ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ ଓ କେନ୍ଦୁଝର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ ଓ କେନ୍ଦୁଝର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

17 Aug 2023 By The Sakala

ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ ଓ କେନ୍ଦୁଝର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର