ଭି.କେ. ପାଣ୍ଡିଆନଙ୍କୁ ଅନ୍ତର୍ଜାତୀୟ ହକି ଫେଡେରେସନ ପକ୍ଷରୁ ସମ୍ମାନଜନକ ପ୍ରେସିଡେଣ୍ଟସ ଆୱାର୍ଡ

The Sakala Picture
Published On

ଭୁବନେଶ୍ୱର: 5-T ସଚିବ ଭି.କେ ପାଣ୍ଡିଆନ୍‌ଙ୍କୁ ସମ୍ମାନଜନକ ପ୍ରେସିଡେଣ୍ଟସ ଆଓ୍ୱାର୍ଡ । ଅନ୍ତର୍ଜାତୀୟ ହକି ଫେଡରେସନ୍ (FIH) ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ହକିର ପ୍ରଚାର ପ୍ରସାର ଦିଗରେ ତାଙ୍କର ଉଲ୍ଲେଖନୀୟ ଅବଦାନ ନେଇ ଏହି ସମ୍ମାନଜନକ ପୁରସ୍କାର ତାଙ୍କୁ ପ୍ରଦାନ କରାଯାଇଛି । Congratulations to Mr. V Karthikeyan Pandian, IAS, and Private Secretary Private Secretary to Chief Minister, Odisha, on being recognised with the […]

ଭୁବନେଶ୍ୱର: 5-T ସଚିବ ଭି.କେ ପାଣ୍ଡିଆନ୍‌ଙ୍କୁ ସମ୍ମାନଜନକ ପ୍ରେସିଡେଣ୍ଟସ ଆଓ୍ୱାର୍ଡ । ଅନ୍ତର୍ଜାତୀୟ ହକି ଫେଡରେସନ୍ (FIH) ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ହକିର ପ୍ରଚାର ପ୍ରସାର ଦିଗରେ ତାଙ୍କର ଉଲ୍ଲେଖନୀୟ ଅବଦାନ ନେଇ ଏହି ସମ୍ମାନଜନକ ପୁରସ୍କାର ତାଙ୍କୁ ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ FIH ର ୪୭ ତମ ସମ୍ମିଳନୀରେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଏ ନେଇ ହକି ଇଣ୍ଡିଆ ପକ୍ଷରୁ ତାଙ୍କୁ ଶୁଭେଚ୍ଛା ଜଣାଯିବା ସହ, ହକିର ପ୍ରଚାର ପ୍ରସାର ଦିଗରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଯୋଗୁଁ ସେ ଏହି ପୁରସ୍କାର ପାଇବାକୁ ହକଦାର ବୋଲି କୁହାଯାଇଛି । ଏଥିସହିତ ହକି ଇଣ୍ଡିଆ ପକ୍ଷରୁ ମଧ୍ୟ ଟ୍ୱିଟ୍ ଯୋଗେ ଶ୍ରୀ ପାଣ୍ଡିଆନ୍‌ଙ୍କୁ ଶୁଭେଚ୍ଛା ଜଣାଯାଇଛି ।

22 May 2021 By The Sakala

ଭି.କେ. ପାଣ୍ଡିଆନଙ୍କୁ ଅନ୍ତର୍ଜାତୀୟ ହକି ଫେଡେରେସନ ପକ୍ଷରୁ ସମ୍ମାନଜନକ ପ୍ରେସିଡେଣ୍ଟସ ଆୱାର୍ଡ

ଭୁବନେଶ୍ୱର: 5-T ସଚିବ ଭି.କେ ପାଣ୍ଡିଆନ୍‌ଙ୍କୁ ସମ୍ମାନଜନକ ପ୍ରେସିଡେଣ୍ଟସ ଆଓ୍ୱାର୍ଡ । ଅନ୍ତର୍ଜାତୀୟ ହକି ଫେଡରେସନ୍ (FIH) ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ହକିର ପ୍ରଚାର ପ୍ରସାର ଦିଗରେ ତାଙ୍କର ଉଲ୍ଲେଖନୀୟ ଅବଦାନ ନେଇ ଏହି ସମ୍ମାନଜନକ ପୁରସ୍କାର ତାଙ୍କୁ ପ୍ରଦାନ କରାଯାଇଛି ।

ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ FIH ର ୪୭ ତମ ସମ୍ମିଳନୀରେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଏ ନେଇ ହକି ଇଣ୍ଡିଆ ପକ୍ଷରୁ ତାଙ୍କୁ ଶୁଭେଚ୍ଛା ଜଣାଯିବା ସହ, ହକିର ପ୍ରଚାର ପ୍ରସାର ଦିଗରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଯୋଗୁଁ ସେ ଏହି ପୁରସ୍କାର ପାଇବାକୁ ହକଦାର ବୋଲି କୁହାଯାଇଛି । ଏଥିସହିତ ହକି ଇଣ୍ଡିଆ ପକ୍ଷରୁ ମଧ୍ୟ ଟ୍ୱିଟ୍ ଯୋଗେ ଶ୍ରୀ ପାଣ୍ଡିଆନ୍‌ଙ୍କୁ ଶୁଭେଚ୍ଛା ଜଣାଯାଇଛି ।

https://www.thesakala.in/latest-odisha-news/5t-secy-vk-pandian-awarded-the-prestigious-presidents-award-by-fih/article-2353
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର