ରାଜଧାନୀରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ବିଭିନ୍ନ ସ୍ଥାନରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

The Sakala Picture
Published On

ଭୁବନେଶ୍ବର: ରାଜଧାନୀରେ ଘଡଘଡି ବିଜୁଳି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଅଧିକାଂଶ ଅଞ୍ଚଳରେ ବିଦ୍ୟୁତ ସେବା ମଧ୍ୟ ବ୍ୟାଘାତ ରହିଛି। ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ଟୁଇନ୍‌ ସିଟି ଭୁବନେଶ୍ୱର-କଟକ ପାଇଁ ପ୍ରବଳ ବର୍ଷା ଆଲର୍ଟ ଜାରି ହୋଇଛି। ୭୦ ରୁ ୨୦୦ ମିମି ବର୍ଷିବା ନେଇ ଆକଳନ କରାଯାଇଛି। ପ୍ରବଳରୁ ଅତିପ୍ରବଳ […]

ଭୁବନେଶ୍ବର: ରାଜଧାନୀରେ ଘଡଘଡି ବିଜୁଳି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଅଧିକାଂଶ ଅଞ୍ଚଳରେ ବିଦ୍ୟୁତ ସେବା ମଧ୍ୟ ବ୍ୟାଘାତ ରହିଛି। ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ଟୁଇନ୍‌ ସିଟି ଭୁବନେଶ୍ୱର-କଟକ ପାଇଁ ପ୍ରବଳ ବର୍ଷା ଆଲର୍ଟ ଜାରି ହୋଇଛି। ୭୦ ରୁ ୨୦୦ ମିମି ବର୍ଷିବା ନେଇ ଆକଳନ କରାଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷାରେ ରାଜଧାନୀର ବିଭିନ୍ନ ସ୍ଥାନରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।  ଇସ୍କନ ମନ୍ଦିର ସମ୍ମୁଖରେ ୩ ଫୁଟ ଉଚ୍ଚର ପାଣି ଦେଖିବାକୁ ମିଳିଛି। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

31 Jul 2023 By The Sakala

ରାଜଧାନୀରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ବିଭିନ୍ନ ସ୍ଥାନରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଭୁବନେଶ୍ବର: ରାଜଧାନୀରେ ଘଡଘଡି ବିଜୁଳି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଅଧିକାଂଶ ଅଞ୍ଚଳରେ ବିଦ୍ୟୁତ ସେବା ମଧ୍ୟ ବ୍ୟାଘାତ ରହିଛି। ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ଟୁଇନ୍‌ ସିଟି ଭୁବନେଶ୍ୱର-କଟକ ପାଇଁ ପ୍ରବଳ ବର୍ଷା ଆଲର୍ଟ ଜାରି ହୋଇଛି। ୭୦ ରୁ ୨୦୦ ମିମି ବର୍ଷିବା ନେଇ ଆକଳନ କରାଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷାରେ ରାଜଧାନୀର ବିଭିନ୍ନ ସ୍ଥାନରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।  ଇସ୍କନ ମନ୍ଦିର ସମ୍ମୁଖରେ ୩ ଫୁଟ ଉଚ୍ଚର ପାଣି ଦେଖିବାକୁ ମିଳିଛି। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

https://www.thesakala.in/latest-odisha-news/thunderstorms-and-heavy-rains-in-the-bbsr/article-24007
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର