ସୁବର୍ଣ୍ଣପୁରରେ ୫ଟି ସଚିବ: ବିଭିନ୍ନ ଉନ୍ନୟନ କାମର ସମୀକ୍ଷା ସହ ପ୍ରକଳ୍ପ ବୁଲି ଦେଖିଲେ…

The Sakala Picture
Published On

ସୋନପୁର: ଦିନିକିଆ ସୁବର୍ଣ୍ଣପୁର ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ୍ । ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ଓ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଛନ୍ତି ଭିକେ ପାଣ୍ଡିଆନ୍ । ପାତାଳୀ ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କୁ ଦର୍ଶନ କରି ମନ୍ଦିର ଉନ୍ନତିକରଣ ଉପରେ ଆଲୋଚନା କରିଥିଲେ । ଏହାପରେ ଉଲୁଣ୍ଡା ଯାଇ ଲୋକଙ୍କ ସମସ୍ୟା ଶୁଣିଥିଲେ । ଅ ପରାହ୍ନ ୨ଟା ୨୦ରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସହଲା ପଡ଼ିଆରେ ପହଁଞ୍ଚିଥିଲା ୫ଟି ସଚିବ । ସେଠୁ ସହଲା […]

ସୋନପୁର: ଦିନିକିଆ ସୁବର୍ଣ୍ଣପୁର ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ୍ । ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ଓ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଛନ୍ତି ଭିକେ ପାଣ୍ଡିଆନ୍ । ପାତାଳୀ ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କୁ ଦର୍ଶନ କରି ମନ୍ଦିର ଉନ୍ନତିକରଣ ଉପରେ ଆଲୋଚନା କରିଥିଲେ । ଏହାପରେ ଉଲୁଣ୍ଡା ଯାଇ ଲୋକଙ୍କ ସମସ୍ୟା ଶୁଣିଥିଲେ । ଅ

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

ପରାହ୍ନ ୨ଟା ୨୦ରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସହଲା ପଡ଼ିଆରେ ପହଁଞ୍ଚିଥିଲା ୫ଟି ସଚିବ । ସେଠୁ ସହଲା ପଡ଼ିଆରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ଲୋକଙ୍କ ସହ ଆଲୋଚନା କରିବା ସହ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ଚାଷୀଙ୍କ ସମସ୍ୟା ସହ ବିଭିନ୍ନ ଧାର୍ମିକ ଅନୁଷ୍ଠା ଉପରେ ଥିବା ସମସ୍ୟାର ସମାଧାନ ଖୁବଶୀଘ୍ର ହେବ ବୋଲି କହିଥିଲେ ଭିକେ ପାଣ୍ଡିଆନ୍ । ଆସନ୍ତା ୧୧ ତାରିଖ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଖୁସି ଖବର ଶୁଣିବେ ବୋଲି କହିଥିଲେ ଫାଇବ-ଟି ସଚବି । ଡୁଙ୍ଗୁରିପାଲି ବ୍ଲକ ସହଲା ଠାରେ ଅନୁଷ୍ଠିତ କାର୍ୟ୍ୟକ୍ରମରେ ମିଶନ ଶକ୍ତି ମହିଳାଙ୍କ ସହ ଆଲୋଚନା କରିଛନ୍ତି ୫ଟି ସଚିବ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

04 Jul 2023 By The Sakala

ସୁବର୍ଣ୍ଣପୁରରେ ୫ଟି ସଚିବ: ବିଭିନ୍ନ ଉନ୍ନୟନ କାମର ସମୀକ୍ଷା ସହ ପ୍ରକଳ୍ପ ବୁଲି ଦେଖିଲେ…

ସୋନପୁର: ଦିନିକିଆ ସୁବର୍ଣ୍ଣପୁର ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ୍ । ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ଓ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଛନ୍ତି ଭିକେ ପାଣ୍ଡିଆନ୍ । ପାତାଳୀ ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କୁ ଦର୍ଶନ କରି ମନ୍ଦିର ଉନ୍ନତିକରଣ ଉପରେ ଆଲୋଚନା କରିଥିଲେ । ଏହାପରେ ଉଲୁଣ୍ଡା ଯାଇ ଲୋକଙ୍କ ସମସ୍ୟା ଶୁଣିଥିଲେ । ଅ

ପରାହ୍ନ ୨ଟା ୨୦ରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସହଲା ପଡ଼ିଆରେ ପହଁଞ୍ଚିଥିଲା ୫ଟି ସଚିବ । ସେଠୁ ସହଲା ପଡ଼ିଆରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ଲୋକଙ୍କ ସହ ଆଲୋଚନା କରିବା ସହ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ଚାଷୀଙ୍କ ସମସ୍ୟା ସହ ବିଭିନ୍ନ ଧାର୍ମିକ ଅନୁଷ୍ଠା ଉପରେ ଥିବା ସମସ୍ୟାର ସମାଧାନ ଖୁବଶୀଘ୍ର ହେବ ବୋଲି କହିଥିଲେ ଭିକେ ପାଣ୍ଡିଆନ୍ । ଆସନ୍ତା ୧୧ ତାରିଖ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଖୁସି ଖବର ଶୁଣିବେ ବୋଲି କହିଥିଲେ ଫାଇବ-ଟି ସଚବି । ଡୁଙ୍ଗୁରିପାଲି ବ୍ଲକ ସହଲା ଠାରେ ଅନୁଷ୍ଠିତ କାର୍ୟ୍ୟକ୍ରମରେ ମିଶନ ଶକ୍ତି ମହିଳାଙ୍କ ସହ ଆଲୋଚନା କରିଛନ୍ତି ୫ଟି ସଚିବ।

https://www.thesakala.in/latest-odisha-news/5t-secretary-vk-pandian-one-day-visit-sonepur/article-23194
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର