ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆଜି ଅନ୍ତର୍ଜାତୀୟ ସ୍ୱଚ୍ଛ ବାୟୁ ଦିବସ, ବିଏମ୍ସି ଓ କ୍ରୁଟ୍‌‌ ପକ୍ଷରୁ ଇ-ବସ ଓ ଇ-ରିକ୍ସାରେ ମାଗଣା ଯାତ୍ରା ସୁବିଧା

The Sakala Picture
Published On

ଭୁବନେଶ୍ବର: ଗୁରୁବାର ଆନ୍ତର୍ଜାତିକ ସ୍ୱଚ୍ଛ ବାୟୁ ଓ ନୀଳ ଆକାଶ ଦିବସ । ବିଏମ୍ସି ଓ କ୍ରୁଟ ପକ୍ଷରୁ ଅଭିନବ ସଚେତନତା କରାଯାଉଛି । ଇ-ବସ ଏବଂ ଇ-ରିକ୍ସା ରେ ଦିନକ ପାଇଁ ମାଗଣା ଯାତ୍ରା କରିପାରିବେ ଯାତ୍ରୀ । ଯାତ୍ରୀମାନେ ବିନା ମୂଲ୍ୟରେ ଗନ୍ତବ୍ୟସ୍ତଳକୁ ଯାଇପାରିବେ। ଭୁବନେଶ୍ୱର ରେ ଚାଲୁଛି ୫୦ ଇ-ବସ୍ ଓ ୫୦ ଟି ଇ-ରିକ୍ସା ୧୦ ଟି ରୁଟରେ ଚାଲିଛି ଇଲେକ୍ଟ୍ରି ଭେଇକିଲ୍ । ରାଜଧାନୀରେ ପ୍ରଦୂଷଣ କମାଇବାକୁ ଯୋଜନା କରାଯାଇଛି […]

ଭୁବନେଶ୍ବର: ଗୁରୁବାର ଆନ୍ତର୍ଜାତିକ ସ୍ୱଚ୍ଛ ବାୟୁ ଓ ନୀଳ ଆକାଶ ଦିବସ । ବିଏମ୍ସି ଓ କ୍ରୁଟ ପକ୍ଷରୁ ଅଭିନବ ସଚେତନତା କରାଯାଉଛି । ଇ-ବସ ଏବଂ ଇ-ରିକ୍ସା ରେ ଦିନକ ପାଇଁ ମାଗଣା ଯାତ୍ରା କରିପାରିବେ ଯାତ୍ରୀ । ଯାତ୍ରୀମାନେ ବିନା ମୂଲ୍ୟରେ ଗନ୍ତବ୍ୟସ୍ତଳକୁ ଯାଇପାରିବେ। ଭୁବନେଶ୍ୱର ରେ ଚାଲୁଛି ୫୦ ଇ-ବସ୍ ଓ ୫୦ ଟି ଇ-ରିକ୍ସା ୧୦ ଟି ରୁଟରେ ଚାଲିଛି ଇଲେକ୍ଟ୍ରି ଭେଇକିଲ୍ । ରାଜଧାନୀରେ ପ୍ରଦୂଷଣ କମାଇବାକୁ ଯୋଜନା କରାଯାଇଛି । ସେପ୍ଟେମ୍ବର ୭ ହେଉଛି ଆନ୍ତର୍ଜାତୀୟ ସ୍ୱଚ୍ଛ ବାୟୁ ଦିବସ । ମିଳିତ ଜାତିସଂଘ ସାଧାରଣ ସଭାରେ ନୀଳ ଆକାଶ ପାଇଁ ସ୍ୱଚ୍ଛ ବାୟୁ ଥିମରେ ଏହି ଦିବସ ପାଳନ ପାଇଁ ନିଷ୍ପତ୍ତି ନିଆଯାଇଥିଲା । ଏହି ବର୍ଷର ଥିମ ଥିଲା, ‘ସ୍ୱଚ୍ଛ ବାୟୁ ପାଇଁ ଏକାଠି ହେବା ।’

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

07 Sep 2023 By The Sakala

ଆଜି ଅନ୍ତର୍ଜାତୀୟ ସ୍ୱଚ୍ଛ ବାୟୁ ଦିବସ, ବିଏମ୍ସି ଓ କ୍ରୁଟ୍‌‌ ପକ୍ଷରୁ ଇ-ବସ ଓ ଇ-ରିକ୍ସାରେ ମାଗଣା ଯାତ୍ରା ସୁବିଧା

ଭୁବନେଶ୍ବର: ଗୁରୁବାର ଆନ୍ତର୍ଜାତିକ ସ୍ୱଚ୍ଛ ବାୟୁ ଓ ନୀଳ ଆକାଶ ଦିବସ । ବିଏମ୍ସି ଓ କ୍ରୁଟ ପକ୍ଷରୁ ଅଭିନବ ସଚେତନତା କରାଯାଉଛି । ଇ-ବସ ଏବଂ ଇ-ରିକ୍ସା ରେ ଦିନକ ପାଇଁ ମାଗଣା ଯାତ୍ରା କରିପାରିବେ ଯାତ୍ରୀ । ଯାତ୍ରୀମାନେ ବିନା ମୂଲ୍ୟରେ ଗନ୍ତବ୍ୟସ୍ତଳକୁ ଯାଇପାରିବେ। ଭୁବନେଶ୍ୱର ରେ ଚାଲୁଛି ୫୦ ଇ-ବସ୍ ଓ ୫୦ ଟି ଇ-ରିକ୍ସା ୧୦ ଟି ରୁଟରେ ଚାଲିଛି ଇଲେକ୍ଟ୍ରି ଭେଇକିଲ୍ । ରାଜଧାନୀରେ ପ୍ରଦୂଷଣ କମାଇବାକୁ ଯୋଜନା କରାଯାଇଛି । ସେପ୍ଟେମ୍ବର ୭ ହେଉଛି ଆନ୍ତର୍ଜାତୀୟ ସ୍ୱଚ୍ଛ ବାୟୁ ଦିବସ । ମିଳିତ ଜାତିସଂଘ ସାଧାରଣ ସଭାରେ ନୀଳ ଆକାଶ ପାଇଁ ସ୍ୱଚ୍ଛ ବାୟୁ ଥିମରେ ଏହି ଦିବସ ପାଳନ ପାଇଁ ନିଷ୍ପତ୍ତି ନିଆଯାଇଥିଲା । ଏହି ବର୍ଷର ଥିମ ଥିଲା, ‘ସ୍ୱଚ୍ଛ ବାୟୁ ପାଇଁ ଏକାଠି ହେବା ।’

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର