ରାଜ୍ୟର ୧୮ ଜିଲ୍ଲାକୁ ବର୍ଷା ସହ ବଜ୍ରପାତ ସତର୍କତା

The Sakala Picture
Published On

ରାଜ୍ୟର ୧୮ ଜିଲ୍ଲାକୁ ବର୍ଷା ସହ ବଜ୍ରପାତ ହେବା ସମ୍ଭାବନା । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିବା ସହ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ୧୮ ଟି ଜିଲ୍ଲାର ଜିଲ୍ଲାବାସୀଙ୍କୁ କାଲି ସକାଳ ଯାଏଁ ସତର୍କ ରହିବାକୁ ପରାମର୍ଶ ଦେଇଛି ବିଭାଗ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ […]

ରାଜ୍ୟର ୧୮ ଜିଲ୍ଲାକୁ ବର୍ଷା ସହ ବଜ୍ରପାତ ହେବା ସମ୍ଭାବନା । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିବା ସହ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ୧୮ ଟି ଜିଲ୍ଲାର ଜିଲ୍ଲାବାସୀଙ୍କୁ କାଲି ସକାଳ ଯାଏଁ ସତର୍କ ରହିବାକୁ ପରାମର୍ଶ ଦେଇଛି ବିଭାଗ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ବଜ୍ରପାତ ହେବା ସହ ବର୍ଷା ହେବ ବୋଲି କହିଛି ପାଣିପାଗ ବିଭାଗ ।

ଆହୁରି ପଢ଼ନ୍ତୁ: କବିସୂର୍ଯ୍ୟନଗର ହାଜତ ମୃତ୍ୟୁ ମାମଲାରେ ବଡ଼ ଆକ୍ସନ, ବଦଳିଲେ ଥାନାର ସବୁ କର୍ମଚାରୀ

22 May 2021 By The Sakala

ରାଜ୍ୟର ୧୮ ଜିଲ୍ଲାକୁ ବର୍ଷା ସହ ବଜ୍ରପାତ ସତର୍କତା

ରାଜ୍ୟର ୧୮ ଜିଲ୍ଲାକୁ ବର୍ଷା ସହ ବଜ୍ରପାତ ହେବା ସମ୍ଭାବନା । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିବା ସହ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ୧୮ ଟି ଜିଲ୍ଲାର ଜିଲ୍ଲାବାସୀଙ୍କୁ କାଲି ସକାଳ ଯାଏଁ ସତର୍କ ରହିବାକୁ ପରାମର୍ଶ ଦେଇଛି ବିଭାଗ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ବଜ୍ରପାତ ହେବା ସହ ବର୍ଷା ହେବ ବୋଲି କହିଛି ପାଣିପାଗ ବିଭାଗ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର