ବନ୍ଦ ଘରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

The Sakala Picture
Published On

ବାଲିପାଟଣା: ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତାରେ ଚାଞ୍ଚଲ୍ୟ । ବନ୍ଦ ଘରୁ ଉଦ୍ଧାର ହେଲା ଦୁଇ ଯୁବକଙ୍କ ମୃତଦେହ । ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ଥାନା ଭିଙ୍ଗାରପୁର କାଜ ନିକଟରେ ଥିବା ମଇଁଷି ଫାର୍ମରୁ ମିଳିଛି ମୃତଦେହ । ୨ ମୃତକ ମଇଁଷି ଫାର୍ମର କର୍ମଚାରୀ ବୋଲି ଜଣାପଡ଼ିଛି । ମୃତକ ହେଉଛନ୍ତି ସୁଶାନ୍ତ ଦାସ ଓ ଜଗବଂଧୁୁ ବେହେରା । ଖବର ପାଇ ଘଟଣା ସ୍ଥଳରେ ବାଲିପାଟଣା ପୁଲିସ ପହଞ୍ଚି ଛାନଭିନ୍ ଆରମ୍ଭ ହୋଇଛି । ତେବେ […]

ବାଲିପାଟଣା: ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତାରେ ଚାଞ୍ଚଲ୍ୟ । ବନ୍ଦ ଘରୁ ଉଦ୍ଧାର ହେଲା ଦୁଇ ଯୁବକଙ୍କ ମୃତଦେହ । ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ଥାନା ଭିଙ୍ଗାରପୁର କାଜ ନିକଟରେ ଥିବା ମଇଁଷି ଫାର୍ମରୁ ମିଳିଛି ମୃତଦେହ । ୨ ମୃତକ ମଇଁଷି ଫାର୍ମର କର୍ମଚାରୀ ବୋଲି ଜଣାପଡ଼ିଛି । ମୃତକ ହେଉଛନ୍ତି ସୁଶାନ୍ତ ଦାସ ଓ ଜଗବଂଧୁୁ ବେହେରା । ଖବର ପାଇ ଘଟଣା ସ୍ଥଳରେ ବାଲିପାଟଣା ପୁଲିସ ପହଞ୍ଚି ଛାନଭିନ୍ ଆରମ୍ଭ ହୋଇଛି ।

ଆହୁରି ପଢ଼ନ୍ତୁ: ବଲାଙ୍ଗୀରରେ ପୋଖରୀ ପୁନରୁଦ୍ଧାର କାମକୁ ନେଇ ବିଜେଡି-କଂଗ୍ରେସ ମୁହାମୁହିଁ

ତେବେ କେମିତି ଏବଂ କେଉଁ ପରିସ୍ଥିତିରେ ଉଭୟଙ୍କର ମୃତ୍ୟୁ ହେଲା ତାହା ଅସ୍ପଷ୍ଟ ରହିଛି । ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟ ବାତବରଣ ଖେଳିଯାଇଛି ।

ଆହୁରି ପଢ଼ନ୍ତୁ: ଆର୍ଥିକ ଅନଟନରେ ଶିକ୍ଷାର ଆଲୁଅ ଖୋଜୁଛନ୍ତି ମାନସ; +୩ ଆଡମିସନ୍‌ ପାଇଁ ପରଘରେ ମୂଲ ଲାଗୁଛନ୍ତି

18 Aug 2023 By The Sakala

ବନ୍ଦ ଘରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ବାଲିପାଟଣା: ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତାରେ ଚାଞ୍ଚଲ୍ୟ । ବନ୍ଦ ଘରୁ ଉଦ୍ଧାର ହେଲା ଦୁଇ ଯୁବକଙ୍କ ମୃତଦେହ । ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ଥାନା ଭିଙ୍ଗାରପୁର କାଜ ନିକଟରେ ଥିବା ମଇଁଷି ଫାର୍ମରୁ ମିଳିଛି ମୃତଦେହ । ୨ ମୃତକ ମଇଁଷି ଫାର୍ମର କର୍ମଚାରୀ ବୋଲି ଜଣାପଡ଼ିଛି । ମୃତକ ହେଉଛନ୍ତି ସୁଶାନ୍ତ ଦାସ ଓ ଜଗବଂଧୁୁ ବେହେରା । ଖବର ପାଇ ଘଟଣା ସ୍ଥଳରେ ବାଲିପାଟଣା ପୁଲିସ ପହଞ୍ଚି ଛାନଭିନ୍ ଆରମ୍ଭ ହୋଇଛି ।

ତେବେ କେମିତି ଏବଂ କେଉଁ ପରିସ୍ଥିତିରେ ଉଭୟଙ୍କର ମୃତ୍ୟୁ ହେଲା ତାହା ଅସ୍ପଷ୍ଟ ରହିଛି । ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟ ବାତବରଣ ଖେଳିଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର