ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ହୀରାକୁଦ ଜଳସ୍ତର

The Sakala Picture
Published On

ସମ୍ବଲପୁର: ବଢୁଛି ହୀରାକୁଦ ଜଳସ୍ତର । ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ବର୍ତ୍ତମାନ ହୀରାକୁଦର ୧୨ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ଗତକାଲି ଦୁଇଟି ପର୍ଯ୍ୟାୟରେ ୧୦ଟି ଗେଟ୍‌ ଖୋଲିଥିଲା । ହୀରାକୁଦକୁ ପ୍ରବଳ ମାତ୍ରାରେ ପାଣି ପ୍ରବେଶ କରୁଛି । ଜଳସ୍ତର ବଢୁଥିବାରୁ ହୀରାକୁଦର ଆହୁରି ଗେଟ୍ ଖୋଲାଯିବାର ଆଶଙ୍କା ସୃଷ୍ଟି ହୋଇଛି । ୬୨୦.୪୧ଫୁଟରେ ପହଞ୍ଚିଲା ହୀରାକୁଦ ଜଳ । ବର୍ତମାନ […]

ସମ୍ବଲପୁର: ବଢୁଛି ହୀରାକୁଦ ଜଳସ୍ତର । ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ବର୍ତ୍ତମାନ ହୀରାକୁଦର ୧୨ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ଗତକାଲି ଦୁଇଟି ପର୍ଯ୍ୟାୟରେ ୧୦ଟି ଗେଟ୍‌ ଖୋଲିଥିଲା । ହୀରାକୁଦକୁ ପ୍ରବଳ ମାତ୍ରାରେ ପାଣି ପ୍ରବେଶ କରୁଛି । ଜଳସ୍ତର ବଢୁଥିବାରୁ ହୀରାକୁଦର ଆହୁରି ଗେଟ୍ ଖୋଲାଯିବାର ଆଶଙ୍କା ସୃଷ୍ଟି ହୋଇଛି ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

୬୨୦.୪୧ଫୁଟରେ ପହଞ୍ଚିଲା ହୀରାକୁଦ ଜଳ । ବର୍ତମାନ ଡ୍ୟାମ ଭିତରକୁ ପ୍ରବେଶ କରୁଛି ୪ ଲକ୍ଷ ୮୪ ହଜାର ଘନଫୁଟ ବନ୍ୟାଜଳ । ଅନ୍ୟପଟେ ଲକ୍ଷେ ୭୦ ହଜାର ୨୮୦ ଘନଫୁଟ ବନ୍ୟାଜଳ ଜଳଭଣ୍ଡାରରୁ ନିସ୍କାସିତ ହେଉଛି । ହୀରାକୁଦରୁ ଏବେ ମୋଟ ୧୨ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବାମପଟୁ ୭ଟି ଏବଂ ଡାହାଣ ପଟୁ ୫ଟି ଗେଟ୍ ଖୋଲାଅଛି । ମୁଣ୍ଡଳିରେ ୪ ଲକ୍ଷ ୨୦ ହଜାର ୮୨୪ ଘନଫୁଟ ବନ୍ୟାଜଳ ପ୍ରବାହିତ ହେଉଛି ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

05 Aug 2023 By The Sakala

ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ହୀରାକୁଦ ଜଳସ୍ତର

ସମ୍ବଲପୁର: ବଢୁଛି ହୀରାକୁଦ ଜଳସ୍ତର । ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ବର୍ତ୍ତମାନ ହୀରାକୁଦର ୧୨ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ଗତକାଲି ଦୁଇଟି ପର୍ଯ୍ୟାୟରେ ୧୦ଟି ଗେଟ୍‌ ଖୋଲିଥିଲା । ହୀରାକୁଦକୁ ପ୍ରବଳ ମାତ୍ରାରେ ପାଣି ପ୍ରବେଶ କରୁଛି । ଜଳସ୍ତର ବଢୁଥିବାରୁ ହୀରାକୁଦର ଆହୁରି ଗେଟ୍ ଖୋଲାଯିବାର ଆଶଙ୍କା ସୃଷ୍ଟି ହୋଇଛି ।

୬୨୦.୪୧ଫୁଟରେ ପହଞ୍ଚିଲା ହୀରାକୁଦ ଜଳ । ବର୍ତମାନ ଡ୍ୟାମ ଭିତରକୁ ପ୍ରବେଶ କରୁଛି ୪ ଲକ୍ଷ ୮୪ ହଜାର ଘନଫୁଟ ବନ୍ୟାଜଳ । ଅନ୍ୟପଟେ ଲକ୍ଷେ ୭୦ ହଜାର ୨୮୦ ଘନଫୁଟ ବନ୍ୟାଜଳ ଜଳଭଣ୍ଡାରରୁ ନିସ୍କାସିତ ହେଉଛି । ହୀରାକୁଦରୁ ଏବେ ମୋଟ ୧୨ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବାମପଟୁ ୭ଟି ଏବଂ ଡାହାଣ ପଟୁ ୫ଟି ଗେଟ୍ ଖୋଲାଅଛି । ମୁଣ୍ଡଳିରେ ୪ ଲକ୍ଷ ୨୦ ହଜାର ୮୨୪ ଘନଫୁଟ ବନ୍ୟାଜଳ ପ୍ରବାହିତ ହେଉଛି ।

https://www.thesakala.in/latest-odisha-news/water-level-rising-in-hirakud-dam/article-24149
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର