ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର, ଆଜି ଅପରାହ୍ନରେ ଖୋଲିବ ହୀରାକୁଦ ଗେଟ୍

The Sakala Picture
Published On

ହୀରାକୁଦ: ଅପରାହ୍ନରେ ଖୋଲିବ ହୀରାକୁଦ ଡ୍ୟାମ୍‌‌ ଗେଟ୍‌‌। ହୀରାକୁଦ ଜଳସ୍ତର ବଢୁଥିବାରୁ ଅଧିକ ଗେଟ୍‌‌ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ସାମ୍ବାଦିକ ସମ୍ମିଳନୀରେ ଆଜି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ପକ୍ଷରୁ ସୂଚନା ମିଳିଛି। କାଲି ଛତିଶଗଡ ଉପରମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦରେ ଜଳସ୍ତର ବୃଦ୍ଧି ପାଇଛି। ବର୍ତ୍ତମାନ ହୀରାକୁଦର ୨ଟି ଗେଟ୍‌‌ ଖୋଲାଅଛି। ହୀରାକୁଦକୁ ସେକେଣ୍ଡ ପ୍ରତି ୪ ଲକ୍ଷ ୭୭ ହଜାର କ୍ୟୁସେକ ଜଳ ପ୍ରବେଶ କରୁଛି। ହୀରାକୁଦରୁ ୬୯ ହଜାର କ୍ୟୁସେକ ଜଳ […]

ହୀରାକୁଦ: ଅପରାହ୍ନରେ ଖୋଲିବ ହୀରାକୁଦ ଡ୍ୟାମ୍‌‌ ଗେଟ୍‌‌। ହୀରାକୁଦ ଜଳସ୍ତର ବଢୁଥିବାରୁ ଅଧିକ ଗେଟ୍‌‌ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ସାମ୍ବାଦିକ ସମ୍ମିଳନୀରେ ଆଜି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ପକ୍ଷରୁ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

କାଲି ଛତିଶଗଡ ଉପରମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦରେ ଜଳସ୍ତର ବୃଦ୍ଧି ପାଇଛି। ବର୍ତ୍ତମାନ ହୀରାକୁଦର ୨ଟି ଗେଟ୍‌‌ ଖୋଲାଅଛି। ହୀରାକୁଦକୁ ସେକେଣ୍ଡ ପ୍ରତି ୪ ଲକ୍ଷ ୭୭ ହଜାର କ୍ୟୁସେକ ଜଳ ପ୍ରବେଶ କରୁଛି। ହୀରାକୁଦରୁ ୬୯ ହଜାର କ୍ୟୁସେକ ଜଳ ନିଷ୍କାସନ ହେଉଛି।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

ଖବର ଅନୁଯାୟୀ, ଛତିଶଗଡର ସମୋଦା ବ୍ୟାରେଜର ୮ଟି ଗେଟ୍ ଖୋଲିଛି। ୮ ଟି ଗେଟଦେଇ ସମୋଦାରୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି।

ଆହୁରି ପଢ଼ନ୍ତୁ: ଚାନ୍ଦିପୁରରେ DRDO ପକ୍ଷରୁ ସଫଳ କ୍ଷେପଣାସ୍ତ୍ର ପରୀକ୍ଷଣ: ସୁରକ୍ଷିତ ସ୍ଥାନକୁ ଗଲେ ୧୧ ହଜାରରୁ ଅଧିକ ଲୋକ

04 Aug 2023 By The Sakala

ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର, ଆଜି ଅପରାହ୍ନରେ ଖୋଲିବ ହୀରାକୁଦ ଗେଟ୍

ହୀରାକୁଦ: ଅପରାହ୍ନରେ ଖୋଲିବ ହୀରାକୁଦ ଡ୍ୟାମ୍‌‌ ଗେଟ୍‌‌। ହୀରାକୁଦ ଜଳସ୍ତର ବଢୁଥିବାରୁ ଅଧିକ ଗେଟ୍‌‌ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ସାମ୍ବାଦିକ ସମ୍ମିଳନୀରେ ଆଜି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ପକ୍ଷରୁ ସୂଚନା ମିଳିଛି।

କାଲି ଛତିଶଗଡ ଉପରମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦରେ ଜଳସ୍ତର ବୃଦ୍ଧି ପାଇଛି। ବର୍ତ୍ତମାନ ହୀରାକୁଦର ୨ଟି ଗେଟ୍‌‌ ଖୋଲାଅଛି। ହୀରାକୁଦକୁ ସେକେଣ୍ଡ ପ୍ରତି ୪ ଲକ୍ଷ ୭୭ ହଜାର କ୍ୟୁସେକ ଜଳ ପ୍ରବେଶ କରୁଛି। ହୀରାକୁଦରୁ ୬୯ ହଜାର କ୍ୟୁସେକ ଜଳ ନିଷ୍କାସନ ହେଉଛି।

ଖବର ଅନୁଯାୟୀ, ଛତିଶଗଡର ସମୋଦା ବ୍ୟାରେଜର ୮ଟି ଗେଟ୍ ଖୋଲିଛି। ୮ ଟି ଗେଟଦେଇ ସମୋଦାରୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର