୫-ଟି ସଚିବଙ୍କ ବଲାଙ୍ଗୀର ଗସ୍ତର ଦ୍ବିତୀୟ ଦିନ: ବିଭିନ୍ନ ଉନ୍ନୟନମୂଳକ କାମର ଅନୁଧ୍ୟାନ ସହ ଅଗ୍ରଗତି ନେଇ ଚାଲିଛି ସମୀକ୍ଷା

The Sakala Picture
Published On

ବଲାଙ୍ଗୀର: ତୃଣମୂଳସ୍ତରରେ ବିକାଶର ନନଷ୍ଟପ୍ ସମୀକ୍ଷା । ବଲାଙ୍ଗୀର ଗସ୍ତର ଦ୍ବିତୀୟ ଦିନରେ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍ । ବଲାଙ୍ଗୀର ସମଲେଇ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ରୂପାନ୍ତରଣ ନେଇ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । ଖୁବଶୀଘ୍ର ଭବ୍ୟ ମନ୍ଦିର ନିର୍ମାଣ କରାଯିବ । ଜିଲ୍ଲା ମନ୍ଦିରର ପ୍ଲାନ କରି ପଠାଇବେ ବୋଲି କହିଛନ୍ତି ୫ଟି ସଚିବ । ମନ୍ଦିରର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଲୋକଙ୍କୁ […]

ବଲାଙ୍ଗୀର: ତୃଣମୂଳସ୍ତରରେ ବିକାଶର ନନଷ୍ଟପ୍ ସମୀକ୍ଷା । ବଲାଙ୍ଗୀର ଗସ୍ତର ଦ୍ବିତୀୟ ଦିନରେ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍ । ବଲାଙ୍ଗୀର ସମଲେଇ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ରୂପାନ୍ତରଣ ନେଇ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । ଖୁବଶୀଘ୍ର ଭବ୍ୟ ମନ୍ଦିର ନିର୍ମାଣ କରାଯିବ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲର ସେକ୍ସନ ଅଫିସର୍, ୨୫୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ଜିଲ୍ଲା ମନ୍ଦିରର ପ୍ଲାନ କରି ପଠାଇବେ ବୋଲି କହିଛନ୍ତି ୫ଟି ସଚିବ । ମନ୍ଦିରର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଲୋକଙ୍କୁ ଭେଟିବା ସହ ଅଭିଯୋଗ ପତ୍ର ଗ୍ରହଣ କରୁଛନ୍ତି । ସିଏମ୍ଓ ଲୋକଙ୍କ ପାଖରେ ପହଞ୍ଚିଥିବାରୁ ୫ଚି ସଚିବଙ୍କୁ ନିଜର ଦାବି ପତ୍ର ପ୍ରଦାନ କରୁଛନ୍ତି ଲୋକେ ।

ଆହୁରି ପଢ଼ନ୍ତୁ: ନିର୍ବନ୍ଧ ପରେ ଯୁବତୀଙ୍କୁ ହତ୍ୟା ଘଟଣା: ଜାମସେଦପୁରରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କଲା ପୋଲିସ

ସହରରେ ଥିବା ମନ୍ଦିର, ମସଜିଦ, ଚର୍ଚ୍ଚ ଓ କମ୍ୟୁନିଟି ସେଣ୍ଟରର ବିକାଶ ନେଇ ହୋଇଥିବା ଆବେଦନକୁ ଶୀଘ୍ର ପୂରଣ କରାଯିବ । ଏନେଇ ମୁଖ୍ୟମନ୍ତ୍ରୀ ସପ୍ତାହକ ଭିତରେ ଖୁସି ଖବର ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ୫ଟି ସଚିବ । ଏହାସହ ଅନ୍ୟ ସବୁ ସମସ୍ୟାର ତର୍ଜମା କରାଯାଇ ମାସକ ଭିତରେ ସମାଧାନ କରାଯିବ ବୋଲି କହିଛନ୍ତି ୫ଟି ସଚିବ ।

ଆହୁରି ପଢ଼ନ୍ତୁ: ମହାନଦୀ ଜଳ ବିବାଦ: ଟ୍ରିବ୍ୟୁନାଲଙ୍କ କଡ଼ା ଆଭିମୁଖ୍ୟ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସସ୍ମିତ ପାତ୍ରଙ୍କ ଚିଠି

07 Aug 2023 By The Sakala

୫-ଟି ସଚିବଙ୍କ ବଲାଙ୍ଗୀର ଗସ୍ତର ଦ୍ବିତୀୟ ଦିନ: ବିଭିନ୍ନ ଉନ୍ନୟନମୂଳକ କାମର ଅନୁଧ୍ୟାନ ସହ ଅଗ୍ରଗତି ନେଇ ଚାଲିଛି ସମୀକ୍ଷା

ବଲାଙ୍ଗୀର: ତୃଣମୂଳସ୍ତରରେ ବିକାଶର ନନଷ୍ଟପ୍ ସମୀକ୍ଷା । ବଲାଙ୍ଗୀର ଗସ୍ତର ଦ୍ବିତୀୟ ଦିନରେ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍ । ବଲାଙ୍ଗୀର ସମଲେଇ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ରୂପାନ୍ତରଣ ନେଇ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । ଖୁବଶୀଘ୍ର ଭବ୍ୟ ମନ୍ଦିର ନିର୍ମାଣ କରାଯିବ ।

ଜିଲ୍ଲା ମନ୍ଦିରର ପ୍ଲାନ କରି ପଠାଇବେ ବୋଲି କହିଛନ୍ତି ୫ଟି ସଚିବ । ମନ୍ଦିରର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଲୋକଙ୍କୁ ଭେଟିବା ସହ ଅଭିଯୋଗ ପତ୍ର ଗ୍ରହଣ କରୁଛନ୍ତି । ସିଏମ୍ଓ ଲୋକଙ୍କ ପାଖରେ ପହଞ୍ଚିଥିବାରୁ ୫ଚି ସଚିବଙ୍କୁ ନିଜର ଦାବି ପତ୍ର ପ୍ରଦାନ କରୁଛନ୍ତି ଲୋକେ ।

ସହରରେ ଥିବା ମନ୍ଦିର, ମସଜିଦ, ଚର୍ଚ୍ଚ ଓ କମ୍ୟୁନିଟି ସେଣ୍ଟରର ବିକାଶ ନେଇ ହୋଇଥିବା ଆବେଦନକୁ ଶୀଘ୍ର ପୂରଣ କରାଯିବ । ଏନେଇ ମୁଖ୍ୟମନ୍ତ୍ରୀ ସପ୍ତାହକ ଭିତରେ ଖୁସି ଖବର ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ୫ଟି ସଚିବ । ଏହାସହ ଅନ୍ୟ ସବୁ ସମସ୍ୟାର ତର୍ଜମା କରାଯାଇ ମାସକ ଭିତରେ ସମାଧାନ କରାଯିବ ବୋଲି କହିଛନ୍ତି ୫ଟି ସଚିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର