୬ ସପ୍ତାହ ମଧ୍ୟରେ ASO ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

The Sakala Picture
Published On

କଟକ: ASO ଚୟନ ଅନିୟମିତତା ମାମଲାରେ ଆଜି ହାଇକୋର୍ଟ ରାୟ ଦେଇଛନ୍ତି। ୬ ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତ ଅବମାନନା ମାମଲାରେ ଓପିଏସସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଖବର ଅନୁଯାୟୀ, ମେ’୧୯ ରାୟକୁ ପାଳନ କରାଯାଇ ନଥିବାରୁ ଅବମାନନା ଏନେଇ ଏକ ଅବମାନନା ମାମଲା ଦାୟର ହୋଇଥିଲା। ସାନି ମେରିଟ୍‌‌ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ରାୟ ଶୁଣାଇଥିଲେ।

କଟକ: ASO ଚୟନ ଅନିୟମିତତା ମାମଲାରେ ଆଜି ହାଇକୋର୍ଟ ରାୟ ଦେଇଛନ୍ତି। ୬ ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତ ଅବମାନନା ମାମଲାରେ ଓପିଏସସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ବିବାହ ବେଦୀରେ ବସିବା ପରେ ବଦଳିଗଲା ବରର ମନ, କନିଆଁକୁ ଛାଡ଼ି ପଳାଇ ଆସିଲା ପୁଅ

ଖବର ଅନୁଯାୟୀ, ମେ’୧୯ ରାୟକୁ ପାଳନ କରାଯାଇ ନଥିବାରୁ ଅବମାନନା ଏନେଇ ଏକ ଅବମାନନା ମାମଲା ଦାୟର ହୋଇଥିଲା। ସାନି ମେରିଟ୍‌‌ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ରାୟ ଶୁଣାଇଥିଲେ।

ଆହୁରି ପଢ଼ନ୍ତୁ: କାଠଯୋଡ଼ି ନଦୀରୁ ମେଡିକାଲ ଛାତ୍ରୀ ମୃତଦେହ ଉଦ୍ଧାର ଘଟଣା: ବାରଙ୍ଗ ଥାନାରେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ

04 Aug 2023 By The Sakala

୬ ସପ୍ତାହ ମଧ୍ୟରେ ASO ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ASO ଚୟନ ଅନିୟମିତତା ମାମଲାରେ ଆଜି ହାଇକୋର୍ଟ ରାୟ ଦେଇଛନ୍ତି। ୬ ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତ ଅବମାନନା ମାମଲାରେ ଓପିଏସସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଖବର ଅନୁଯାୟୀ, ମେ’୧୯ ରାୟକୁ ପାଳନ କରାଯାଇ ନଥିବାରୁ ଅବମାନନା ଏନେଇ ଏକ ଅବମାନନା ମାମଲା ଦାୟର ହୋଇଥିଲା। ସାନି ମେରିଟ୍‌‌ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ରାୟ ଶୁଣାଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର