ବଢ଼ିଲା କାର୍ଯ୍ୟରତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ରାଶି, ୨ ଲକ୍ଷରୁ ୫ଲକ୍ଷ ଟଙ୍କାକୁ ହେଲା ବୃଦ୍ଧି

The Sakala Picture
Published On

ଭୁବନେଶ୍ୱର: କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଏ ନେଇ ଆଜି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ। ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ […]

ଭୁବନେଶ୍ୱର: କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଏ ନେଇ ଆଜି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

18 Jul 2023 By The Sakala

ବଢ଼ିଲା କାର୍ଯ୍ୟରତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ରାଶି, ୨ ଲକ୍ଷରୁ ୫ଲକ୍ଷ ଟଙ୍କାକୁ ହେଲା ବୃଦ୍ଧି

ଭୁବନେଶ୍ୱର: କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଏ ନେଇ ଆଜି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ।

ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ।

https://www.thesakala.in/latest-odisha-news/journalists-health-insurance-coverage-increased-from-rs-2-lakh-to-rs-5-lakh/article-23606
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର