ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ଏଣିକି କାଗଜକଲମ ନୁହେଁ ଗୋଟିଏ କ୍ଲିକରେ ସାମ୍ବାଦିକ ବୀମା । ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ସ୍ବାସ୍ଥ୍ୟ ବୀମା ହେଉ କି ଅନ୍ୟାନ୍ୟ ସହାୟତା ପାଇଁ ସାମ୍ବାଦିକଙ୍କୁ ଜିଲ୍ଲା କିମ୍ବା ରାଜ୍ୟ ମୁଖ୍ୟାଳୟକୁ ଆସିବାକୁ ପଡ଼ିବନାହିଁ । ଏହି ପୋର୍ଟାଲ ଜରିଆରସାମ୍ବାଦିକଙ୍କ ପାଇଁ ପୋର୍ଟାଲ ଲୋକାର୍ପିତ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ୫ଟି ନୀତି ଉପରେ ଗୁରୁତ୍ୱ ଦେଇ ପୋର୍ଟାଲ ପ୍ରସ୍ତୁତ […]

ଭୁବନେଶ୍ୱର: ଏଣିକି କାଗଜକଲମ ନୁହେଁ ଗୋଟିଏ କ୍ଲିକରେ ସାମ୍ବାଦିକ ବୀମା । ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ସ୍ବାସ୍ଥ୍ୟ ବୀମା ହେଉ କି ଅନ୍ୟାନ୍ୟ ସହାୟତା ପାଇଁ ସାମ୍ବାଦିକଙ୍କୁ ଜିଲ୍ଲା କିମ୍ବା ରାଜ୍ୟ ମୁଖ୍ୟାଳୟକୁ ଆସିବାକୁ ପଡ଼ିବନାହିଁ ।

ଆହୁରି ପଢ଼ନ୍ତୁ: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

ଏହି ପୋର୍ଟାଲ ଜରିଆରସାମ୍ବାଦିକଙ୍କ ପାଇଁ ପୋର୍ଟାଲ ଲୋକାର୍ପିତ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ୫ଟି ନୀତି ଉପରେ ଗୁରୁତ୍ୱ ଦେଇ ପୋର୍ଟାଲ ପ୍ରସ୍ତୁତ ହୋଇଛି । ଏହାଦ୍ବାରା ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ କାମ କରୁଥିବା ଓଡ଼ିଆ ସାମ୍ବାଦିକ ଅନଲାଇନ କଲ୍ୟାଣ ଯୋଜନାର ସୁବିଧା ନେଇପାରିବେ।

ଆହୁରି ପଢ଼ନ୍ତୁ: ବଲାଙ୍ଗୀରରେ ପୋଖରୀ ପୁନରୁଦ୍ଧାର କାମକୁ ନେଇ ବିଜେଡି-କଂଗ୍ରେସ ମୁହାମୁହିଁ

ରାଜ୍ୟ ସରକାର ଗୋପବନ୍ଧୁ କର୍ମୀଜୀବୀ ସମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନା କରିଛନ୍ତି । ଚିକିତ୍ସା ପାଇଁ ସାମ୍ବାଦିକ ଓ ତାଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଦିଆଯାଉଛି । ମୃତ୍ୟୁ ହେଲେ ୪ଲକ୍ଷ ସହାୟତା ରାଶି ଯୋଗାଇ ଦିଆଯାଉଛି। ସାମ୍ବାଦିକତା ଏକ ବୃତ୍ତି ନୁହେଁ ଏକ ମିଶନ। ସାମ୍ୱାଦିକମାନେ ସଚେତନ ସମାଜ ଗଠନ ପାଇଁ କାମ ଜାରି ରଖନ୍ତୁ ବୋଲି ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସାମ୍ୱାଦିକଙ୍କୁ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ଧାମରୁ ହଟିବ 'ଧାମ' ଶବ୍ଦ; ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

07 Jul 2023 By The Sakala

ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଏଣିକି କାଗଜକଲମ ନୁହେଁ ଗୋଟିଏ କ୍ଲିକରେ ସାମ୍ବାଦିକ ବୀମା । ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ସ୍ବାସ୍ଥ୍ୟ ବୀମା ହେଉ କି ଅନ୍ୟାନ୍ୟ ସହାୟତା ପାଇଁ ସାମ୍ବାଦିକଙ୍କୁ ଜିଲ୍ଲା କିମ୍ବା ରାଜ୍ୟ ମୁଖ୍ୟାଳୟକୁ ଆସିବାକୁ ପଡ଼ିବନାହିଁ ।

ଏହି ପୋର୍ଟାଲ ଜରିଆରସାମ୍ବାଦିକଙ୍କ ପାଇଁ ପୋର୍ଟାଲ ଲୋକାର୍ପିତ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ୫ଟି ନୀତି ଉପରେ ଗୁରୁତ୍ୱ ଦେଇ ପୋର୍ଟାଲ ପ୍ରସ୍ତୁତ ହୋଇଛି । ଏହାଦ୍ବାରା ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ କାମ କରୁଥିବା ଓଡ଼ିଆ ସାମ୍ବାଦିକ ଅନଲାଇନ କଲ୍ୟାଣ ଯୋଜନାର ସୁବିଧା ନେଇପାରିବେ।

ରାଜ୍ୟ ସରକାର ଗୋପବନ୍ଧୁ କର୍ମୀଜୀବୀ ସମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନା କରିଛନ୍ତି । ଚିକିତ୍ସା ପାଇଁ ସାମ୍ବାଦିକ ଓ ତାଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଦିଆଯାଉଛି । ମୃତ୍ୟୁ ହେଲେ ୪ଲକ୍ଷ ସହାୟତା ରାଶି ଯୋଗାଇ ଦିଆଯାଉଛି। ସାମ୍ବାଦିକତା ଏକ ବୃତ୍ତି ନୁହେଁ ଏକ ମିଶନ। ସାମ୍ୱାଦିକମାନେ ସଚେତନ ସମାଜ ଗଠନ ପାଇଁ କାମ ଜାରି ରଖନ୍ତୁ ବୋଲି ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସାମ୍ୱାଦିକଙ୍କୁ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର