କରୋନାରେ ଆଖିବୁଜିଲେ ବିଶିଷ୍ଟ ପ୍ରବଚକ ଚାରଣ ରାମଦାସ

The Sakala Picture
Published On

ଭୁବନେଶ୍ବର: ବିଶିଷ୍ଟ ପ୍ରବଚକ ଶ୍ରୀ ଚାରଣ ରାମଦାସଙ୍କର କରୋନାର ଦେହାନ୍ତ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ପୁରୀ କୋଭିଡ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ସୋମବାର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି। ସେ ୬୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବିଭିନ୍ନ ଦୈବ ତଥା ଭଗବତ କଥା ପ୍ରବଚନ କରି ବେଶ ଲୋକପ୍ରିୟ ହୋଇପାରିଥିଲେ ଚାରଣ ରାମଦାସ। ବିଶେଷ ଭାବେ ଜଗନ୍ନାଥ ସଂସ୍କୃତି ଓ ଶ୍ରୀଜଗନ୍ନାଥଙ୍କ ମହିମା କଥା ସେ ପ୍ରବଚନ […]

ଭୁବନେଶ୍ବର: ବିଶିଷ୍ଟ ପ୍ରବଚକ ଶ୍ରୀ ଚାରଣ ରାମଦାସଙ୍କର କରୋନାର ଦେହାନ୍ତ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ପୁରୀ କୋଭିଡ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ସୋମବାର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି। ସେ ୬୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ବିଭିନ୍ନ ଦୈବ ତଥା ଭଗବତ କଥା ପ୍ରବଚନ କରି ବେଶ ଲୋକପ୍ରିୟ ହୋଇପାରିଥିଲେ ଚାରଣ ରାମଦାସ। ବିଶେଷ ଭାବେ ଜଗନ୍ନାଥ ସଂସ୍କୃତି ଓ ଶ୍ରୀଜଗନ୍ନାଥଙ୍କ ମହିମା କଥା ସେ ପ୍ରବଚନ ମାଧ୍ୟମରେ ଲୋକଙ୍କୁ ପରିବେଷଣ କରୁଥିଲେ । ତାଙ୍କ ପ୍ରବଚନ ଶୈଳୀ ଅନ୍ୟଙ୍କଠୁ ଭିନ୍ନ ଥିଲା । ଯାହା ତାଙ୍କୁ ଓଡ଼ିଶାର ଘରେ ଘରେ ପରିଚିତ କରିଥିଲା ।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

25 May 2021 By The Sakala

କରୋନାରେ ଆଖିବୁଜିଲେ ବିଶିଷ୍ଟ ପ୍ରବଚକ ଚାରଣ ରାମଦାସ

ଭୁବନେଶ୍ବର: ବିଶିଷ୍ଟ ପ୍ରବଚକ ଶ୍ରୀ ଚାରଣ ରାମଦାସଙ୍କର କରୋନାର ଦେହାନ୍ତ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ପୁରୀ କୋଭିଡ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ସୋମବାର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି। ସେ ୬୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ବିଭିନ୍ନ ଦୈବ ତଥା ଭଗବତ କଥା ପ୍ରବଚନ କରି ବେଶ ଲୋକପ୍ରିୟ ହୋଇପାରିଥିଲେ ଚାରଣ ରାମଦାସ। ବିଶେଷ ଭାବେ ଜଗନ୍ନାଥ ସଂସ୍କୃତି ଓ ଶ୍ରୀଜଗନ୍ନାଥଙ୍କ ମହିମା କଥା ସେ ପ୍ରବଚନ ମାଧ୍ୟମରେ ଲୋକଙ୍କୁ ପରିବେଷଣ କରୁଥିଲେ । ତାଙ୍କ ପ୍ରବଚନ ଶୈଳୀ ଅନ୍ୟଙ୍କଠୁ ଭିନ୍ନ ଥିଲା । ଯାହା ତାଙ୍କୁ ଓଡ଼ିଶାର ଘରେ ଘରେ ପରିଚିତ କରିଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର