୨୪ରେ ଆଉ ଏକ ଲଘୁଚାପ ସମ୍ଭାବନା, ଲଗାଣ ବର୍ଷା ଯୋଗୁଁ ତଳ ମୁଣ୍ଡରେ ସୃଷ୍ଟି ହୋଇପାରେ ବନ୍ୟା ସ୍ଥିତି

The Sakala Picture
Published On

ଭୁବନେଶ୍ୱର: ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖରେ ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ହେବ କେନ୍ଦ୍ରୀଭୂତ । ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ଜୁଲାଇ ଶେଷ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ନନ୍ ଷ୍ଟପ୍ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଗାଣ ବର୍ଷା ଯୋଗୁଁ ତଳ ମୁଣ୍ଡରେ ସୃଷ୍ଟି ହୋଇପାରେ ବନ୍ୟା ସ୍ଥିତି […]

ଭୁବନେଶ୍ୱର: ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖରେ ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ହେବ କେନ୍ଦ୍ରୀଭୂତ । ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ଜୁଲାଇ ଶେଷ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ନନ୍ ଷ୍ଟପ୍ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଗାଣ ବର୍ଷା ଯୋଗୁଁ ତଳ ମୁଣ୍ଡରେ ସୃଷ୍ଟି ହୋଇପାରେ ବନ୍ୟା ସ୍ଥିତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

ଅନ୍ୟପଟେ ଆଜି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ। ଉତ୍ତର-ପଶ୍ଚିମ ପାଶ୍ୱବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏ ସକ୍ରିୟ ରହିଛି। ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏନେଇ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଜନଗଣନା କରିବା ବାହାନାରେ ଆସିଲା, ବେକରେ ଛୁରୀ ଲଗାଇ ଫୋନ ଓ ମଙ୍ଗଳସୂତ୍ର ନେଇଗଲା ଲୁଟେରା

ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଏଥିସହ ଉପକୂଳ ଓଡ଼ିଶା ମଧ୍ୟ ଭିଜବ । ଏଥିସହ ତଳିଆ ଅଞ୍ଚଳରେ ଭୂସ୍ଖଳନ ଓ ବନ୍ୟା ସ୍ଥିତି ମଧ୍ୟ ଉପୁଜିପାରେ ବୋଲି ପାଣିପାଗ ବୈଜ୍ଞାନିକ ମତ ରଖିଛନ୍ତି।

ଆହୁରି ପଢ଼ନ୍ତୁ: ବ୍ୟବସାୟୀଙ୍କୁ ଅପହରଣ କରି ୨ କୋଟି ଦାବି କଲେ ଦୁବୃର୍ତ୍ତ, ପରିବାର ପୁଲିସର ଦ୍ୱାରସ୍ଥ ହେବାରୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

20 Jul 2023 By The Sakala

୨୪ରେ ଆଉ ଏକ ଲଘୁଚାପ ସମ୍ଭାବନା, ଲଗାଣ ବର୍ଷା ଯୋଗୁଁ ତଳ ମୁଣ୍ଡରେ ସୃଷ୍ଟି ହୋଇପାରେ ବନ୍ୟା ସ୍ଥିତି

ଭୁବନେଶ୍ୱର: ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖରେ ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ହେବ କେନ୍ଦ୍ରୀଭୂତ । ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ଜୁଲାଇ ଶେଷ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ନନ୍ ଷ୍ଟପ୍ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଗାଣ ବର୍ଷା ଯୋଗୁଁ ତଳ ମୁଣ୍ଡରେ ସୃଷ୍ଟି ହୋଇପାରେ ବନ୍ୟା ସ୍ଥିତି ।

ଅନ୍ୟପଟେ ଆଜି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ। ଉତ୍ତର-ପଶ୍ଚିମ ପାଶ୍ୱବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏ ସକ୍ରିୟ ରହିଛି। ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏନେଇ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଏଥିସହ ଉପକୂଳ ଓଡ଼ିଶା ମଧ୍ୟ ଭିଜବ । ଏଥିସହ ତଳିଆ ଅଞ୍ଚଳରେ ଭୂସ୍ଖଳନ ଓ ବନ୍ୟା ସ୍ଥିତି ମଧ୍ୟ ଉପୁଜିପାରେ ବୋଲି ପାଣିପାଗ ବୈଜ୍ଞାନିକ ମତ ରଖିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର