ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଏଣିକି ସ୍କୁଲ ଓ କଲେଜ ପାଠ୍ୟକ୍ରମରେ ରହିବ ବିପର୍ଯ୍ୟୟ ଓ ମହାମାରୀ ମୁକାବିଲା ବିଷୟ

The Sakala Picture
Published On

ଆଜି ବସିଥିବା ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଶେଷ ହୋଇଛି । ରାଜ୍ୟରେ ନବୀନ ପଟ୍ଟନାୟକ ସରକାରଙ୍କ ୫ମ ପାଳିର ୨ ୟ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ ମନ୍ତ୍ରୀ ପରିଷଦ ବୈଠକରେ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯ଼ାଇଛି । ଏଣିକି ସ୍କୁଲ ଓ କଲେଜ ପାଠ୍ୟକ୍ରମରେ ବିପର୍ଯ୍ୟୟ ଓ ମହାମାରୀ ମୁକାବିଲା ବିଷୟ ରହିବ । ଛାତ୍ରଛାତ୍ରୀମାନଙ୍କୁ ବିପର୍ଯ୍ୟୟ ମୁକାବିଲା ଓ ମହାମାରୀ ସମ୍ପର୍କରେ ତାଲିମ ଦିଆଯ଼ିବ । ସରକାରୀ ଚାକିରି ପାଇଁ ଏହା ବାଧ୍ୟତାମୂଳକ […]

ଆଜି ବସିଥିବା ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଶେଷ ହୋଇଛି । ରାଜ୍ୟରେ ନବୀନ ପଟ୍ଟନାୟକ ସରକାରଙ୍କ ୫ମ ପାଳିର ୨ ୟ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ ମନ୍ତ୍ରୀ ପରିଷଦ ବୈଠକରେ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯ଼ାଇଛି । ଏଣିକି ସ୍କୁଲ ଓ କଲେଜ ପାଠ୍ୟକ୍ରମରେ ବିପର୍ଯ୍ୟୟ ଓ ମହାମାରୀ ମୁକାବିଲା ବିଷୟ ରହିବ । ଛାତ୍ରଛାତ୍ରୀମାନଙ୍କୁ ବିପର୍ଯ୍ୟୟ ମୁକାବିଲା ଓ ମହାମାରୀ ସମ୍ପର୍କରେ ତାଲିମ ଦିଆଯ଼ିବ । ସରକାରୀ ଚାକିରି ପାଇଁ ଏହା ବାଧ୍ୟତାମୂଳକ ରହିବ । ଏହା ସହିତ ଲୋକପ୍ରତିନିଧି, ସରକାରୀ ଅଧିକାରୀ ଓ ମିଶନ ଶକ୍ତି ସଦସ୍ୟମାନେ ବି ତାଲିମ ନେବେ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏହି ବୈଠକ ପରେ ସୂଚନା ଦେଇଛନ୍ତି । ଏହା ଭବିଷ୍ୟତ ବଂଶଧରମାନଙ୍କୁ ସଶକ୍ତ କରିବ ବୋଲି ମତ ପ୍ରକାଶ ପାଇଛି ।

ଆହୁରି ପଢ଼ନ୍ତୁ: ନିଶା ଔଷଧ ସ୍ପ୍ରେ କରି ଘରୁ ୨୫ ଲକ୍ଷର ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

29 May 2021 By The Sakala

ଏଣିକି ସ୍କୁଲ ଓ କଲେଜ ପାଠ୍ୟକ୍ରମରେ ରହିବ ବିପର୍ଯ୍ୟୟ ଓ ମହାମାରୀ ମୁକାବିଲା ବିଷୟ

ଆଜି ବସିଥିବା ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଶେଷ ହୋଇଛି । ରାଜ୍ୟରେ ନବୀନ ପଟ୍ଟନାୟକ ସରକାରଙ୍କ ୫ମ ପାଳିର ୨ ୟ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ ମନ୍ତ୍ରୀ ପରିଷଦ ବୈଠକରେ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯ଼ାଇଛି । ଏଣିକି ସ୍କୁଲ ଓ କଲେଜ ପାଠ୍ୟକ୍ରମରେ ବିପର୍ଯ୍ୟୟ ଓ ମହାମାରୀ ମୁକାବିଲା ବିଷୟ ରହିବ । ଛାତ୍ରଛାତ୍ରୀମାନଙ୍କୁ ବିପର୍ଯ୍ୟୟ ମୁକାବିଲା ଓ ମହାମାରୀ ସମ୍ପର୍କରେ ତାଲିମ ଦିଆଯ଼ିବ । ସରକାରୀ ଚାକିରି ପାଇଁ ଏହା ବାଧ୍ୟତାମୂଳକ ରହିବ । ଏହା ସହିତ ଲୋକପ୍ରତିନିଧି, ସରକାରୀ ଅଧିକାରୀ ଓ ମିଶନ ଶକ୍ତି ସଦସ୍ୟମାନେ ବି ତାଲିମ ନେବେ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏହି ବୈଠକ ପରେ ସୂଚନା ଦେଇଛନ୍ତି । ଏହା ଭବିଷ୍ୟତ ବଂଶଧରମାନଙ୍କୁ ସଶକ୍ତ କରିବ ବୋଲି ମତ ପ୍ରକାଶ ପାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର