ଭଲ ସମ୍ପର୍କରେ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହେଁ: ଓଡ଼ିଶା ହାଇକୋର୍ଟ

The Sakala Picture
Published On

କଟକ: ଭଲ ସମ୍ପର୍କରେ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହେଁ । ଏକ ମାମଲାର ଶୁଣାଣି କରି ଏପରି ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ଓଡ଼ିଶା ହାଇକୋର୍ଟ । କୋର୍ଟ କହିଛନ୍ତି ଭଲ ସମ୍ପର୍କରେ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ଏବଂ ମନ୍ଦ ଉଦ୍ଦେଶ୍ୟରେ ମିଛ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଏକା କଥା ନୁହେଁ । ଭୁବନେଶ୍ବରର ଜଣେ ମହିଳା ତାଙ୍କ ପୁରୁଷ ବନ୍ଧୁଙ୍କ ନାଁରେ ଅଭିଯୋଗ କରିଥିଲେ । […]

କଟକ: ଭଲ ସମ୍ପର୍କରେ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହେଁ । ଏକ ମାମଲାର ଶୁଣାଣି କରି ଏପରି ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ଓଡ଼ିଶା ହାଇକୋର୍ଟ । କୋର୍ଟ କହିଛନ୍ତି ଭଲ ସମ୍ପର୍କରେ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ଏବଂ ମନ୍ଦ ଉଦ୍ଦେଶ୍ୟରେ ମିଛ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଏକା କଥା ନୁହେଁ ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ଭୁବନେଶ୍ବରର ଜଣେ ମହିଳା ତାଙ୍କ ପୁରୁଷ ବନ୍ଧୁଙ୍କ ନାଁରେ ଅଭିଯୋଗ କରିଥିଲେ । ଲକ୍ଷ୍ମୀସାଗର ଥାନା ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଥିଲା । ଅଭିଯୁକ୍ତଙ୍କ ନାରେ ଆଇପିସିର ଅନ୍ୟ ଧାରା ସହିତ ବଳାତ୍କାର ମାମଲା ମଧ୍ୟ ରୁଜୁ ହୋଇଥିଲା । ଏହାକୁ ଚାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ଅଭିଯୁକ୍ତ । ମାମଲାର ବିଚାର କରି ଅଭିଯୁକ୍ତଙ୍କ ବିରୁଦ୍ଧରେ ଦଫା ୩୭୬ ଲାଗିପାରିବ ନାହିଁ ବୋଲି କୋର୍ଟ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର