କାଉଡିଆଙ୍କ ଉପରେ ମାଡ଼ିଗଲା କାର୍: ୨ ମୃତ, ୧୧ ଆହତ

The Sakala Picture
Published On

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅର୍ନ୍ତଗତ ଭେଟନଇ – ଭେଜିପୁଟ ମଝି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର ଧକ୍କାରେ ପାଣି ଭାର ନେଇ ଯାଉଥିବା ୨ଜଣ କାଉଡିଆଙ୍କ ମୃତ୍ୟୁ ଘଟିଥିବାବେଳେ ୧୧ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଅରଖପୁର ଗାଁର ମୁକୁନା ବେହେରା ଓ ଅନିତା କୁମାରୀ ଜେନା ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ୧୭ ଜଣିଆ କାଉଡିଆ ଦଳ ଅରଖପୁର ଗାଁରେ ଥିବା […]

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅର୍ନ୍ତଗତ ଭେଟନଇ – ଭେଜିପୁଟ ମଝି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର ଧକ୍କାରେ ପାଣି ଭାର ନେଇ ଯାଉଥିବା ୨ଜଣ କାଉଡିଆଙ୍କ ମୃତ୍ୟୁ ଘଟିଥିବାବେଳେ ୧୧ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଅରଖପୁର ଗାଁର ମୁକୁନା ବେହେରା ଓ ଅନିତା କୁମାରୀ ଜେନା ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ୧୭ ଜଣିଆ କାଉଡିଆ ଦଳ ଅରଖପୁର ଗାଁରେ ଥିବା ତାଡ଼କେଶ୍ୱର ମନ୍ଦିରକୁ ପାଣିଭାର ନେଇ ଯାଉଥିଲେ। ଏହି ସମୟରେ ଏକ କାର୍‌ ଦ୍ରୁତ ଗତିରେ ଆସି କାଉଡିଆଙ୍କ ଉପରେ ମାଡ଼ି ଯାଇଥିଲା। ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆହତଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

21 Aug 2023 By The Sakala

କାଉଡିଆଙ୍କ ଉପରେ ମାଡ଼ିଗଲା କାର୍: ୨ ମୃତ, ୧୧ ଆହତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅର୍ନ୍ତଗତ ଭେଟନଇ – ଭେଜିପୁଟ ମଝି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର ଧକ୍କାରେ ପାଣି ଭାର ନେଇ ଯାଉଥିବା ୨ଜଣ କାଉଡିଆଙ୍କ ମୃତ୍ୟୁ ଘଟିଥିବାବେଳେ ୧୧ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଅରଖପୁର ଗାଁର ମୁକୁନା ବେହେରା ଓ ଅନିତା କୁମାରୀ ଜେନା ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ୧୭ ଜଣିଆ କାଉଡିଆ ଦଳ ଅରଖପୁର ଗାଁରେ ଥିବା ତାଡ଼କେଶ୍ୱର ମନ୍ଦିରକୁ ପାଣିଭାର ନେଇ ଯାଉଥିଲେ। ଏହି ସମୟରେ ଏକ କାର୍‌ ଦ୍ରୁତ ଗତିରେ ଆସି କାଉଡିଆଙ୍କ ଉପରେ ମାଡ଼ି ଯାଇଥିଲା। ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆହତଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଛି।

https://www.thesakala.in/latest-odisha-news/two-kaudia-death-11-injured-roadaccident-in-ganjam/article-24641
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର