ପ୍ରଫେସର ସବିତା ପ୍ରଧାନଙ୍କୁ ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ କଲେ ରାଜ୍ୟପାଳ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ କରିଛନ୍ତି। ଶାନ୍ତିନିକେତନରେ ଥିବା ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗର ପ୍ରଫେସର ସବିତା ପ୍ରଧାନଙ୍କୁ ଶୁକ୍ରବାର ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ କରିଛନ୍ତି। ସେ ‌ଏଠାରେ ଦୁଇ ବର୍ଷ ଯାଏଁ ଏହି ପଦବିରେ ରହିବେ। ସୂଚନା ଅନୁଯାୟୀ, ଚଳିତବର୍ଷଠାରୁ ପୁରୀ ଜିଲ୍ଲା ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ କାର୍ୟ୍ୟକ୍ଷମ ହୋଇଛି। ନାମଲେଖା ସହ ଶିକ୍ଷାଦାନ ଆରମ୍ଭ ହୋଇଛି। ତେବେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନିର୍ମାଣ କାର୍ୟ୍ୟ […]

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ କରିଛନ୍ତି। ଶାନ୍ତିନିକେତନରେ ଥିବା ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗର ପ୍ରଫେସର ସବିତା ପ୍ରଧାନଙ୍କୁ ଶୁକ୍ରବାର ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ କରିଛନ୍ତି। ସେ ‌ଏଠାରେ ଦୁଇ ବର୍ଷ ଯାଏଁ ଏହି ପଦବିରେ ରହିବେ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

ସୂଚନା ଅନୁଯାୟୀ, ଚଳିତବର୍ଷଠାରୁ ପୁରୀ ଜିଲ୍ଲା ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ କାର୍ୟ୍ୟକ୍ଷମ ହୋଇଛି। ନାମଲେଖା ସହ ଶିକ୍ଷାଦାନ ଆରମ୍ଭ ହୋଇଛି। ତେବେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନିର୍ମାଣ କାର୍ୟ୍ୟ ସରିବା ପର୍ୟ୍ୟନ୍ତ ସ୍ଥାନୀୟ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ବିଶ୍ବବିଦ୍ୟାଳୟର ଅଫିସ୍‌ ଓ ଶିକ୍ଷାଦାନ ଚାଲିଛି।

ଆହୁରି ପଢ଼ନ୍ତୁ: ଭାରତ ଟି-୨୦ ବିଶ୍ୱକପ ଚମ୍ପିଅନ୍: ଫାଇନାଲରେ ନ୍ୟୁଜିଲାଣ୍ଡକୁ ୯୬ ରନ୍‌ରେ ହରାଇ ଟାଇଟଲ ହାତେଇଲା ଟିମ୍ ଇଣ୍ଡିଆ

18 Aug 2023 By The Sakala

ପ୍ରଫେସର ସବିତା ପ୍ରଧାନଙ୍କୁ ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ କଲେ ରାଜ୍ୟପାଳ

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ କରିଛନ୍ତି। ଶାନ୍ତିନିକେତନରେ ଥିବା ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗର ପ୍ରଫେସର ସବିତା ପ୍ରଧାନଙ୍କୁ ଶୁକ୍ରବାର ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ କରିଛନ୍ତି। ସେ ‌ଏଠାରେ ଦୁଇ ବର୍ଷ ଯାଏଁ ଏହି ପଦବିରେ ରହିବେ।

ସୂଚନା ଅନୁଯାୟୀ, ଚଳିତବର୍ଷଠାରୁ ପୁରୀ ଜିଲ୍ଲା ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ କାର୍ୟ୍ୟକ୍ଷମ ହୋଇଛି। ନାମଲେଖା ସହ ଶିକ୍ଷାଦାନ ଆରମ୍ଭ ହୋଇଛି। ତେବେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନିର୍ମାଣ କାର୍ୟ୍ୟ ସରିବା ପର୍ୟ୍ୟନ୍ତ ସ୍ଥାନୀୟ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ବିଶ୍ବବିଦ୍ୟାଳୟର ଅଫିସ୍‌ ଓ ଶିକ୍ଷାଦାନ ଚାଲିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର