ଆଜି ପୁଣି ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତ ଆକ୍ରାନ୍ତ, ୨୪ ଘଣ୍ଟାରେ ୧୨ ହଜାର ୮୫୨ ଜଣ ପଜିଟିଭ୍

The Sakala Picture
Published On

ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ କମିବାର ନା ଧରୁନି । ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସହରଠୁ ଗାଁ ଆଉ ସାହି ସବୁଠି ଭର୍ତ୍ତି ହୋଇ ଗଲେଣି ରୋଗୀ । ଥଣ୍ଡା, ଜ୍ୱର, କାଶ ଭଳି କରୋନାର ଲକ୍ଷଣ ଏବେ ସବୁଠି ବଢି ଗଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୮୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୭୧୯୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ […]

ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ କମିବାର ନା ଧରୁନି । ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସହରଠୁ ଗାଁ ଆଉ ସାହି ସବୁଠି ଭର୍ତ୍ତି ହୋଇ ଗଲେଣି ରୋଗୀ । ଥଣ୍ଡା, ଜ୍ୱର, କାଶ ଭଳି କରୋନାର ଲକ୍ଷଣ ଏବେ ସବୁଠି ବଢି ଗଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୮୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୭୧୯୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୬୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ଅନୁଗୁଳରୁ ୮୭୪ ଜଣ, ବାଲେଶ୍ୱରରୁ ୫୦୮ ଜଣ, ବରଗଡ଼ରୁ ୪୬୧ ଜଣ, ଭଦ୍ରକରୁ ୧୫୧ ଜଣ, ବଲାଙ୍ଗୀରରୁ ୨୭୪ ଜଣ, ବୌଦ୍ଧରୁ ୩୪୭ ଜଣ, କଟକରୁ ୧୦୭୩ ଜଣ, ଦେବଗଡରୁ ୧୦୫ ଜଣ, ଢେଙ୍କାନାଳରୁ ୪୮୨ ଜଣ, ଗଜପତିରୁ ୭୭ ଜଣ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ସେହିଭଳି ଗଞ୍ଜାମରୁ ୩୪୦ ଜଣ, ଜଗତସିଂହପୁରରୁ ୩୦୦ ଜଣ, ଯାଜପୁରରୁ ୩୩୭ ଜଣ, ଝାରସୁଗୁଡାରୁ ୩୯୯ ଜଣ, କଳାହାଣ୍ଡିରୁ ୬୬୮ ଜଣ, କନ୍ଧମାଳରୁ ୧୦୪ ଜଣ, କେନ୍ଦ୍ରାପଡାରୁ ୨୮୫ ଜଣ, କେଉଁଝରରୁ ୧୮୦ ଜଣ, ଖୋର୍ଦ୍ଧାରୁ ୧୯୦୯ ଜଣ, କୋରାପୁଟରୁ ୨୭୨ ଜଣ, ମାଲକାନଗିରିରୁ ୧୧୪ ଜଣ, ମୟୁରଭଞ୍ଜରୁ ୫୮୬ ଜଣ, ନବରଙ୍ଗପୁରରୁ ୩୪୪ ଜଣ, ନୟାଗଡ଼ରୁ ୩୩୧ ଜଣ, ନୂଆପଡ଼ାରୁ ୭୦ ଜଣ, ପୁରୀରୁ ୪୭୨ ଜଣ, ରାୟଗଡାରୁ ୧୯୮ ଜଣ, ସମ୍ୱଲପୁରରୁ ୩୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

23 May 2021 By The Sakala

ଆଜି ପୁଣି ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତ ଆକ୍ରାନ୍ତ, ୨୪ ଘଣ୍ଟାରେ ୧୨ ହଜାର ୮୫୨ ଜଣ ପଜିଟିଭ୍

ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ କମିବାର ନା ଧରୁନି । ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସହରଠୁ ଗାଁ ଆଉ ସାହି ସବୁଠି ଭର୍ତ୍ତି ହୋଇ ଗଲେଣି ରୋଗୀ । ଥଣ୍ଡା, ଜ୍ୱର, କାଶ ଭଳି କରୋନାର ଲକ୍ଷଣ ଏବେ ସବୁଠି ବଢି ଗଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୮୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୭୧୯୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୬୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଅନୁଗୁଳରୁ ୮୭୪ ଜଣ, ବାଲେଶ୍ୱରରୁ ୫୦୮ ଜଣ, ବରଗଡ଼ରୁ ୪୬୧ ଜଣ, ଭଦ୍ରକରୁ ୧୫୧ ଜଣ, ବଲାଙ୍ଗୀରରୁ ୨୭୪ ଜଣ, ବୌଦ୍ଧରୁ ୩୪୭ ଜଣ, କଟକରୁ ୧୦୭୩ ଜଣ, ଦେବଗଡରୁ ୧୦୫ ଜଣ, ଢେଙ୍କାନାଳରୁ ୪୮୨ ଜଣ, ଗଜପତିରୁ ୭୭ ଜଣ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଗଞ୍ଜାମରୁ ୩୪୦ ଜଣ, ଜଗତସିଂହପୁରରୁ ୩୦୦ ଜଣ, ଯାଜପୁରରୁ ୩୩୭ ଜଣ, ଝାରସୁଗୁଡାରୁ ୩୯୯ ଜଣ, କଳାହାଣ୍ଡିରୁ ୬୬୮ ଜଣ, କନ୍ଧମାଳରୁ ୧୦୪ ଜଣ, କେନ୍ଦ୍ରାପଡାରୁ ୨୮୫ ଜଣ, କେଉଁଝରରୁ ୧୮୦ ଜଣ, ଖୋର୍ଦ୍ଧାରୁ ୧୯୦୯ ଜଣ, କୋରାପୁଟରୁ ୨୭୨ ଜଣ, ମାଲକାନଗିରିରୁ ୧୧୪ ଜଣ, ମୟୁରଭଞ୍ଜରୁ ୫୮୬ ଜଣ, ନବରଙ୍ଗପୁରରୁ ୩୪୪ ଜଣ, ନୟାଗଡ଼ରୁ ୩୩୧ ଜଣ, ନୂଆପଡ଼ାରୁ ୭୦ ଜଣ, ପୁରୀରୁ ୪୭୨ ଜଣ, ରାୟଗଡାରୁ ୧୯୮ ଜଣ, ସମ୍ୱଲପୁରରୁ ୩୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

https://www.thesakala.in/latest-odisha-news/another-12852-tested-corona-positive-in-odisha/article-2356
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର