ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ୱୋଧିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ଆଜି ଅପରାହ୍ନରେ ରାଜ୍ୟବାସୀଙ୍କୁ ସମ୍ୱୋଧିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ । କରୋନା ମୁକାବିଲା ସାଙ୍ଗକୁ ବାତ୍ୟା ପରିସ୍ଥିତି ନେଇ ଦେଇପାରନ୍ତି ବାର୍ତ୍ତା । ଦୃଢ଼ତାର ସହ କଠିନ ପରିସ୍ଥିତିର ମୁକାବିଲା ନେଇ ସମ୍ବୋଧନ କରିପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତ ବର୍ଷ ମଧ୍ୟ କରୋନା କାଳରେ ବାତ୍ୟା ଆସିଥିଲା । ଯାହାର ସଫଳ ମୁକାବିଲା କରିଥିଲେ ରାଜ୍ୟ ସରକାର । ଚଳିତ ଥର […]

ଭୁବନେଶ୍ୱର: ଆଜି ଅପରାହ୍ନରେ ରାଜ୍ୟବାସୀଙ୍କୁ ସମ୍ୱୋଧିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ । କରୋନା ମୁକାବିଲା ସାଙ୍ଗକୁ ବାତ୍ୟା ପରିସ୍ଥିତି ନେଇ ଦେଇପାରନ୍ତି ବାର୍ତ୍ତା । ଦୃଢ଼ତାର ସହ କଠିନ ପରିସ୍ଥିତିର ମୁକାବିଲା ନେଇ ସମ୍ବୋଧନ କରିପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତ ବର୍ଷ ମଧ୍ୟ କରୋନା କାଳରେ ବାତ୍ୟା ଆସିଥିଲା । ଯାହାର ସଫଳ ମୁକାବିଲା କରିଥିଲେ ରାଜ୍ୟ ସରକାର ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ଚଳିତ ଥର ମଧ୍ୟ ସମାନ ପରିସ୍ଥିତି ଉପୁଜିଥିବା ବେଳେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାର ଯଥେଷ୍ଟ ଆଶଙ୍କା ରହିଛି । ଏଭଳି ସମୟରେ ପରିସ୍ଥିତିର ମୁକାବିଲା ନେଇ ଲୋକଙ୍କ ସହଯୋଗର ଯଥେଷ୍ଟ ଆବଶ୍ୟକତା ରହିଛି । ଏଣୁ ଆଜି ଅପରାହ୍ଣରେ ଏହି ପରିସ୍ଥିତିର ମୁକାବିଲା ନେଇ ରାଜ୍ୟବାସୀଙ୍କୁ ନିବେଦନ କରିପାରନ୍ତି ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର