ଭୟଙ୍କର ବଜ୍ରପାତ ସହ ପ୍ରବଳ ବର୍ଷାରେ ବେହାଲ ରାଜଧାନୀ, ଆସନ୍ତା ତିନି ଘଣ୍ଟା ପାଇଁ ଟୁଇନ୍ ସିଟିକୁ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ୱର: ଭୟଙ୍କର ବଜ୍ରପାତ ସହ ପ୍ରବଳ ବର୍ଷାରେ ବେହାଲ ହେଲା ରାଜଧାନୀ ଭୁବନେଶ୍ୱର । ୨୧ ମିନିଟରେ ୬ ହଜାର ୯୦୬ ଥର ମାରିଲା ବିଜୁଳି ଘଡ଼ଘଡ଼ି । ପ୍ରବଳ ବର୍ଷା ଯୋଗୁଁ ରାସ୍ତାରେ ଲହଡ଼ି ମାରିଲା ଆଣ୍ଠୁଏ ଉଚ୍ଚର ପାଣି । କିଛି ସମୟ ପାଇଁ ଯାତାୟତ ଠପ୍ । ଦୁଇ ଘଂଟାରୁ ଅଧିକ ସମୟ ହେଲା ବର୍ଷା ଲାଗି ରହିଥିବା ବେଳେ ଲୋକେ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଛି । ବର୍ଷା ସାଙ୍ଗକୁ […]

ଭୁବନେଶ୍ୱର: ଭୟଙ୍କର ବଜ୍ରପାତ ସହ ପ୍ରବଳ ବର୍ଷାରେ ବେହାଲ ହେଲା ରାଜଧାନୀ ଭୁବନେଶ୍ୱର । ୨୧ ମିନିଟରେ ୬ ହଜାର ୯୦୬ ଥର ମାରିଲା ବିଜୁଳି ଘଡ଼ଘଡ଼ି । ପ୍ରବଳ ବର୍ଷା ଯୋଗୁଁ ରାସ୍ତାରେ ଲହଡ଼ି ମାରିଲା ଆଣ୍ଠୁଏ ଉଚ୍ଚର ପାଣି । କିଛି ସମୟ ପାଇଁ ଯାତାୟତ ଠପ୍ । ଦୁଇ ଘଂଟାରୁ ଅଧିକ ସମୟ ହେଲା ବର୍ଷା ଲାଗି ରହିଥିବା ବେଳେ ଲୋକେ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଛି । ବର୍ଷା ସାଙ୍ଗକୁ ବିଜୁଳି ଓ ଘଡ଼ଘଡ଼ି ଯୋଗୁଁ ଜନଜୀବନ ବାଧାପ୍ରସ୍ତ ହୋଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

ଅନ୍ୟପଟେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତା ତିନି ଘଣ୍ଟା ପାଇଁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । ପ୍ରବଳ ବର୍ଷା ଯୋଗୁଁ ରାଜଧାନୀର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇଛି । ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ । ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ । ରାଜଧାନୀରେ ପ୍ରବଳ ବର୍ଷା ଯୋଗୁଁ ଇସ୍କନ ମନ୍ଦିର ଆଗରେ ଏକାଧିକ କାର ବୁଡି ଯାଇଥିବା ଦେଖିବାକୁ ମିଳିଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

02 Sep 2023 By The Sakala

ଭୟଙ୍କର ବଜ୍ରପାତ ସହ ପ୍ରବଳ ବର୍ଷାରେ ବେହାଲ ରାଜଧାନୀ, ଆସନ୍ତା ତିନି ଘଣ୍ଟା ପାଇଁ ଟୁଇନ୍ ସିଟିକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୟଙ୍କର ବଜ୍ରପାତ ସହ ପ୍ରବଳ ବର୍ଷାରେ ବେହାଲ ହେଲା ରାଜଧାନୀ ଭୁବନେଶ୍ୱର । ୨୧ ମିନିଟରେ ୬ ହଜାର ୯୦୬ ଥର ମାରିଲା ବିଜୁଳି ଘଡ଼ଘଡ଼ି । ପ୍ରବଳ ବର୍ଷା ଯୋଗୁଁ ରାସ୍ତାରେ ଲହଡ଼ି ମାରିଲା ଆଣ୍ଠୁଏ ଉଚ୍ଚର ପାଣି । କିଛି ସମୟ ପାଇଁ ଯାତାୟତ ଠପ୍ । ଦୁଇ ଘଂଟାରୁ ଅଧିକ ସମୟ ହେଲା ବର୍ଷା ଲାଗି ରହିଥିବା ବେଳେ ଲୋକେ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଛି । ବର୍ଷା ସାଙ୍ଗକୁ ବିଜୁଳି ଓ ଘଡ଼ଘଡ଼ି ଯୋଗୁଁ ଜନଜୀବନ ବାଧାପ୍ରସ୍ତ ହୋଇଛି ।

ଅନ୍ୟପଟେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତା ତିନି ଘଣ୍ଟା ପାଇଁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । ପ୍ରବଳ ବର୍ଷା ଯୋଗୁଁ ରାଜଧାନୀର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇଛି । ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ । ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ । ରାଜଧାନୀରେ ପ୍ରବଳ ବର୍ଷା ଯୋଗୁଁ ଇସ୍କନ ମନ୍ଦିର ଆଗରେ ଏକାଧିକ କାର ବୁଡି ଯାଇଥିବା ଦେଖିବାକୁ ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର