ନର୍ସିଂ ଅଫିସର ନିଯୁକ୍ତି ନେଇ ହାଇକୋର୍ଟଙ୍କ ବଡ଼ ରାୟ: ୭୪୮୩ ନର୍ସିଂ ଅଫିସର ପଦବୀ ପୂରଣ ପାଇଁ ଫିଟିଲା ବାଟ

The Sakala Picture
Published On

ଭୁବନେଶ୍ବର: ନର୍ସ ପଦବୀ ପୂରଣ ପାଇଁ ବାଟ ଫିଟିଲା। ନିଯୁକ୍ତି ପ୍ରକ୍ରିୟା ଉପରେ ଥିବା ଅନ୍ତରୀଣ ନିର୍ଦ୍ଧେଶରେ ପରିବର୍ତ୍ତନ କରିଛନ୍ତି ହାଇକୋର୍ଟ। ହାଇକୋର୍ଟ ମେ’ ୧ ର ଅନ୍ତରୀଣ ନିର୍ଦ୍ଦେଶରେ ପରିବର୍ତ୍ତନ କରିଛନ୍ତି । କେବଳ ଆବେଦନକାରୀ ଫାର୍ମାସିଷ୍ଟଙ୍କ ପାଇଁ ନିର୍ଦ୍ଦିଷ୍ଟ ପଦବି ସଂରକ୍ଷିତ ରଖାଯିବ।  ଅନ୍ୟ ପଦବୀ ଗୁଡିକରେ ସରକାର ନିଯୁକ୍ତି ଦେଇ ପାରିବେ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ଅନ୍ୟ ପକ୍ଷରେ ମୂଳ ମାମଲାର ଫଳାଫଳ ଉପରେ ଆବେଦନକାରୀଙ୍କ ପାଇଁ ସଂରକ୍ଷିତ ପଦବୀର ଭବିଷ୍ୟତ […]

ଭୁବନେଶ୍ବର: ନର୍ସ ପଦବୀ ପୂରଣ ପାଇଁ ବାଟ ଫିଟିଲା। ନିଯୁକ୍ତି ପ୍ରକ୍ରିୟା ଉପରେ ଥିବା ଅନ୍ତରୀଣ ନିର୍ଦ୍ଧେଶରେ ପରିବର୍ତ୍ତନ କରିଛନ୍ତି ହାଇକୋର୍ଟ। ହାଇକୋର୍ଟ ମେ’ ୧ ର ଅନ୍ତରୀଣ ନିର୍ଦ୍ଦେଶରେ ପରିବର୍ତ୍ତନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

କେବଳ ଆବେଦନକାରୀ ଫାର୍ମାସିଷ୍ଟଙ୍କ ପାଇଁ ନିର୍ଦ୍ଦିଷ୍ଟ ପଦବି ସଂରକ୍ଷିତ ରଖାଯିବ।  ଅନ୍ୟ ପଦବୀ ଗୁଡିକରେ ସରକାର ନିଯୁକ୍ତି ଦେଇ ପାରିବେ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ଅନ୍ୟ ପକ୍ଷରେ ମୂଳ ମାମଲାର ଫଳାଫଳ ଉପରେ ଆବେଦନକାରୀଙ୍କ ପାଇଁ ସଂରକ୍ଷିତ ପଦବୀର ଭବିଷ୍ୟତ ନିର୍ଭର କରିବ ବୋଲି ହାଇକୋର୍ଟ କହିଛନ୍ତି।  ମୋଟ ୭୪୮୩ଟି ନର୍ସ ପଦବୀ ପୂରଣ ହେବ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ନିଯୁକ୍ତିରେ ଅଗ୍ରାଧିକାର ନେଇ ଫାର୍ମାସିଷ୍ଟ ହାଇକୋର୍ଟ ଯାଇଥିଲେ । କରୋନା ଯୋଦ୍ଧା ହିସାବରେ ଅଗ୍ରାଧିକାର ଦାବି କରିଥିଲେ । ମେ’ ୧ରେ ହାଇକୋର୍ଟ ନିଯୁକ୍ତି ଉପରେ ରୋକ୍ ଲଗାଇଥିଲେ । ପରେ ନର୍ସିଂ ଆବେଦନକାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର