ବାଲେଶ୍ବର ଜିଲ୍ଲା ବିଜେଡି କମିଟି ପୁନର୍ଗଠିତ, ଅଶ୍ବିନୀ କୁମାର ପାତ୍ର ଜିଲ୍ଲା ସଭାପତି

The Sakala Picture
Published On

ଭୁବନେଶ୍ୱର: ବାଲେଶ୍ୱ ଜିଲ୍ଲା ବିଜେଡି କମିଟି ପୁନର୍ଗଠିତ ହୋଇଛି । ଅଶ୍ୱିନୀ କୁମାର ପାତ୍ର ଜିଲ୍ଲା ବିଜେଡି ସଭାପତି ହୋଇଥିବାବେଳେ ୪ଜଣଙ୍କୁ ବରିଷ୍ଠ ଉପସଭାପତି ଦାୟିତ୍ବ ମିଳିଛି । ଗୌରୀ କୁମାର ରାଉତ, ବରଦା ପ୍ରସନ୍ନ ପଟ୍ଟନାୟକ, ସନ୍ତୋଷ ଖଟୁଆ, ପ୍ରଭାତ କୁମାର ବିଶ୍ବାଳ ବରିଷ୍ଠ ଉପସଭାପତି ଭାବେ ନିଯୁକ୍ତ ହୋଇଛନ୍ତି । ସେହିପରି ୯ ଜଣ ଉପସଭାପତି, ୧୬ ସାଧାରଣ ସଂପାଦକ, ୨୨ ଜଣ ସଂପାଦକ, ୨୩ ଜଣ ଯୁଗ୍ମ ସଂପାଦକ ନିଯୁକ୍ତ ହୋଇଛନ୍ତି । […]

ଭୁବନେଶ୍ୱର: ବାଲେଶ୍ୱ ଜିଲ୍ଲା ବିଜେଡି କମିଟି ପୁନର୍ଗଠିତ ହୋଇଛି । ଅଶ୍ୱିନୀ କୁମାର ପାତ୍ର ଜିଲ୍ଲା ବିଜେଡି ସଭାପତି ହୋଇଥିବାବେଳେ ୪ଜଣଙ୍କୁ ବରିଷ୍ଠ ଉପସଭାପତି ଦାୟିତ୍ବ ମିଳିଛି । ଗୌରୀ କୁମାର ରାଉତ, ବରଦା ପ୍ରସନ୍ନ ପଟ୍ଟନାୟକ, ସନ୍ତୋଷ ଖଟୁଆ, ପ୍ରଭାତ କୁମାର ବିଶ୍ବାଳ ବରିଷ୍ଠ ଉପସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

ସେହିପରି ୯ ଜଣ ଉପସଭାପତି, ୧୬ ସାଧାରଣ ସଂପାଦକ, ୨୨ ଜଣ ସଂପାଦକ, ୨୩ ଜଣ ଯୁଗ୍ମ ସଂପାଦକ ନିଯୁକ୍ତ ହୋଇଛନ୍ତି । ସେହିପରି ଜଣେ ଲେଖାଏ ଟ୍ରେଜରର ଓ ମିଡିଆ କୋ-ଅର୍ଡିନେଟର ନିଯୁକ୍ତ ହୋଇଛନ୍ତି । ଏନେଇ ବିଜେଡି ସାଧାରଣ ସଂପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର