଲ୍ଲାରୁ ୩ଜଣ ଲେଖାଏ କରୋନା ଆକ୍ରାନ୍ତ ପ୍ରାଣ ହରାଛନ୍ତି। କଳାହାଣ୍ଡି ଜିଲ୍ଲାରୁ ୨ଜଣ  ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ବରଗଡ଼, ବଲାଙ୍ଗିର, ବୌଦ୍ଧ, ଗଜପତି, ଝାରସୁଗୁଡ଼ା, ନବରଙ୍ଗପୁର , ପୁରୀ ଓ ସୁବପର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୪୦କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ଅନୈତିକ କାର୍ଯ୍ୟରେ ଲିପ୍ତ ସେବକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ସେବାରୁ ନିଲମ୍ବନ, ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା

21 May 2021 By The Sakala

ରାଜ୍ୟରେ ଥମୁନି କରୋନା ମୃତ୍ୟୁ, ଆଜି କରୋନା ନେଲା ଆଉ ୨୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୨୭ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କୋରାପୁଟ ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ଖୋର୍ଦ୍ଧା ଜିଲ୍ଲାର ୪ ମୃତକଙ୍କ ମଧ୍ୟରେ ଭୁବନେଶ୍ବରର ୩ଜଣ ରହିଛନ୍ତି। ସେହିପରି ନୂଆପଡ଼ା, ରୟଗଡ଼ା ଓ ସୁନ୍ଦରଗଡ ଜିଲ୍ଲାରୁ ୩ଜଣ ଲେଖାଏ କରୋନା ଆକ୍ରାନ୍ତ ପ୍ରାଣ ହରାଛନ୍ତି। କଳାହାଣ୍ଡି ଜିଲ୍ଲାରୁ ୨ଜଣ  ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ବରଗଡ଼, ବଲାଙ୍ଗିର, ବୌଦ୍ଧ, ଗଜପତି, ଝାରସୁଗୁଡ଼ା, ନବରଙ୍ଗପୁର , ପୁରୀ ଓ ସୁବପର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୪୦କୁ ବୃଦ୍ଧି ପାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର