ସଂସଦର ମୌସୁମୀ ଅଧିବେଶନ ପାଇଁ ଆଜି ବସିବ ବିଜେଡିର ସଂସଦୀୟ ଦଳ ବୈଠକ

The Sakala Picture
Published On

ଭୁବନେଶ୍ୱର : ଆଜି ବିଜେଡିର ସଂସଦୀୟ ଦଳ ବୈଠକ । ସଂସଦର ମୌସୁମୀ ଅଧିବେଶନ ପାଇଁ ଆଜି ସନ୍ଧ୍ୟାରେ ବସିବ ବିଜେଡିର ସଂସଦୀୟ ଦଳ ବୈଠକ । ଗୃହରେ ଆଭିମୂଖ୍ୟ ନେଇ ରଣକୌଶଳ ପ୍ରସ୍ତୁତ କରିବ ବିଜେଡି । ଆଜି ସନ୍ଧ୍ୟା ୭ଟାରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ସଂସଦର ମୌସୁମୀ ଅଧିବେଶନରେ ଉଭୟ ଗୃହରେ ଦଳ କେଉଁ କେଉଁ ପ୍ରସଙ୍ଗ ସବୁ ଉଠାଇବ ତା ଉପରେ ଆଲୋଚନା […]

ଭୁବନେଶ୍ୱର : ଆଜି ବିଜେଡିର ସଂସଦୀୟ ଦଳ ବୈଠକ । ସଂସଦର ମୌସୁମୀ ଅଧିବେଶନ ପାଇଁ ଆଜି ସନ୍ଧ୍ୟାରେ ବସିବ ବିଜେଡିର ସଂସଦୀୟ ଦଳ ବୈଠକ । ଗୃହରେ ଆଭିମୂଖ୍ୟ ନେଇ ରଣକୌଶଳ ପ୍ରସ୍ତୁତ କରିବ ବିଜେଡି । ଆଜି ସନ୍ଧ୍ୟା ୭ଟାରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଡିଭାଇଡରରେ ପିଟି ହେଲା ସ୍କର୍ପିଓ, ଶାଶୂ ଓ ଜ୍ୱାଇଁଙ୍କ ମୃତ୍ୟୁ

ସଂସଦର ମୌସୁମୀ ଅଧିବେଶନରେ ଉଭୟ ଗୃହରେ ଦଳ କେଉଁ କେଉଁ ପ୍ରସଙ୍ଗ ସବୁ ଉଠାଇବ ତା ଉପରେ ଆଲୋଚନା ହେବ । ବିଶେଷକରି ରାଜ୍ୟ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗକୁ ମୁଖ୍ୟ ମୁଦ୍ଦା କରି ବିଜେଡି ସାଂସଦରେ ହକ୍ ମାଗିବ । ସଂସଦୀୟ ବୈଠକରେ ମୁଖ୍ୟମନ୍ତ୍ରୀ ସମସ୍ତ ସାଂସଦଙ୍କୁ ଗୁରୁମନ୍ତ୍ର ଦେବେ । ଆସନ୍ତା ୨୦ରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି ।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ କାରଣ: ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର