ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଛାତ୍ର ଗୋଷ୍ଠୀ ମୁହାମୁହିଁ

The Sakala Picture
Published On

ଭୁବନେଶ୍ୱର: ସ୍ବାଧୀନତା ଦିବସରେ ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଛାତ୍ର ଗୋଷ୍ଠୀ ପରସ୍ପର ମଧ୍ୟରେ ମୁହାମୁହିଁ ହୋଇଛନ୍ତି । ତ୍ରିରଙ୍ଗା ନେଇ ଗୋଟିଏ ଗୋଷ୍ଠୀ ଛାତ୍ର କଲେଜ କ୍ୟାମ୍ପସ ଭିତରକୁ ଯିବା ବେଳେ ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ ସିକୁରିଟିକୁ କହି କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିବା ଅଭିଯୋଗ ହୋଇଛି । ଗେଟ୍ ବାହାରେ ତ୍ରିରଙ୍ଗା ଧରି ଗୋଟିଏ ଗୋଷ୍ଠୀ ଧାରଣାରେ ବସିଛନ୍ତି । ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ କ୍ୟାମ୍ପସ୍ […]

ଭୁବନେଶ୍ୱର: ସ୍ବାଧୀନତା ଦିବସରେ ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଛାତ୍ର ଗୋଷ୍ଠୀ ପରସ୍ପର ମଧ୍ୟରେ ମୁହାମୁହିଁ ହୋଇଛନ୍ତି । ତ୍ରିରଙ୍ଗା ନେଇ ଗୋଟିଏ ଗୋଷ୍ଠୀ ଛାତ୍ର କଲେଜ କ୍ୟାମ୍ପସ ଭିତରକୁ ଯିବା ବେଳେ ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ ସିକୁରିଟିକୁ କହି କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିବା ଅଭିଯୋଗ ହୋଇଛି । ଗେଟ୍ ବାହାରେ ତ୍ରିରଙ୍ଗା ଧରି ଗୋଟିଏ ଗୋଷ୍ଠୀ ଧାରଣାରେ ବସିଛନ୍ତି । ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ କ୍ୟାମ୍ପସ୍ ଭିତରେ ରହିଛନ୍ତି । ଘଟଣାସ୍ଥଳରେ ଉତ୍ତେଜନା ପାଇଁ ପୋଲିସ ମୁତୟନ ରହିଛି ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଅନ୍ୟପଟେ କଲେଜ ଅଧକ୍ଷ କହିଛନ୍ତି କି, କଲେଜ ସମୟ ଭିତରେ ଛାତ୍ରଛାତ୍ରୀ ସେଲିବ୍ରେସନ ପାଇଁ ଆସିନାହାଁନ୍ତି। ତେଣୁ ଫାଟକ ବନ୍ଦ ରହିଛି। ମାତ୍ର ସେପଟେ ଛାତ୍ରଛାତ୍ରୀଙ୍କ କହିବା ଅନୁଯାୟୀ ସବୁଦିନ କଲେଜ ଗେଟ୍ ରାତି ୧୦ ପର୍ଯ୍ୟନ୍ତ ଖୋଲା ରହୁଛି । ପିଲାମାନଙ୍କ ଜନ୍ମଦିନ ସେଲିବ୍ରେସନ ହେଉଛି । କିନ୍ତୁ ଭାରତ ମାତାଙ୍କ ପାଇଁ ସେଲିବ୍ରେସନ ପାଇଁ ଗେଟ୍ ବନ୍ଦ ରହୁଛି ବୋଲି ଅଭିଯୋଗ ଆଣିଛନ୍ତି ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

15 Aug 2023 By The Sakala

ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଛାତ୍ର ଗୋଷ୍ଠୀ ମୁହାମୁହିଁ

ଭୁବନେଶ୍ୱର: ସ୍ବାଧୀନତା ଦିବସରେ ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଛାତ୍ର ଗୋଷ୍ଠୀ ପରସ୍ପର ମଧ୍ୟରେ ମୁହାମୁହିଁ ହୋଇଛନ୍ତି । ତ୍ରିରଙ୍ଗା ନେଇ ଗୋଟିଏ ଗୋଷ୍ଠୀ ଛାତ୍ର କଲେଜ କ୍ୟାମ୍ପସ ଭିତରକୁ ଯିବା ବେଳେ ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ ସିକୁରିଟିକୁ କହି କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିବା ଅଭିଯୋଗ ହୋଇଛି । ଗେଟ୍ ବାହାରେ ତ୍ରିରଙ୍ଗା ଧରି ଗୋଟିଏ ଗୋଷ୍ଠୀ ଧାରଣାରେ ବସିଛନ୍ତି । ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ କ୍ୟାମ୍ପସ୍ ଭିତରେ ରହିଛନ୍ତି । ଘଟଣାସ୍ଥଳରେ ଉତ୍ତେଜନା ପାଇଁ ପୋଲିସ ମୁତୟନ ରହିଛି ।

ଅନ୍ୟପଟେ କଲେଜ ଅଧକ୍ଷ କହିଛନ୍ତି କି, କଲେଜ ସମୟ ଭିତରେ ଛାତ୍ରଛାତ୍ରୀ ସେଲିବ୍ରେସନ ପାଇଁ ଆସିନାହାଁନ୍ତି। ତେଣୁ ଫାଟକ ବନ୍ଦ ରହିଛି। ମାତ୍ର ସେପଟେ ଛାତ୍ରଛାତ୍ରୀଙ୍କ କହିବା ଅନୁଯାୟୀ ସବୁଦିନ କଲେଜ ଗେଟ୍ ରାତି ୧୦ ପର୍ଯ୍ୟନ୍ତ ଖୋଲା ରହୁଛି । ପିଲାମାନଙ୍କ ଜନ୍ମଦିନ ସେଲିବ୍ରେସନ ହେଉଛି । କିନ୍ତୁ ଭାରତ ମାତାଙ୍କ ପାଇଁ ସେଲିବ୍ରେସନ ପାଇଁ ଗେଟ୍ ବନ୍ଦ ରହୁଛି ବୋଲି ଅଭିଯୋଗ ଆଣିଛନ୍ତି ।

https://www.thesakala.in/latest-odisha-news/two-groups-of-students-of-bjb-college-clashed-over-the-triranga-shobha-yatra/article-24483
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର