ଆକ୍ସନ ମୋଡ଼ରେ କମିଶନରେଟ ପୋଲିସ; ନିଶା ବେପାର ଚଳାଇଥିବା ରାଜନ ନାୟକ ଘରେ ବୁଲିଲା ବୁଲଡୋଜର

The Sakala Picture
Published On

ଭୁବନେଶ୍ୱର: ଅପରାଧ ଛାଡ଼ ନହେଲେ ଭୁବନେଶ୍ୱର ଛାଡ଼। ଆଇନକୁ ହାତକୁ ନେଲେ ହାତକଡି ପିନ୍ଧାଇବା ସହ ପୋଲିସ ଦେଖାଇବ ତାର ଅସଲ ରୂପ। ପେଶାଦାର ଅପରାଧୀଙ୍କୁ ଗିରଫ କରି ଟ୍ରେଲର ଦେଖାଇଥିବା ପୋଲିସ ଆଜି ଦେଖାଇଛି ପୁରା ଫିଲ୍ମ । ଭରତପୁର ଥାନା ବରମୁଣ୍ଡା ମହାବୀର ନଗର ବସ୍ତିରେ ନିଶା ବେପାର ଚଳାଇଥିବା ରାଜନ ନାୟକର ଘରେ ବୁଲଡୋଜର ବୁଲାଇଛି ପୋଲିସ। ଅଭିଯୁକ୍ତ ୧୦ ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି ଉକ୍ତ ବସ୍ତିରେ ନିଶା ବେପାର ଚଳାଉଥିବା […]

ଭୁବନେଶ୍ୱର: ଅପରାଧ ଛାଡ଼ ନହେଲେ ଭୁବନେଶ୍ୱର ଛାଡ଼। ଆଇନକୁ ହାତକୁ ନେଲେ ହାତକଡି ପିନ୍ଧାଇବା ସହ ପୋଲିସ ଦେଖାଇବ ତାର ଅସଲ ରୂପ। ପେଶାଦାର ଅପରାଧୀଙ୍କୁ ଗିରଫ କରି ଟ୍ରେଲର ଦେଖାଇଥିବା ପୋଲିସ ଆଜି ଦେଖାଇଛି ପୁରା ଫିଲ୍ମ । ଭରତପୁର ଥାନା ବରମୁଣ୍ଡା ମହାବୀର ନଗର ବସ୍ତିରେ ନିଶା ବେପାର ଚଳାଇଥିବା ରାଜନ ନାୟକର ଘରେ ବୁଲଡୋଜର ବୁଲାଇଛି ପୋଲିସ।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

ଅଭିଯୁକ୍ତ ୧୦ ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି ଉକ୍ତ ବସ୍ତିରେ ନିଶା ବେପାର ଚଳାଉଥିବା ନେଇ ମହିଳା ସଂଗଠନ ଅଭିଯୋଗ ଆଣିଥିଲେ । ଅଭିଯୋଗ ପାଇବା ପରେ ପୋଲିସ ଅଭିଯୁକ୍ତକୁ ଗିରଫ କରିଥିଲେ ସୁଦ୍ଧା ଜାମିନରେ ଆସି ନିଶା ବେପାର ଚଳାଇଥିଲା । ଦୀର୍ଘଦିନ ଧରି ସରକାରୀ ଜାଗାରେ ଘର କରି ନିଶା ବେପାର କରିବା ସହ ଅପରାଧ ଘଟଉଥିଲେ । ଅପରାଧ ଓ ଅପରାଧୀଙ୍କ ବିରୋଧରେ ଜିରୋ ଟଲରାନ୍ସ ନୀତି କମିଶନରେଟ ପୋଲିସ ଆପଣାଉଥିବା ସୂଚନା ଦେଇଛନ୍ତି ଥାନାଧିକାରୀ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ TPCODL ଲାଇନମ୍ୟାନ୍, ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ

28 Jul 2023 By The Sakala

ଆକ୍ସନ ମୋଡ଼ରେ କମିଶନରେଟ ପୋଲିସ; ନିଶା ବେପାର ଚଳାଇଥିବା ରାଜନ ନାୟକ ଘରେ ବୁଲିଲା ବୁଲଡୋଜର

ଭୁବନେଶ୍ୱର: ଅପରାଧ ଛାଡ଼ ନହେଲେ ଭୁବନେଶ୍ୱର ଛାଡ଼। ଆଇନକୁ ହାତକୁ ନେଲେ ହାତକଡି ପିନ୍ଧାଇବା ସହ ପୋଲିସ ଦେଖାଇବ ତାର ଅସଲ ରୂପ। ପେଶାଦାର ଅପରାଧୀଙ୍କୁ ଗିରଫ କରି ଟ୍ରେଲର ଦେଖାଇଥିବା ପୋଲିସ ଆଜି ଦେଖାଇଛି ପୁରା ଫିଲ୍ମ । ଭରତପୁର ଥାନା ବରମୁଣ୍ଡା ମହାବୀର ନଗର ବସ୍ତିରେ ନିଶା ବେପାର ଚଳାଇଥିବା ରାଜନ ନାୟକର ଘରେ ବୁଲଡୋଜର ବୁଲାଇଛି ପୋଲିସ।

ଅଭିଯୁକ୍ତ ୧୦ ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି ଉକ୍ତ ବସ୍ତିରେ ନିଶା ବେପାର ଚଳାଉଥିବା ନେଇ ମହିଳା ସଂଗଠନ ଅଭିଯୋଗ ଆଣିଥିଲେ । ଅଭିଯୋଗ ପାଇବା ପରେ ପୋଲିସ ଅଭିଯୁକ୍ତକୁ ଗିରଫ କରିଥିଲେ ସୁଦ୍ଧା ଜାମିନରେ ଆସି ନିଶା ବେପାର ଚଳାଇଥିଲା । ଦୀର୍ଘଦିନ ଧରି ସରକାରୀ ଜାଗାରେ ଘର କରି ନିଶା ବେପାର କରିବା ସହ ଅପରାଧ ଘଟଉଥିଲେ । ଅପରାଧ ଓ ଅପରାଧୀଙ୍କ ବିରୋଧରେ ଜିରୋ ଟଲରାନ୍ସ ନୀତି କମିଶନରେଟ ପୋଲିସ ଆପଣାଉଥିବା ସୂଚନା ଦେଇଛନ୍ତି ଥାନାଧିକାରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର