ବାହାନଗା ଟ୍ରେନ୍ ଟ୍ରାଜେଡି: ୩ ଜଣଙ୍କୁ ଗିରଫ କଲା CBI

The Sakala Picture
Published On

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ବାହାନଗା ଟ୍ରେନ ଦୁର୍ଘଟଣା ମାମଲାରେ ୩ ଜଣ ରେଳ କର୍ମଚାରୀଙ୍କୁ ଗିରଫ କଲା ସିବିଆଇ । ଦୁଇ ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହାନ୍ତ, ମହମ୍ମଦ ଅମିର ଖାନ୍‌ ଓ ଟେକନିସିଆନ ପପୁ କୁମାର ଗିରଫ ହୋଇଥିବା ସୂଚନା ମିଳିଛି । ସିଆରପିସି ୩୦୪ ଓ ୨୦୧ ଧାରାରେ ଏହି ୩ ଜଣଙ୍କୁ ସିବିଆଇ ଗିରଫ କରିଛି । ଗତ ଜୁନ ୨ ତାରିଖରେ ବାଲେଶ୍ୱର ବାହାନଗାରେ କରମଣ୍ଡଳ ଏକ୍ସପ୍ରେସ ଭୟଙ୍କର ଦୁର୍ଘଟଣାର […]

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ବାହାନଗା ଟ୍ରେନ ଦୁର୍ଘଟଣା ମାମଲାରେ ୩ ଜଣ ରେଳ କର୍ମଚାରୀଙ୍କୁ ଗିରଫ କଲା ସିବିଆଇ । ଦୁଇ ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହାନ୍ତ, ମହମ୍ମଦ ଅମିର ଖାନ୍‌ ଓ ଟେକନିସିଆନ ପପୁ କୁମାର ଗିରଫ ହୋଇଥିବା ସୂଚନା ମିଳିଛି । ସିଆରପିସି ୩୦୪ ଓ ୨୦୧ ଧାରାରେ ଏହି ୩ ଜଣଙ୍କୁ ସିବିଆଇ ଗିରଫ କରିଛି । ଗତ ଜୁନ ୨ ତାରିଖରେ ବାଲେଶ୍ୱର ବାହାନଗାରେ କରମଣ୍ଡଳ ଏକ୍ସପ୍ରେସ ଭୟଙ୍କର ଦୁର୍ଘଟଣାର ଶିକାର ହୋଇଥିଲା । ଏହି ହୃଦୟ ବିଦାରକ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ମୋଟ ୨୯୩ ଜଣଙ୍କ ମୃତ୍ୟୁ ଘଟିଛି ।

ଆହୁରି ପଢ଼ନ୍ତୁ: ରଣକ୍ଷେତ୍ର ପାଲଟିଲା ୟୁପିର ଶାହଜାହାନପୁର; ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରବଳ ପଥରମାଡ଼ ପରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ

07 Jul 2023 By The Sakala

ବାହାନଗା ଟ୍ରେନ୍ ଟ୍ରାଜେଡି: ୩ ଜଣଙ୍କୁ ଗିରଫ କଲା CBI

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ବାହାନଗା ଟ୍ରେନ ଦୁର୍ଘଟଣା ମାମଲାରେ ୩ ଜଣ ରେଳ କର୍ମଚାରୀଙ୍କୁ ଗିରଫ କଲା ସିବିଆଇ । ଦୁଇ ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହାନ୍ତ, ମହମ୍ମଦ ଅମିର ଖାନ୍‌ ଓ ଟେକନିସିଆନ ପପୁ କୁମାର ଗିରଫ ହୋଇଥିବା ସୂଚନା ମିଳିଛି । ସିଆରପିସି ୩୦୪ ଓ ୨୦୧ ଧାରାରେ ଏହି ୩ ଜଣଙ୍କୁ ସିବିଆଇ ଗିରଫ କରିଛି । ଗତ ଜୁନ ୨ ତାରିଖରେ ବାଲେଶ୍ୱର ବାହାନଗାରେ କରମଣ୍ଡଳ ଏକ୍ସପ୍ରେସ ଭୟଙ୍କର ଦୁର୍ଘଟଣାର ଶିକାର ହୋଇଥିଲା । ଏହି ହୃଦୟ ବିଦାରକ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ମୋଟ ୨୯୩ ଜଣଙ୍କ ମୃତ୍ୟୁ ଘଟିଛି ।

https://www.thesakala.in/latest-odisha-news/3-arrested-by-cbi-in-bahanaga-train-accident-case/article-23290
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର