ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ପୋଲିସ ଏନକାଉଣ୍ଟରରେ ହାର୍ଡକୋର ମାଓବାଦୀ ମୃତ, ବହୁ ମାଓ ସାମଗ୍ରୀ ଜବତ

The Sakala Picture
Published On

ମାଲକାନଗିରି : ପୋଲିସ ଗୁଳିରେ ଟଳିଲା ଜଣେ ଦୁର୍ଦାନ୍ତ ମାଓବାଦୀର ମୁଣ୍ଡ । ମାଲକାନଗିରି ସୀମାନ୍ତ ଛତିଶଗଡ ଦନ୍ତେୱାଡା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ହାର୍ଡକୋର ମାଓବାଦୀର ମୃତ୍ୟୁ ଘଟିଛି । ଘଟଣାସ୍ଥଳରୁ ପୁଲିସ ପ୍ରଚୁର ପରିମାଣର ମାଓ ସାମଗ୍ରୀ ଯେପରି ବିସ୍ଫୋରକ, ଗୋଟିଏ ଦେଶୀ ବନ୍ଧୁକ, ୨ଟି ଲ୍ୟାଣ୍ଡମାଇନ, ୫ଟି ଗ୍ରେନେଡ, କିଛି ଜିଲୋଟିନ ଷ୍ଟିକ, ମାଓବାଦୀଙ୍କ କିଟ ବ୍ୟାଗ, ପୋଷାକ ଜବତ ହୋଇଛି । ଛତିଶଗଡ କିରାଣ୍ଡୁଲ […]

ମାଲକାନଗିରି : ପୋଲିସ ଗୁଳିରେ ଟଳିଲା ଜଣେ ଦୁର୍ଦାନ୍ତ ମାଓବାଦୀର ମୁଣ୍ଡ । ମାଲକାନଗିରି ସୀମାନ୍ତ ଛତିଶଗଡ ଦନ୍ତେୱାଡା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ହାର୍ଡକୋର ମାଓବାଦୀର ମୃତ୍ୟୁ ଘଟିଛି । ଘଟଣାସ୍ଥଳରୁ ପୁଲିସ ପ୍ରଚୁର ପରିମାଣର ମାଓ ସାମଗ୍ରୀ ଯେପରି ବିସ୍ଫୋରକ, ଗୋଟିଏ ଦେଶୀ ବନ୍ଧୁକ, ୨ଟି ଲ୍ୟାଣ୍ଡମାଇନ, ୫ଟି ଗ୍ରେନେଡ, କିଛି ଜିଲୋଟିନ ଷ୍ଟିକ, ମାଓବାଦୀଙ୍କ କିଟ ବ୍ୟାଗ, ପୋଷାକ ଜବତ ହୋଇଛି ।

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

ଛତିଶଗଡ କିରାଣ୍ଡୁଲ ଥାନା ଅନ୍ତର୍ଗତ ବେଙ୍ଗପାଲି ଜଙ୍ଗଲ ଭିତରେ ମାଓବାଦୀମାନେ ଏକ ଶିବିର କରି ରହିଥିଲେ । ଏହି ସୂଚନା ଡିଆରଜି ବାହିନୀ ପାଇବା ପରେ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ କରିଥିଲେ । ଯବାନ ଓ ମାଓବାଦୀଙ୍କ ମଧ୍ୟରେ ୨ ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହୋଇଥିଲା ।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସିମେଣ୍ଟ ମିକ୍ସଚର ଟ୍ରକ୍ ଧକ୍କାରେ ବାପା ଓ ଝିଅଙ୍କ ମୃତ୍ୟୁ

23 May 2021 By The Sakala

ପୋଲିସ ଏନକାଉଣ୍ଟରରେ ହାର୍ଡକୋର ମାଓବାଦୀ ମୃତ, ବହୁ ମାଓ ସାମଗ୍ରୀ ଜବତ

ମାଲକାନଗିରି : ପୋଲିସ ଗୁଳିରେ ଟଳିଲା ଜଣେ ଦୁର୍ଦାନ୍ତ ମାଓବାଦୀର ମୁଣ୍ଡ । ମାଲକାନଗିରି ସୀମାନ୍ତ ଛତିଶଗଡ ଦନ୍ତେୱାଡା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ହାର୍ଡକୋର ମାଓବାଦୀର ମୃତ୍ୟୁ ଘଟିଛି । ଘଟଣାସ୍ଥଳରୁ ପୁଲିସ ପ୍ରଚୁର ପରିମାଣର ମାଓ ସାମଗ୍ରୀ ଯେପରି ବିସ୍ଫୋରକ, ଗୋଟିଏ ଦେଶୀ ବନ୍ଧୁକ, ୨ଟି ଲ୍ୟାଣ୍ଡମାଇନ, ୫ଟି ଗ୍ରେନେଡ, କିଛି ଜିଲୋଟିନ ଷ୍ଟିକ, ମାଓବାଦୀଙ୍କ କିଟ ବ୍ୟାଗ, ପୋଷାକ ଜବତ ହୋଇଛି ।

ଛତିଶଗଡ କିରାଣ୍ଡୁଲ ଥାନା ଅନ୍ତର୍ଗତ ବେଙ୍ଗପାଲି ଜଙ୍ଗଲ ଭିତରେ ମାଓବାଦୀମାନେ ଏକ ଶିବିର କରି ରହିଥିଲେ । ଏହି ସୂଚନା ଡିଆରଜି ବାହିନୀ ପାଇବା ପରେ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ କରିଥିଲେ । ଯବାନ ଓ ମାଓବାଦୀଙ୍କ ମଧ୍ୟରେ ୨ ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହୋଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର