କମୁଛି ହୀରାକୁଦର ଜଳସ୍ତର, ବନ୍ଦ ହେଲା ଜଳଭଣ୍ଡାରର ୧୦ଟି ଗେଟ୍

The Sakala Picture
Published On

ସମ୍ବଲପୁର: କମୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଯେଉଁଥିପାଇଁ ଆଜି ହୀରାକୁଦର ୧୦ଟି ଗେଟ୍ ବନ୍ଦ କରିଛନ୍ତି କର୍ତ୍ତୃପକ୍ଷ । ଜଳଭଣ୍ଡାରକୁ ବନ୍ୟା ଜଳ ପ୍ରବେଶ କମିବାରୁ ଗେଟ୍ ବନ୍ଦ ହୋଇଛି । ବାମ ପଟରୁ ୭ ଓ ଡାହାଣ ପଟରୁ ୩ଟି ଗେଟ୍ ବନ୍ଦ ସୂଚନା ମିଳିଛି। ବର୍ତ୍ତମାନ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି । ପୂର୍ବରୁ ମୋଟ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିଲା । ଆଜି ସକାଳ ୬ଟା […]

ସମ୍ବଲପୁର: କମୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଯେଉଁଥିପାଇଁ ଆଜି ହୀରାକୁଦର ୧୦ଟି ଗେଟ୍ ବନ୍ଦ କରିଛନ୍ତି କର୍ତ୍ତୃପକ୍ଷ । ଜଳଭଣ୍ଡାରକୁ ବନ୍ୟା ଜଳ ପ୍ରବେଶ କମିବାରୁ ଗେଟ୍ ବନ୍ଦ ହୋଇଛି । ବାମ ପଟରୁ ୭ ଓ ଡାହାଣ ପଟରୁ ୩ଟି ଗେଟ୍ ବନ୍ଦ ସୂଚନା ମିଳିଛି। ବର୍ତ୍ତମାନ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି । ପୂର୍ବରୁ ମୋଟ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିଲା ।

ଆହୁରି ପଢ଼ନ୍ତୁ: ବାଲିଅନ୍ତାରେ ପୁଣି ବର୍ବରତା ! ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଲୁହା ରଡ୍‌ରେ ପିଟିପିଟି ହତ୍ୟା

ଆଜି ସକାଳ ୬ଟା ସୁଦ୍ଧା ଡ୍ୟାମର ଜଳସ୍ତର ରହିଥିଲା ୬୧୮.୩୩ ଫୁଟ୍ । ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଥିଲା । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୨୦ ହଜାର ୩୧୧ କ୍ୟୁସେକ୍ ବନ୍ୟା ପାଣି ପ୍ରବେଶ କରୁଛି । ନିଷ୍କାସିତ ହେଉଛି ୩ ଲକ୍ଷ ୪୯ ହଜାର ୧୨୬ କ୍ୟୁସେକ୍ ବନ୍ୟା ପାଣି ।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: RBI ପ୍ରକଳ୍ପର କରିବେ ଉଦଘାଟନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର