ଜୁନ୍‌ ୪ କୁ ଘୁଞ୍ଚିଲା କୋଭିଡ ଟିକାର ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟା

The Sakala Picture
Published On

ରାଜ୍ୟରେ ଟିକା ଅଭାବକୁ ଦୂର କରିବା ପାଇଁ ଗ୍ଲୋବାଲ୍‌ ଟେଣ୍ଡର ଆହ୍ୱାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ଆଜି କୋଭିଡ଼ ଟିକା ଟେଣ୍ଡର ଆହ୍ୱାନ ଖୋଲିବାକୁ ଥିଲା। ସୂଚନା ଅନୁସାରେ ଆଗାମୀ ୭ ଦିନ ପାଇଁ ଟେଣ୍ଡର ପ୍ରକ୍ରିୟାକୁ ଘୁଂଚାଇ ଦିଆଯାଇଛି । ବାତ୍ୟା ପାଇଁ ବିଭିନ୍ନ ଭେଣ୍ଡରଙ୍କ ଅନୁରୋଧ କ୍ରମେ ଏଭଳି ନିଷ୍ପତି କରିଛନ୍ତି ରାଜ୍ୟ ସରକାର । ତେବେ ଆଗାମୀ ୪ ତାରିଖରେ ପୁଣି ଟେଣ୍ଡର ଖୋଲିବ ବୋଲି ସୂଚନା ଦେଇଛନ୍ତି […]

ରାଜ୍ୟରେ ଟିକା ଅଭାବକୁ ଦୂର କରିବା ପାଇଁ ଗ୍ଲୋବାଲ୍‌ ଟେଣ୍ଡର ଆହ୍ୱାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ଆଜି କୋଭିଡ଼ ଟିକା ଟେଣ୍ଡର ଆହ୍ୱାନ ଖୋଲିବାକୁ ଥିଲା। ସୂଚନା ଅନୁସାରେ ଆଗାମୀ ୭ ଦିନ ପାଇଁ ଟେଣ୍ଡର ପ୍ରକ୍ରିୟାକୁ ଘୁଂଚାଇ ଦିଆଯାଇଛି । ବାତ୍ୟା ପାଇଁ ବିଭିନ୍ନ ଭେଣ୍ଡରଙ୍କ ଅନୁରୋଧ କ୍ରମେ ଏଭଳି ନିଷ୍ପତି କରିଛନ୍ତି ରାଜ୍ୟ ସରକାର । ତେବେ ଆଗାମୀ ୪ ତାରିଖରେ ପୁଣି ଟେଣ୍ଡର ଖୋଲିବ ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ।

ଆହୁରି ପଢ଼ନ୍ତୁ: ରିଲ୍ସ ସୁଟିଂ ବେଳେ ବ୍ରାହ୍ମଣୀ ନଦୀରେ ଅଘଟଣ; ରେଳ ପୋଲରୁ ଖସି ଯୁବକ ନିଖୋଜ

ଗ୍ଲୋବାଲ ଟେଣ୍ଡର ଜରିଆରେ ୩ କୋଟି ୮୦ ଲକ୍ଷ ଟିକା କିଣିବାକୁ ଲକ୍ଷ୍ୟ ରଖାଯାଇଛି । ୨୦ ତାରିଖରେ ଅନ୍ଲାଇନ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଯେଉଁ ଫାର୍ମା କଂପାନୀ ଟେଣ୍ଡର ପାଇବ, ୪ ମାସ ଭିତରେ ଟିକା ଯୋଗାଇବାକୁ ପଡ଼ିବ । ଏହି ଟେଣ୍ଡରର ଅବଧି ୬ ମାସ ରହିଛି ।

ଆହୁରି ପଢ଼ନ୍ତୁ: ଆତଙ୍କିତ ହେବାର ଆବଶ୍ୟକତା ନାହିଁ, କୋଭିଡ୍ ବର୍ତ୍ତମାନ ସାଧାରଣ ଫ୍ଲୁ ଭଳି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

28 May 2021 By The Sakala

ଜୁନ୍‌ ୪ କୁ ଘୁଞ୍ଚିଲା କୋଭିଡ ଟିକାର ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟା

ରାଜ୍ୟରେ ଟିକା ଅଭାବକୁ ଦୂର କରିବା ପାଇଁ ଗ୍ଲୋବାଲ୍‌ ଟେଣ୍ଡର ଆହ୍ୱାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ଆଜି କୋଭିଡ଼ ଟିକା ଟେଣ୍ଡର ଆହ୍ୱାନ ଖୋଲିବାକୁ ଥିଲା। ସୂଚନା ଅନୁସାରେ ଆଗାମୀ ୭ ଦିନ ପାଇଁ ଟେଣ୍ଡର ପ୍ରକ୍ରିୟାକୁ ଘୁଂଚାଇ ଦିଆଯାଇଛି । ବାତ୍ୟା ପାଇଁ ବିଭିନ୍ନ ଭେଣ୍ଡରଙ୍କ ଅନୁରୋଧ କ୍ରମେ ଏଭଳି ନିଷ୍ପତି କରିଛନ୍ତି ରାଜ୍ୟ ସରକାର । ତେବେ ଆଗାମୀ ୪ ତାରିଖରେ ପୁଣି ଟେଣ୍ଡର ଖୋଲିବ ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ।

ଗ୍ଲୋବାଲ ଟେଣ୍ଡର ଜରିଆରେ ୩ କୋଟି ୮୦ ଲକ୍ଷ ଟିକା କିଣିବାକୁ ଲକ୍ଷ୍ୟ ରଖାଯାଇଛି । ୨୦ ତାରିଖରେ ଅନ୍ଲାଇନ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଯେଉଁ ଫାର୍ମା କଂପାନୀ ଟେଣ୍ଡର ପାଇବ, ୪ ମାସ ଭିତରେ ଟିକା ଯୋଗାଇବାକୁ ପଡ଼ିବ । ଏହି ଟେଣ୍ଡରର ଅବଧି ୬ ମାସ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର