ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଏବଂ ମାଓ ଦମନକୁ ନେଇ ଓଡ଼ିଶାକୁ ପ୍ରଶଂସା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

The Sakala Picture
Published On

ଭୁବନେଶ୍ବର: ନକ୍ସଲ ଦମନ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ଓଡ଼ିଶା ସରକାରଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସେ କହିଛନ୍ତି ଯେ, ପୂର୍ବାଞ୍ଚଳର ବିକାଶ ଉପରେ କେନ୍ଦ୍ର ସରକାର ଗୁରୁତ୍ୱ ଦେଇଆସୁଛନ୍ତି । ୨୦୧୫ରୁ ୨୦୧୯ ମଧ୍ୟରେ ମାଓବାଦୀ ହିଂସା ୩୦ ପ୍ରତିଶତ ହ୍ରାସ ପାଇଛି । ନକ୍ସଲ ବିରୋଧୀ ଅଭିଯାନରେ ସଫଳତା ପାଇଁ ହ୍ରାସ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ। ଆଜି ଲୋକସେବା ଭବନରେ ଆୟୋଜିତ […]

ଭୁବନେଶ୍ବର: ନକ୍ସଲ ଦମନ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ଓଡ଼ିଶା ସରକାରଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସେ କହିଛନ୍ତି ଯେ, ପୂର୍ବାଞ୍ଚଳର ବିକାଶ ଉପରେ କେନ୍ଦ୍ର ସରକାର ଗୁରୁତ୍ୱ ଦେଇଆସୁଛନ୍ତି । ୨୦୧୫ରୁ ୨୦୧୯ ମଧ୍ୟରେ ମାଓବାଦୀ ହିଂସା ୩୦ ପ୍ରତିଶତ ହ୍ରାସ ପାଇଛି । ନକ୍ସଲ ବିରୋଧୀ ଅଭିଯାନରେ ସଫଳତା ପାଇଁ ହ୍ରାସ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ। ଆଜି ଲୋକସେବା ଭବନରେ ଆୟୋଜିତ ଏନଏଚ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଅମିତ ଶାହ ଓଡ଼ିଶା ସରକାରଙ୍କୁ ପ୍ରଶଂସା କରିଥିଲେ ।

ଆହୁରି ପଢ଼ନ୍ତୁ: ଦର୍ଶକଙ୍କ ପାଇଁ ଖୋଲିଲା ନୂଆ ରୂପର 'କଳିଙ୍ଗ ଷ୍ଟୁଡିଓ': ସ୍ନୋ ପାର୍କ ସହ ନେବେ ଭୂତ ବଙ୍ଗଳାର ମଜା, ଜାଣନ୍ତୁ ଟିକେଟ୍ ଦର

ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ରୋଲ ମଡେଲ ପାଲଟିଛି ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି । ନୂଆ ନୂଆ ପଦକ୍ଷେପ ଯୋଗୁଁ ବାତ୍ୟାର ମୁକାବିଲା କରି ଧନଜୀବନ ସୁରକ୍ଷିତ କରିବାରେ ସଫଳ ହୋଇଛି ନବୀନ ସରକାର । ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲାରେ ଓଡ଼ିଶାର କାମ ପ୍ରଶଂସନୀୟ ବୋଲି କହିଛନ୍ତି ଅମିତ ଶାହ କହିଛନ୍ତି।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର