ଶଙ୍ଖ ଭବନରେ ଆରମ୍ଭ ହେଲା ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରିଣୀ ବୈଠକ

The Sakala Picture
Published On

ଭୁବନେଶ୍ବର: ଶଙ୍ଖ ଭବନରେ ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରିଣୀ ଆରମ୍ଭ ହୋଇଛି । ବୈଠକରେ ସମସ୍ତ ଜିଲ୍ଲା ସଭାପତି, ଜୋନ ସଭାପତି, ଛାତ୍ର ସଂଗଠନ ଉପସ୍ଥିତ ରହିଛନ୍ତି । ବିଭିନ୍ନ ପ୍ରସ୍ତାବ ଅନୁମୋଦିତ ହେବାର କାର୍ଯ୍ୟକ୍ରମ ରହିଛି । କାର୍ଯ୍ୟକାରିଣୀରେ ରାଜନୈତିକ, ସାଙ୍ଗଠନିକ, ସଂକଳ୍ପ ଓ ଧନ୍ୟବାଦ ପ୍ରସ୍ତାବ ଆସିବ । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଉଦବୋଧନ ଓ ଦିଗଦର୍ଶନ ପ୍ରଦାନ କରିବେ । ଅଧିକରୁ ଅଧିକ ଛାତ୍ର ସାମିଲ […]

ଭୁବନେଶ୍ବର: ଶଙ୍ଖ ଭବନରେ ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରିଣୀ ଆରମ୍ଭ ହୋଇଛି । ବୈଠକରେ ସମସ୍ତ ଜିଲ୍ଲା ସଭାପତି, ଜୋନ ସଭାପତି, ଛାତ୍ର ସଂଗଠନ ଉପସ୍ଥିତ ରହିଛନ୍ତି । ବିଭିନ୍ନ ପ୍ରସ୍ତାବ ଅନୁମୋଦିତ ହେବାର କାର୍ଯ୍ୟକ୍ରମ ରହିଛି । କାର୍ଯ୍ୟକାରିଣୀରେ ରାଜନୈତିକ, ସାଙ୍ଗଠନିକ, ସଂକଳ୍ପ ଓ ଧନ୍ୟବାଦ ପ୍ରସ୍ତାବ ଆସିବ ।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଉଦବୋଧନ ଓ ଦିଗଦର୍ଶନ ପ୍ରଦାନ କରିବେ । ଅଧିକରୁ ଅଧିକ ଛାତ୍ର ସାମିଲ ହୋଇ ସାମାଜିକ ଓ ସାଙ୍ଗଠନିକ କାର୍ଯ୍ୟ କରିବାକୁ ମାର୍ଗଦର୍ଶନ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ପିଲା ଓ ଛାତ୍ର ସଂଗଠନ ସହ ଓଡ଼ିଶାରେ ଶିକ୍ଷା ଭିତ୍ତିଭୂମିର ବିକାଶ ପାଇଁ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ ହେବ । ଏହି ଅବସରରେ ଉପସ୍ଥିତ ସମସ୍ତ ବିଜୁ ଛାତ୍ର ଜନତା ଦଳ କାର୍ଯ୍ୟକର୍ତ୍ତାଙ୍କୁ ଚାରା ପ୍ରଦାନ କରାଯିବ । କାର୍ଯ୍ୟକ୍ରମରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ପ୍ରଣବ ବଳବନ୍ତରାୟ ଉପସ୍ଥିତ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର