ରାଜଧାନୀରେ ମଶା ବଂଶ ବୃଦ୍ଧି ରୋକିବାକୁ ହେବ ଡ୍ରୋନର ବ୍ୟବହାର

The Sakala Picture
Published On

ଭୁବନେଶ୍ବର: ମଶା ମାରିବ ଡ୍ରୋନ । ଗତବର୍ଷ ଭଳି ଏ ବର୍ଷ ମଧ୍ୟ ବିଏମସି ମଶା ବଂଶ ବୃଦ୍ଧି ରୋକିବାକୁ ଡ୍ରୋନର ବ୍ୟବହାର କରାଯିବ। ଏ ନେଇ ସୂଚନା ଦେଇଛନ୍ତି ବିଏମସି ମେୟର ସୁଲୋଚନା ଦାସ। ରାଜଧାନୀରେ ବଢୁଥିବା ଡେଙ୍ଗୁ ସଂଖ୍ୟାକୁ ନଜରରେ ରଖି ମଶା ଉତ୍ପତ୍ତି ସ୍ଥାନରେ ଡ୍ରୋନ ମାଧ୍ୟମରେ ରସାୟନିକ ସ୍ପ୍ରେ କରାଯିବ। ବିଶେଷ ଭାବେ ଅପହଞ୍ଚ ଜଳଉତ୍ସ ଗୁଡିକରେ ଏହି ଔଷଧ ସ୍ପ୍ରେ କରାଯିବ। ଗତବର୍ଷ ମଧ୍ୟ ବିଏମସି ପକ୍ଷରୁ କିଛି ସ୍ଥାନରେ […]

ଭୁବନେଶ୍ବର: ମଶା ମାରିବ ଡ୍ରୋନ । ଗତବର୍ଷ ଭଳି ଏ ବର୍ଷ ମଧ୍ୟ ବିଏମସି ମଶା ବଂଶ ବୃଦ୍ଧି ରୋକିବାକୁ ଡ୍ରୋନର ବ୍ୟବହାର କରାଯିବ। ଏ ନେଇ ସୂଚନା ଦେଇଛନ୍ତି ବିଏମସି ମେୟର ସୁଲୋଚନା ଦାସ। ରାଜଧାନୀରେ ବଢୁଥିବା ଡେଙ୍ଗୁ ସଂଖ୍ୟାକୁ ନଜରରେ ରଖି ମଶା ଉତ୍ପତ୍ତି ସ୍ଥାନରେ ଡ୍ରୋନ ମାଧ୍ୟମରେ ରସାୟନିକ ସ୍ପ୍ରେ କରାଯିବ। ବିଶେଷ ଭାବେ ଅପହଞ୍ଚ ଜଳଉତ୍ସ ଗୁଡିକରେ ଏହି ଔଷଧ ସ୍ପ୍ରେ କରାଯିବ। ଗତବର୍ଷ ମଧ୍ୟ ବିଏମସି ପକ୍ଷରୁ କିଛି ସ୍ଥାନରେ ଡ୍ରୋନ ବ୍ୟବହାର କରାଯାଇ ଔଷଧ ସ୍ପ୍ରେ କରାଯାଇଥିଲା। ସେହିପରି ସାପ୍ତାହିକ ଡ୍ରାଏ ଡେ ପାଳନ କରାଯାଉଛି। ଅଗଷ୍ଟ ୧୫ରୁ ଅମାନିଆଙ୍କଠୁ ଜରିମାନା ଆଦାୟ କରିବ ବିଏମସି । ଯେଉଁମାନଙ୍କ ଘରେ କିମ୍ବା ଘର ଆଖପାଖରେ ମଶା ଲାର୍ଭା ଉତ୍ପତ୍ତି ହେଉଛି ତାକୁ ସଫା ନକଲେ ଫାଇନ ଆଦାୟ କରିବ ବିଏମସି। ତେଣୁ ଜନସାଧାରଣ ମଶା ବଂଶ ବୃଦ୍ଧି ରୋକିବାରେ ସହଯୋଗ କରିବାକୁ ଅନୁରୋଧ କରିଛି ବିଏମସି।

ଆହୁରି ପଢ଼ନ୍ତୁ: ବରଗଡ଼ ପୁରୁଣା ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଅଟକ

11 Aug 2023 By The Sakala

ରାଜଧାନୀରେ ମଶା ବଂଶ ବୃଦ୍ଧି ରୋକିବାକୁ ହେବ ଡ୍ରୋନର ବ୍ୟବହାର

ଭୁବନେଶ୍ବର: ମଶା ମାରିବ ଡ୍ରୋନ । ଗତବର୍ଷ ଭଳି ଏ ବର୍ଷ ମଧ୍ୟ ବିଏମସି ମଶା ବଂଶ ବୃଦ୍ଧି ରୋକିବାକୁ ଡ୍ରୋନର ବ୍ୟବହାର କରାଯିବ। ଏ ନେଇ ସୂଚନା ଦେଇଛନ୍ତି ବିଏମସି ମେୟର ସୁଲୋଚନା ଦାସ। ରାଜଧାନୀରେ ବଢୁଥିବା ଡେଙ୍ଗୁ ସଂଖ୍ୟାକୁ ନଜରରେ ରଖି ମଶା ଉତ୍ପତ୍ତି ସ୍ଥାନରେ ଡ୍ରୋନ ମାଧ୍ୟମରେ ରସାୟନିକ ସ୍ପ୍ରେ କରାଯିବ। ବିଶେଷ ଭାବେ ଅପହଞ୍ଚ ଜଳଉତ୍ସ ଗୁଡିକରେ ଏହି ଔଷଧ ସ୍ପ୍ରେ କରାଯିବ। ଗତବର୍ଷ ମଧ୍ୟ ବିଏମସି ପକ୍ଷରୁ କିଛି ସ୍ଥାନରେ ଡ୍ରୋନ ବ୍ୟବହାର କରାଯାଇ ଔଷଧ ସ୍ପ୍ରେ କରାଯାଇଥିଲା। ସେହିପରି ସାପ୍ତାହିକ ଡ୍ରାଏ ଡେ ପାଳନ କରାଯାଉଛି। ଅଗଷ୍ଟ ୧୫ରୁ ଅମାନିଆଙ୍କଠୁ ଜରିମାନା ଆଦାୟ କରିବ ବିଏମସି । ଯେଉଁମାନଙ୍କ ଘରେ କିମ୍ବା ଘର ଆଖପାଖରେ ମଶା ଲାର୍ଭା ଉତ୍ପତ୍ତି ହେଉଛି ତାକୁ ସଫା ନକଲେ ଫାଇନ ଆଦାୟ କରିବ ବିଏମସି। ତେଣୁ ଜନସାଧାରଣ ମଶା ବଂଶ ବୃଦ୍ଧି ରୋକିବାରେ ସହଯୋଗ କରିବାକୁ ଅନୁରୋଧ କରିଛି ବିଏମସି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର