ବାତ୍ୟା କ୍ଷୟକ୍ଷତି ସମୀକ୍ଷା ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

The Sakala Picture
Published On

ଭୁବନେଶ୍ୱର: ବାତ୍ୟା ପ୍ରଭାବତ ଅଞ୍ଚଳ ପରିଦର୍ଶନ ନେଇ ଶୁକ୍ରବାର ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାତ୍ୟା କ୍ଷୟକ୍ଷତିର ଆକଳନ କରିବା ସହ ଆକାଶମାର୍ଗରୁ କରିବେ ସ୍ଥିତିର ଅନୁଧ୍ୟାନ । ଦିନ ୧୧ଟାରେ କ୍ଷୟକ୍ଷତି ଆକଳନ ନେଇ ଏକ ବୈଠକରେ ଯୋଗ ଦେବେ । ଏନେଇ ବିମାନବନ୍ଦରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ସଚିବ ଭି.କେ ପାଣ୍ଡିଆନ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପହଞ୍ଚିଲେ । ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର, ପୋଲିସ ଡିଜି […]

ଭୁବନେଶ୍ୱର: ବାତ୍ୟା ପ୍ରଭାବତ ଅଞ୍ଚଳ ପରିଦର୍ଶନ ନେଇ ଶୁକ୍ରବାର ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାତ୍ୟା କ୍ଷୟକ୍ଷତିର ଆକଳନ କରିବା ସହ ଆକାଶମାର୍ଗରୁ କରିବେ ସ୍ଥିତିର ଅନୁଧ୍ୟାନ । ଦିନ ୧୧ଟାରେ କ୍ଷୟକ୍ଷତି ଆକଳନ ନେଇ ଏକ ବୈଠକରେ ଯୋଗ ଦେବେ । ଏନେଇ ବିମାନବନ୍ଦରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ସଚିବ ଭି.କେ ପାଣ୍ଡିଆନ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପହଞ୍ଚିଲେ । ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର, ପୋଲିସ ଡିଜି ଅଭୟ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଅସିତ ତ୍ରିପାଠୀ, ଏସଆରସି ପ୍ରଦୀପ ଜେନା । ବାତ୍ୟାରେ ରାଜ୍ୟରେ କ’ଣ କ୍ଷତି ହୋଇଛି ସେ ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ଏହାପରେ ୧୨ଟା ୧୫ ମିନିଟରେ ବିମାନ ଯୋଗେ ଆକାଶମାର୍ଗରୁ ବାତ୍ୟା ଓ ବନ୍ୟାଞ୍ଚଳର ଅନୁଧ୍ୟାନ କରିବେ । ବାତ୍ୟାରେ ଅଧିକ ପ୍ରଭାବିତ ହୋଇଥିବା ଭଦ୍ରକ ଓ ବାଲେଶ୍ବରରେ ସ୍ଥିତି ଅନୁଧ୍ୟାନ କରିବେ । ପରେ ଆକାଶ ମାର୍ଗରୁ ପଶ୍ଚିମବଙ୍ଗର ପୂର୍ବ ମେଦିନିପୁରର ସ୍ଥିତି ପରଖିବା ସହ ପଶ୍ଚିମବଙ୍ଗରେ ଏକ ବୈଠକ କରିବେ ପ୍ରଧାନମନ୍ତ୍ରୀ । ବାତ୍ୟା ୟାସ୍ ପ୍ରଭାବରେ ଓଡ଼ିଶା ଓ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ସ୍ବତନ୍ତ୍ର ପ୍ୟାକେଜ୍ ନେଇ ଓଡ଼ିଶା ସରକାର ନିଶ୍ଚିତ ଭାବରେ କେନ୍ଦ୍ର ପାଖରେ ଦାବି ରଖିବାକୁ ଦଳ ପକ୍ଷରୁ କୁହାଯାଇଛି ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

28 May 2021 By The Sakala

ବାତ୍ୟା କ୍ଷୟକ୍ଷତି ସମୀକ୍ଷା ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର: ବାତ୍ୟା ପ୍ରଭାବତ ଅଞ୍ଚଳ ପରିଦର୍ଶନ ନେଇ ଶୁକ୍ରବାର ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାତ୍ୟା କ୍ଷୟକ୍ଷତିର ଆକଳନ କରିବା ସହ ଆକାଶମାର୍ଗରୁ କରିବେ ସ୍ଥିତିର ଅନୁଧ୍ୟାନ । ଦିନ ୧୧ଟାରେ କ୍ଷୟକ୍ଷତି ଆକଳନ ନେଇ ଏକ ବୈଠକରେ ଯୋଗ ଦେବେ । ଏନେଇ ବିମାନବନ୍ଦରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ସଚିବ ଭି.କେ ପାଣ୍ଡିଆନ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପହଞ୍ଚିଲେ । ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର, ପୋଲିସ ଡିଜି ଅଭୟ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଅସିତ ତ୍ରିପାଠୀ, ଏସଆରସି ପ୍ରଦୀପ ଜେନା । ବାତ୍ୟାରେ ରାଜ୍ୟରେ କ’ଣ କ୍ଷତି ହୋଇଛି ସେ ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ।

ଏହାପରେ ୧୨ଟା ୧୫ ମିନିଟରେ ବିମାନ ଯୋଗେ ଆକାଶମାର୍ଗରୁ ବାତ୍ୟା ଓ ବନ୍ୟାଞ୍ଚଳର ଅନୁଧ୍ୟାନ କରିବେ । ବାତ୍ୟାରେ ଅଧିକ ପ୍ରଭାବିତ ହୋଇଥିବା ଭଦ୍ରକ ଓ ବାଲେଶ୍ବରରେ ସ୍ଥିତି ଅନୁଧ୍ୟାନ କରିବେ । ପରେ ଆକାଶ ମାର୍ଗରୁ ପଶ୍ଚିମବଙ୍ଗର ପୂର୍ବ ମେଦିନିପୁରର ସ୍ଥିତି ପରଖିବା ସହ ପଶ୍ଚିମବଙ୍ଗରେ ଏକ ବୈଠକ କରିବେ ପ୍ରଧାନମନ୍ତ୍ରୀ । ବାତ୍ୟା ୟାସ୍ ପ୍ରଭାବରେ ଓଡ଼ିଶା ଓ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ସ୍ବତନ୍ତ୍ର ପ୍ୟାକେଜ୍ ନେଇ ଓଡ଼ିଶା ସରକାର ନିଶ୍ଚିତ ଭାବରେ କେନ୍ଦ୍ର ପାଖରେ ଦାବି ରଖିବାକୁ ଦଳ ପକ୍ଷରୁ କୁହାଯାଇଛି ।

https://www.thesakala.in/latest-odisha-news/prime-minister-narendra-modi-reaches-odisha/article-2451
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର