ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ, ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ

The Sakala Picture
Published On

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ଓ ବିସ୍ତୃତି । ଅତି ପ୍ରବଳ ବର୍ଷା ପାଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କନ୍ଧମାଳ ଏବଂ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କତା ଜାରି କରାଯାଇଛି। ସେହିଭଳି କାଲି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ […]

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ଓ ବିସ୍ତୃତି । ଅତି ପ୍ରବଳ ବର୍ଷା ପାଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କନ୍ଧମାଳ ଏବଂ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କତା ଜାରି କରାଯାଇଛି। ସେହିଭଳି କାଲି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୧୪ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୩ ରୁ ୫ ଯାଏଁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ୧୦ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବା ନେଇ ଆକଳନ କରାଯାଇଛି। ସେପଟେ ଚଳିତ ମୌସୁମୀ ସିଜିନ୍ ଜୁନ୍ ୧ରୁ ଜୁଲାଇ ୫ ତାରିଖ ମଧ୍ୟରେ ରାଜ୍ୟରେ ୧୭୬.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହି ସମୟ ମଧ୍ୟରେ ରାଜ୍ୟରେ ୨୫୫.୮ ମିଲିମିଟର ବର୍ଷା ହେବା କଥା । ତେଣୁ ଏଥର ସ୍ବାଭାବିକ ବର୍ଷାଠାରୁ ୩୧ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ଆସନ୍ତା ୫ ଦିନ ବର୍ଷା ନିଅଣ୍ଟିଆ ବର୍ଷାକୁ ଭରଣା କରିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ପୁଣି କରୋନା ଛନକା: ଗଞ୍ଜାମରେ ଚିହ୍ନଟ ହେଲେ ନୂଆ କୋଭିଡ-୧୯ ଆକ୍ରାନ୍ତ !

06 Jul 2023 By The Sakala

ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ, ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ଓ ବିସ୍ତୃତି । ଅତି ପ୍ରବଳ ବର୍ଷା ପାଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କନ୍ଧମାଳ ଏବଂ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କତା ଜାରି କରାଯାଇଛି। ସେହିଭଳି କାଲି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୧୪ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।

ଆସନ୍ତା ୧୦ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବା ନେଇ ଆକଳନ କରାଯାଇଛି। ସେପଟେ ଚଳିତ ମୌସୁମୀ ସିଜିନ୍ ଜୁନ୍ ୧ରୁ ଜୁଲାଇ ୫ ତାରିଖ ମଧ୍ୟରେ ରାଜ୍ୟରେ ୧୭୬.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହି ସମୟ ମଧ୍ୟରେ ରାଜ୍ୟରେ ୨୫୫.୮ ମିଲିମିଟର ବର୍ଷା ହେବା କଥା । ତେଣୁ ଏଥର ସ୍ବାଭାବିକ ବର୍ଷାଠାରୁ ୩୧ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ଆସନ୍ତା ୫ ଦିନ ବର୍ଷା ନିଅଣ୍ଟିଆ ବର୍ଷାକୁ ଭରଣା କରିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର