ଦୁଇ ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା; ୧୪ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ, ୨ ଗୁରୁତର

The Sakala Picture
Published On

ବାଲେଶ୍ୱର: ମୁହାଁମୁହିଁ ଧକ୍କାହେଲା ଦୁଇଟି ଘରୋଇ ବସ୍‌ । ଦୁର୍ଘଟଣାରେ ୧୪ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ, ୨ ଜଣ ଗୁରୁତର ଅଛନ୍ତି । ବାଲେଶ୍ୱର ସଦର ଥାନା ତାମୁଳିଆ ବ୍ରିଜ ନିକଟରେ ଏହି ଦୁର୍ଘଟଣା ହୋଇଛି । ଗୁରୁତରଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘରୋଇ ବସ୍ ମନିଷା ଓ ଅରବିନ୍ଦ ବସ୍ ମଧ୍ୟରେ ମୁହାଁମୁହିଁ ଦୁର୍ଘଟଣା ହୋଇଛି । ସୂଚନା ଅନୁସାରେ, ମନିଷା ବସଟି ଭଦ୍ରକରୁ ବାଲେଶ୍ବର ଆସୁଥିବା […]

ବାଲେଶ୍ୱର: ମୁହାଁମୁହିଁ ଧକ୍କାହେଲା ଦୁଇଟି ଘରୋଇ ବସ୍‌ । ଦୁର୍ଘଟଣାରେ ୧୪ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ, ୨ ଜଣ ଗୁରୁତର ଅଛନ୍ତି । ବାଲେଶ୍ୱର ସଦର ଥାନା ତାମୁଳିଆ ବ୍ରିଜ ନିକଟରେ ଏହି ଦୁର୍ଘଟଣା ହୋଇଛି । ଗୁରୁତରଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘରୋଇ ବସ୍ ମନିଷା ଓ ଅରବିନ୍ଦ ବସ୍ ମଧ୍ୟରେ ମୁହାଁମୁହିଁ ଦୁର୍ଘଟଣା ହୋଇଛି ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ସୂଚନା ଅନୁସାରେ, ମନିଷା ବସଟି ଭଦ୍ରକରୁ ବାଲେଶ୍ବର ଆସୁଥିବା ବେଳେ, ବାଲେଶ୍ବରରୁ ଭଦ୍ରକ ଆସୁଥିବା ଅରବିନ୍ଦ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ୨ ବସର ଡ୍ରାଇଭର ଗୁରୁତର ଥିବା ବେଳେ, ଯାତ୍ରୀମାନେ ସାମାନ୍ୟ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ଓ ପୋଲିସ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ । ବ୍ରିଜର ଭୁଲ ଡିଜାଇନ୍ ପାଇଁ ଦୁର୍ଘଟଣା ଘଟିଥିବା ଲୋକେ ଅଭିଯୋଗ କରିଛନ୍ତି । ଦୁର୍ଘଟଣାରେ ଦୁଇଟି ବସ୍ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ପୁଲିସ ଦୁଇଟି ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

05 Jul 2023 By The Sakala

ଦୁଇ ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା; ୧୪ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ, ୨ ଗୁରୁତର

ବାଲେଶ୍ୱର: ମୁହାଁମୁହିଁ ଧକ୍କାହେଲା ଦୁଇଟି ଘରୋଇ ବସ୍‌ । ଦୁର୍ଘଟଣାରେ ୧୪ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ, ୨ ଜଣ ଗୁରୁତର ଅଛନ୍ତି । ବାଲେଶ୍ୱର ସଦର ଥାନା ତାମୁଳିଆ ବ୍ରିଜ ନିକଟରେ ଏହି ଦୁର୍ଘଟଣା ହୋଇଛି । ଗୁରୁତରଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘରୋଇ ବସ୍ ମନିଷା ଓ ଅରବିନ୍ଦ ବସ୍ ମଧ୍ୟରେ ମୁହାଁମୁହିଁ ଦୁର୍ଘଟଣା ହୋଇଛି ।

ସୂଚନା ଅନୁସାରେ, ମନିଷା ବସଟି ଭଦ୍ରକରୁ ବାଲେଶ୍ବର ଆସୁଥିବା ବେଳେ, ବାଲେଶ୍ବରରୁ ଭଦ୍ରକ ଆସୁଥିବା ଅରବିନ୍ଦ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ୨ ବସର ଡ୍ରାଇଭର ଗୁରୁତର ଥିବା ବେଳେ, ଯାତ୍ରୀମାନେ ସାମାନ୍ୟ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ଓ ପୋଲିସ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ । ବ୍ରିଜର ଭୁଲ ଡିଜାଇନ୍ ପାଇଁ ଦୁର୍ଘଟଣା ଘଟିଥିବା ଲୋକେ ଅଭିଯୋଗ କରିଛନ୍ତି । ଦୁର୍ଘଟଣାରେ ଦୁଇଟି ବସ୍ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ପୁଲିସ ଦୁଇଟି ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର